୨୫ତମ ରାଜଧାନୀ ପୁସ୍ତକମେଳା ଉଦ୍ଯାପିତ
ଭୁବନେଶ୍ୱର,24/11: ସହିଦନଗର ଦୁର୍ଗାପୂଜା ପଡ଼ିଆରେ ଆୟୋଜିତ ୨୫ତମ ରାଜଧାନୀ ପୁସ୍ତକମେଳା ଉଦ୍ଯାପିତ ହୋଇଯାଇଛି। ପୁସ୍ତକମେଳା କମିଟିର ସଭାପତି ଉପେନ୍ଦ୍ର କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦ୍ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼େଇ, ମୁଖ୍ୟବକ୍ତା ଭାବେ…






