ଆଇପିଏଲ: ଆଜି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ଚେନ୍ନଇ ସୁପରକିଙ୍ଗ୍ସ ମୁକାବିଲା
ବେଙ୍ଗାଲୁରୁ : ଆଜି ଏମ୍ ଚିନ୍ନାସ୍ବାମୀ ଷ୍ଟାଡ଼ିୟମରେ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)-୨୦୨୫ର ୫୨ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ଚେନ୍ନଇ ସୁପରକିଙ୍ଗ୍ସ ମଧ୍ୟରେ ଖେଳାଯିବ। ଦୁଇ ଦଳ ଦ୍ବିତୀୟ ରାଉଣ୍ଡ ମ୍ୟାଚରେ ଅବତ୍ତୀର୍ଣ୍ଣ ହେବେ। ପ୍ରଥମ ରାଉଣ୍ଡ ମ୍ୟାଚରେ…












