ଚୀନ୍‌କୁ ୪-୩ ଗୋଲରେ ହରାଇଲା ଭାରତ

ରାଜଗିରି : ଅଧିନାୟକ ହରମନପ୍ରୀତ ସିଂହଙ୍କ ୪ଟି ଗୋଲ ବଳରେ ଆୟୋଜକ ଭାରତ ଏସିଆ କପ୍‌ ପୁରୁଷ ହକି ପ୍ରତିଯୋଗିତା -୨୦୨୫ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି। ବିହାରର ରାଜଗିରିରେ ଶୁକ୍ରବାର ଆରମ୍ଭ ହୋଇଥିବା ଉକ୍ତ ପ୍ରତିଯୋଗିତାର ପୁଲ-ଏ ର ଦ୍ବିତୀୟ…

Continue reading
ବିଶ୍ୱ ବ୍ୟାଡମିଂଟନ ଚାମ୍ପିୟନଶିପରେ ପିଭି ସାନ୍ଧୁ଼ଙ୍କ ଅଭିଯାନ ଶେଷ

ନୂଆଦିଲ୍ଲୀ,29/08: ବିଶ୍ୱ ବ୍ୟାଡମିଂଟନ ଚାମ୍ପିୟନଶିପରେ ଷଷ୍ଠ ପଦକ ହାସଲ ଲକ୍ଷ୍ୟରେ ଥିବା ଭାରତର ଷ୍ଟାର ଖେଳାଳି ପିଭି ସାନ୍ଧୁ ନିରାଶ ହୋଇଛନ୍ତି । ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ସାନ୍ଧୁ ଇଣ୍ଡୋନେସିଆର ପୂତ୍ରୀ କୁସୁମା ୱାର୍ଦ୍ଦାନୀଙ୍କ ନିକଟରୁ ୨୧-୧୪, ୧୩-୨୧ ଓ…

Continue reading
ଏସିଆ କପ୍ ହକି ବିଜୟରୁ ଭାରତର ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,29/08:ଆଜିଠୁ ବିହାରର ରାଜଗିରରେ ଏସିଆ କପ୍ 2025(Asia Cup 2025) ହକି ଆରମ୍ଭ ହୋଇଛି । ଏଥିସହ ବିଜୟରୁ ଭାରତର ଅଭିଯାନ ଆରମ୍ଭ ହୋଇଛି । ଅଧିନାୟକ ହରମନପ୍ରୀତ ସିଂ(Harmanpreet Singh)ଙ୍କ ଦମଦାର ହ୍ୟାଟ୍ରିକ୍ ଗୋଲ୍ (20’, 33’, 47’) ବଳରେ…

Continue reading
ବିଜୁ ପଟ୍ଟନାୟକ କ୍ରୀଡ଼ା : ଶ୍ରେଷ୍ଠ କ୍ରୀଡା ସାମ୍ବାଦିକଙ୍କୁ ୨ ଲକ୍ଷ ଟଙ୍କା ପୁରସ୍କାର

ଭୁବନେଶ୍ବର, 29।08: ୨୯ ଅଗଷ୍ଟ ଜାତୀୟ କ୍ରୀଡ଼ା ଦିବସ ଅବସରରେ ୨୦୨୪ ବର୍ଷ ପାଇଁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି। ରାଜ୍ୟପାଳ ହରିବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁରସ୍କାର ପ୍ରଦାନ କରିଛନ୍ତି। ୧୦୦ ଓ…

Continue reading
ପୁଲିସ ବିଭାଗର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ସମ୍ବର୍ଦ୍ଧିତ

କଟକ: କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ ତଥା ଜାତୀୟ କ୍ରୀଡା ଦିବସ ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଓଡିଶା ପୋଲିସର 41ଜଣ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। କଟକ ଆଇପିଏସ ମେସସ୍ଥିତ…

Continue reading
ଇସ୍ତଫା ଦେଲେ ବିସିସିଆଇ ସଭାପତି ରୋଜର ବିନ୍ନି !

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡରେ ଏକ ବଡ଼ ପରିବର୍ତ୍ତନ ହୋଇପାରେ। ରିପୋର୍ଟ ଅନୁଯାୟୀ ବିସିଆଇ ସଭାପତି ରୋଜର ବିନ୍ନି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ବୋର୍ଡ ଉପାଧ୍ୟକ୍ଷ ରାଜୀବ ଶୁକ୍ଳାଙ୍କୁ କାର୍ୟ୍ୟକାରୀ ସଭାପତି କରାଯାଇଛି । ଏବେ ସଭାପତିଙ୍କ…

Continue reading
ଆଜିଠାରୁ ଏସିଆ କପ୍‌ ପୁରୁ​‌ଷ ହକି ଚମ୍ପିଆନସିପ୍‌ ଆରମ୍ଭ

ନୂଆଦିଲ୍ଲୀ,29।08: ବିହାରର ରାଜଗିରିରେ ଚଳିତ ଆଜିଠାରୁ ଏସିଆ କପ୍‌ ହକି ଚମ୍ପିଆନସିପ୍‌-୨୦୨୫ ଖେଳାଯିବ। ଅଗଷ୍ଟ ୨୯ରୁ ସେପ୍ଟେମ୍ବର ୭ ପର୍ଯ୍ୟନ୍ତ ହେବାକୁଥିବା ଏହି ହକି ଚମ୍ପିଆନସିପ୍‌ରେ ୮ଟି ଦଳ ଅଂଶଗ୍ରହଣ କରୁଛନ୍ତି। ପୁଲ-ଏ ରେ ଭାରତ ସମେତ ଜାପାନ, ଚୀନ ଓ…

Continue reading
2030 ରାଜ୍ୟଗୋଷ୍ଠୀ କ୍ରୀଡ଼ାର ବିଡ୍ ଦାଖଲକୁ କ୍ୟାବିନେଟ୍ ଅନୁମୋଦନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର କ୍ୟାବିନେଟ୍, ଗୁଜରାଟର ଅହମ୍ମଦାବାଦରେ 2030 ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ପାଇଁ ଦେଶର ବିଡ୍ ଦାଖଲକୁ ଅନୁମୋଦନ କରିଛି। ବୁଧବାର ଏହି ନିଷ୍ପତ୍ତି ଘୋଷଣା କରାଯାଇଛି। ଯେଉଁଥିରେ ସହଯୋଗ ଚୁକ୍ତିନାମାକୁ ଅନୁମୋଦନ ଏବଂ ବିଡ୍ ସଫଳ…

Continue reading
ଆଇପିଏଲ୍‌ରୁ ରବିଚନ୍ଦ୍ରନ୍‌ ଅଶ୍ୱିନ୍‌ଙ୍କ ଅବସର ଘୋଷଣା

ନୂଆଦିଲ୍ଲୀ : ଆଇପିଏଲ୍‌ରୁ କ୍ରିକେଟର୍‌ ରବିଚନ୍ଦ୍ରନ୍‌ ଅଶ୍ୱିନ୍‌ ବୁଧବାର ଅବସର ଘୋଷଣା କରିଛନ୍ତି । ଏକ୍ସରେ ପୋଷ୍ଟ କରି ଅବସର ଘୋଷଣା କରିଛନ୍ତି କ୍ରିକେଟର। ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଆଇପିଏଲରୁ ଅବସର ଘୋଷଣା କରିଛନ୍ତି। ସେ ଗତ ସିଜିନରେ…

Continue reading
୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣ ପଦକ ହାସଲ କଲେ ମୀରାବାଈ ଚାନୁ

ନୂଆଦିଲ୍ଲୀ,୨୫/୦୮: ଭାରତର ଅଭିଜ୍ଞ ୱେଟଲିଫ୍ଟର ମୀରାବାଈ ଚାନୁ ଦୀର୍ଘ ଦିନ ପରେ ସଫଳତାର ସହ ପ୍ରତ୍ୟାବର୍ତନ କରିଛନ୍ତି । ୨୦୧୮ ପରଠାରୁ ସେ କୌଣସି ଆର୍ନ୍ତଜାତୀୟ ମୁକାବିଲାକୁ ଓହ୍ଲାଇ ନ ଥିଲେ । ଚଳିତ ରାଜ୍ୟଗୋଷ୍ଠୀ ଚାମ୍ପିୟନଶିପରେ ସେ ୪୮ କିଗ୍ରା…

Continue reading