ବାରବାଟୀରେ ଟି-୨୦ ମ୍ୟାଚ୍, ପ୍ରସ୍ତୁତି ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କଟକ ବାରବାଟୀ ଷ୍ଟାଡିୟମ୍ରେ ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜିତ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତୃଟିଶୂନ୍ୟ ଭାବେ…










