ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍ର କ୍ବାର୍ଟର୍ଫାଇନାଲ୍ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି
ନ୍ୟୁୟର୍କ,04।09: ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି ଚଳିତ ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍ର କ୍ବାର୍ଟର୍ଫାଇନାଲ୍ରେ ପ୍ରବେଶ କରି ଇତିହାସ ରଚିଛନ୍ତି। ଏହା ହେଉଛି ବିଶ୍ବମାନ୍ୟତାର ୩୨ତମ ସ୍ଥାନରେ ଥିବା ଭାମ୍ବ୍ରିଙ୍କ କ୍ୟାରିୟର୍ର ପ୍ରଥମ ଗ୍ରାଣ୍ଡସ୍ଲାମ୍ କ୍ବାର୍ଟର୍ଫାଇନାଲ୍ ପ୍ରବେଶ। ଚତୁର୍ଦଶ ସିଡ୍ ଭାମ୍ବ୍ରି…







