ରୋହିତଙ୍କ ଶତକ ଏବଂ ବିରାଟଙ୍କ ଅର୍ଦ୍ଧଶତକ: ଶେଷ ଦିନିକିଆ ଜିତିଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ: ସିଡନୀରେ ଖେଳାଯାଇଥିବା ଶେଷ ଦିନିକିଆ ମ୍ୟାଚକୁ ଟିମ ଇଣ୍ଡିଆ ଜିତି ନେଇଛି। ଅନ୍ତିମ ମ୍ୟାଚରେ ରୋହିତ ଶର୍ମାଙ୍କ ଶତକ ଏବଂ ବିରାଟ କୋହଲିଙ୍କ ଅର୍ଦ୍ଧଶତକ ବଳରେ ଭାରତ ଘରୋଇ ଅଷ୍ଟ୍ରେଲିଆକୁ ୬୯ ବଲ ବାକି ଥାଇ ୯ ଉଇକେଟରେ ପରାସ୍ତ…














