ବାରବାଟୀ ଷ୍ଟାଡ଼ିୟମ ଅନୁଧ୍ୟାନ କଲେ ଆଇଆଇଟି ପ୍ରତିନିଧି
କଟକ: ବାରବାଟୀ ଷ୍ଟାଡ଼ିୟମରେ ଆସନ୍ତା ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ ଖେଳାଯିବ। ଉକ୍ତ ଅନ୍ତର୍ଜାତୀୟ ମ୍ୟାଚ ପୂର୍ବରୁ ବାରବାଟୀ ଷ୍ଟାଡ଼ିୟମର ନବୀକରଣ କାର୍ୟ୍ୟ ଓ ପ୍ରସ୍ତୁତି ସ୍ଥିତିକୁ…












