ଟ୍ରାକ୍‌ରେ ଚମକିଲେ ପ୍ରଜ୍ଞା, ଅନିମେଷ; ଜିତିଲେ ସ୍ବର୍ଣ୍ଣ

କଟକ: ମହିଳା ହର୍ଡଲର ପ୍ରଜ୍ଞା ପ୍ରଶାନ୍ତି ସାହୁ ଇତିହାସ ରଚିଛନ୍ତି। ପ୍ରଥମ ଓଡ଼ିଆ ଭାବେ ବିଶ୍ବ ଦୌଡ଼କୁଦ କଣ୍ଟିନେଣ୍ଟାଲ ଟୁର୍‌ (ବ୍ରୋଞ୍ଜ) ସ୍ତରୀୟ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ରବିବାର କଳିଙ୍ଗ ଷ୍ଟାଡିୟମ୍‌ରେ ଆୟୋଜିତ ଏହି ପ୍ରତିଯୋଗିତାରେ ପ୍ରଜ୍ଞା ପ୍ରଶାନ୍ତି ମହିଳା…

Continue reading
‘ଭୁବନେଶ୍ବରରେ ହେବ ବିଶ୍ବସ୍ତରୀୟ ଷ୍ଟାଡିୟମ୍’

ଭୁବନେଶ୍ୱର : ଓଡ଼ିଶାରୁ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ସୃଷ୍ଟି ପାଇଁ ରାଜ୍ୟ ସରକାର ବହୁବିଧ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଭୁବନେଶ୍ବରରେ ଆଉ ଏକ ବିଶ୍ବସ୍ତରୀୟ ଷ୍ଟାଡିୟମ୍ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର କଳିଙ୍ଗ ଷ୍ଟାଡିୟମ‌୍‌‌େ‌ର…

Continue reading
ଆଜିଠୁ ବିଶ୍ୱ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଆଜିଠୁ ଆରମ୍ଭ ହେଉଛି ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ। ପ୍ରଥମ ଥର ପାଇଁ ଭାରତରେ ଆୟୋଜିତ ହେଉଛି ଓ୍ବାଲର୍‌ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଚାମ୍ପିଆନସିପ। ଏହି ପ୍ରତିଯୋଗିତା ଭୁବନେଶ୍ୱରର ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ,…

Continue reading
୫୧ତମ ଜାତୀୟ କନିଷ୍ଠ ସନ୍ତରଣ ପ୍ରତିଯୋଗିତା: ସାଇ ସ୍ବରୂପଙ୍କୁ ୨ଟି ସ୍ବର୍ଣ୍ଣ

ଅହମଦାବାଦ: ୫୧ତମ ଜାତୀୟ କନିଷ୍ଠ ସନ୍ତରଣ ପ୍ରତିଯୋଗିତାରେ ଓଡ଼ିଶାର ଯୁବ ସନ୍ତରଣକାରୀ ସାଇ ସ୍ବରୂପ ସ୍ବାଇଁ ଚମତ୍କାର ପ୍ରଦର୍ଶନ କରି ୩ (୨ ସ୍ବର୍ଣ୍ଣ, ୧ କାଂସ୍ୟ) ପଦକ ଜିତି ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ଅହମଦାବାଦରେ ଆୟୋଜିତ…

Continue reading
ଏସିଆ କପ୍‌ : ଚଳିତମାସ ୩ୟ ସପ୍ତାହରେ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ: ୟୁଏଇରେ ହେବାକୁ ଥିବା ଏସିଆ କପ୍‌ ପାଇଁ ଭାରତୀୟ ଦଳର ଘୋଷଣା ଚଳିତମାସ ୩ୟ ସପ୍ତାହରେ ହେବ। ଏହି ଟ୍ବେଣ୍ଟି୨୦ ଟୁର୍ଣ୍ଣାମେଣ୍ଟ ପାଇଁ ଭାରତୀୟ ଦଳରେ ଶୁଭମନ ଗିଲ୍‌, ଯଶସ୍ବୀ ଜୟସୱାଲ ଓ ସାଇ ସୁଦର୍ଶନଙ୍କ ପରି ଯୁବ ବ୍ୟାଟ୍‌ସମ୍ୟାନଙ୍କୁ…

Continue reading
ଭାରତୀୟ ହକି ଦଳରେ ଓଡ଼ିଶାରୁ ୩

ଭୁବନେଶ୍ବର: ହକି ଇଣ୍ଡିଆ ଆଗାମୀ ଅଷ୍ଟ୍ରେଲିଆ ଗସ୍ତ ଲାଗି ‌ସୋମବାର ୨୪ ଜଣିଆ ଦଳ ଘୋଷଣା କରିଛି। ଏହି ଦଳରେ ଓଡ଼ିଶାରୁ ଅମିତ ରୋହିତଦାସ, ନୀଲମ ସଂଜୀପ ଖେସ୍‌ ଓ ଶିଳାନନ୍ଦ ଲାକ୍ରା ସ୍ଥାନ ପାଇଛନ୍ତି। ଦଳର ନେତୃତ୍ବଭାର ପୂର୍ବପରି ହର୍ମନପ୍ରୀତ…

Continue reading
ଅନ୍ତିମ ଟେଷ୍ଟ: ୬ ରନରେ ମ୍ୟାଚ୍‌ ଜିତିଲା ଭାରତ

ଲଣ୍ଡନର ଦ ଓଭାଲରେ ଖେଳା ଯାଇଥିବା ଭାରତ ଓ ଇଂଲଣ୍ଡ ଟେଷ୍ଟର ଅନ୍ତିମ ଦିନରେ ଦେଖିବାକୁ ମିଳିଛି ଭରପୂର ରୋମାଞ୍ଚ। ଇଂଲଣ୍ଡ ମାଟିରେ ସିଂହ ଭଳି ଋଣହୁଙ୍କାର ଦେଇ ଭାରତୀୟ ବୋଲର ଘରୋଇ ଟିମ ହାତରୁ ମ୍ୟାଚ୍‌ ଛଡ଼ାଇ ଆଣିଛନ୍ତି। ଶେଷ…

Continue reading
ଓଭାଲ୍‌ ଟେଷ୍ଟ: ପ୍ରଥମ ଦିନରେ ଭାରତ ୬/୨୦୪

ଲଣ୍ଡନ: ସଂଘର୍ଷପୂର୍ଣ୍ଣ ଆଣ୍ଡରସନ୍‌-ତେନ୍ଦୁଲକର ଟ୍ରଫି ଶୃଙ୍ଖଳାର ନିର୍ଣ୍ଣାୟକ ୫ମ ତଥା ଅନ୍ତିମ ଟେଷ୍ଟମ୍ୟାଚ୍‌ ଗୁରୁବାର ଦି ଓଭାଲ୍‌ରେ ଆରମ୍ଭ ହୋଇଛି। ପ୍ରଥମ ଦିନର ବେଶ୍‌ କିଛି ସମୟ ବର୍ଷା ଯୋଗୁଁ ନଷ୍ଟ ହୋଇଛି। ହେଲେ ବାକି ସମୟରେ ଇଂଲଣ୍ଡର ପେସ୍‌ ବାହିନୀ…

Continue reading
ଆଜିଠାରୁ ଭାରତ-ଇଂଲଣ୍ଡ ନିର୍ଣ୍ଣାୟକ ଟେଷ୍ଟ

ଲଣ୍ଡନ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତେନ୍ଦୁଲକର-ଆଣ୍ଡରସନ ଟ୍ରଫି ଟେଷ୍ଟ ଶୃଙ୍ଖଳାର ନିର୍ଣ୍ଣାୟକ ମ୍ୟାଚ ଗୁରୁବାରଠାରୁ କିଙ୍ଗଷ୍ଟନର ଦି ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ପ୍ରତିଦ୍ବନ୍ଦ୍ବିତା ଓ ଉତ୍କଣ୍ଟାପୂର୍ଣ୍ଣ ଉକ୍ତ ଟେଷ୍ଟ ଶୃଙ୍ଖଳାର ଶେଷ ମ୍ୟାଚକୁ ଜିତିବା ନେଇ ଉଭୟ ଭାରତ…

Continue reading
୪ର୍ଥ ଟେଷ୍ଟ: ଭାରତ ୨ୟ ପାଳିରେ ୧୭୪/୨

ନୂଆଦିଲ୍ଲୀ: ମଞ୍ଚେଷ୍ଟରରେ ଚାଲିଥିବା ୪ର୍ଥ ଟେଷ୍ଟ ମ୍ୟାଚରେ ଭାରତ ୪ର୍ଥ ଦିନ ଖେଳ ଶେଷ ସୁଦ୍ଧା ୨ ଉଇକେଟ ହରାଇ ୧୭୪ ରନ ସଂଗ୍ରହ କରିଛି। କେ.ଏଲ. ରାହୁଲ ୮୭ ଏବଂ ଅଧିନାୟକ ଶୁବମନ ଗିଲ୍‌ ୭୮ ରନ କରି ଅପରାଜିତ…

Continue reading