ଆଜିଠାରୁ ପୁରୁଷ ଏସିଆ କପ୍ ହକି ସୁପର-୪ ମୁକାବିଲା, ଦକ୍ଷିଣ କୋରିଆ-ଭାରତ ମୁହାଁମୁହିଁ
ରାଜଗିର,03/09 : ପୁରୁଷ ଏସିଆ କପ୍ ହକିର ଲିଗ୍ ପର୍ଯ୍ୟାୟ ଶେଷ ହୋଇଛି। ଆଜିଠାରୁ ସୁପର-୪ ମୁକାବିଲା ହେବ। ସୁପର-୪ରେ ଗ୍ରୁପ-ଏ ରୁ ଭାରତ ଓ ଚୀନ ରହିଥିବାବେଳେ ଗ୍ରୁପ-ବିରୁ ଦକ୍ଷିଣ କୋରିଆ ଓ ମାଲେସିଆ ରହିଛନ୍ତି। ଭାରତ ୩ରେ ପ୍ରଥମ…











