ଚେନ୍ନାଇକୁ ଫେରିଲେ ରବି ଅଶ୍ୱିନ

ନୂଆଦିଲ୍ଲୀ: ଦୀର୍ଘ ୯ ବର୍ଷ ପରେ ଚେନ୍ନାଇ ସୁପର କିଙ୍ଗସକୁ ଫେରିଛନ୍ତି ଭେଟରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ୨୦୨୫ ଆଇପିଏଲର ମେଗା ଅକ୍ସନରେ ଚେନ୍ନାଇ ତାଙ୍କୁ ୯.୭୫ କୋଟି ଟଙ୍କା ଦେଇ କିଣିଛି। ଅଶ୍ୱିନଙ୍କୁ ନେବା ପାଇଁ ତାଙ୍କ ପୂର୍ବତନ ପ୍ରାଞ୍ଚାଇଜ…

Continue reading
ରାହୁଲଙ୍କୁ ୧୧ କୋଟିରେ କିଣିଲା ଦିଲ୍ଲୀ

ନୂଆଦିଲ୍ଲୀ: ଲକ୍ଷ୍ନୌ ସୁପର ଜାଏଣ୍ଟସର ପୂର୍ବତନ ଅଧିନାୟକ କେଏଲ ରାହୁଲ ୨୦୨୫ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଖେଳିବେ। ତାଙ୍କୁ ଦିଲ୍ଲୀ ୧୪ କୋଟି ଟଙ୍କାରେ କିଣିଛି। ରାହୁଲଙ୍କୁ ଆଜି ଅକ୍ସନରେ କିଣିବା ପାଇଁ ପ୍ରଥମେ କୋଲକାତା ଓ ଆରିସିବି ଚାହିଁଥିଲେ।…

Continue reading
ଶାମିଙ୍କୁ କିଣିଲା ହାଇଦ୍ରାବାଦ

ନୂଆଦିଲ୍ଲୀ: ଭାରତୀୟ ସ୍ପିଡ ଷ୍ଟର ମହମ୍ମଦ ଶାମିଙ୍କୁ ସନ ରାଇଜର୍ସ ହାଇଦ୍ରାବାଦ ୧୦ କୋଟି ଟଙ୍କାରେ କିଣିଛି। ତାଙ୍କୁ ନେବା ପାଇଁ ପ୍ରଥମେ ଚେନ୍ନାଇ ସୁପର କିଙ୍ଗସ ବିଡ ଲଗାଇଥିଲା। ହେଲେ କୋଲକାତା ସହ ଲଢ଼େଇ ପରେ ଚେନ୍ନାଇ ରେସରୁ ଓହରି…

Continue reading
ପନ୍ତ ଏବେ ଆଇପିଏଲ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି

ନୂଆଦିଲ୍ଲୀ: ପନ୍ତ ଏବେ ଆଇପିଏଲ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ବନି ଯାଇଛନ୍ତି। ତାଙ୍କୁ ଲକ୍ଷ୍ନୌ ସୁପର ଜାଏଣ୍ଟସ ରେକର୍ଡ ୨୭ କୋଟି ଟଙ୍କା ବଳରେ କିଣିଛି। ଦିଲ୍ଲୀ କ୍ୟାପିଟାଲ୍ସ ପନ୍ତଙ୍କୁ ମେଗା ଅକ୍ସନ ପୂର୍ବରୁ ରିଲିଜ କରି ଦେଇଥିଲା। ଆଜି…

Continue reading
ଆଇପିଏଲ ରେକର୍ଡ : ଆୟର ପଛରେ, ପନ୍ଥ ଆଗରେ

ଶ୍ରେୟସ ଆୟର ମାତ୍ର କିଛି ମିନିଟ ପୂର୍ବରୁ ଆଇପିଏଲ ଇତିହାସର ସବୁଠାରୁ ଦାମୀ ଖେଳାଳି ବନିଥିଲେ। କିନ୍ତୁ ତାଙ୍କୁ ପଛରେ ପକାଇ ଦେଇଛନ୍ତି ଋଷଭ ପନ୍ତ। ସେ ଏବେ ଆଇପିଏଲ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ବନି ଯାଇଛନ୍ତି। ତାଙ୍କୁ ଲକ୍ଷ୍ନୌ…

Continue reading
ପର୍ଥରେ ଚୌକା-ଛକା ବର୍ଷା: ୪୯୧ ଦିନ ପରେ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି

ପର୍ଥ,୨୪।୧୧: ଅଷ୍ଟ୍ରେଲିଆରେ ଚମକିଲେ ବିରାଟ କୋହଲି। ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ ଗତି କରୁଥିବା ଏହି ଖେଳାଳି ବଡ଼ ଇନିଂସ ଖେଳି ଆଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି।…

Continue reading
ଜୟସଓ୍ବାଲଙ୍କ ଶତକ, ଦୃଢ଼ ସ୍ଥିତିରେ ଭାରତ

ନୂଆଦିଲ୍ଲୀ: ପର୍ଥରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ଦୃଢ଼ ସ୍ଥିତିରେ ରହିଛି। ୩ୟ ଦିନର ଖେଳ ଜାରି ରହିଥିବାବେଳେ ଟିମ ଇଣ୍ଡିଆ ଏହାର ୨ୟ ପାଳିରେ ୧ ଉଇକେଟ ହରାଇ ୨୭୫ ରନ ସଂଗ୍ରହ କରିସାରିଛି। ଯଶସ୍ଵୀ…

Continue reading
ପର୍ଥ ଟେଷ୍ଟ: ୧୦୪ରେ ଅଷ୍ଟ୍ରେଲିଆ ଅଲ୍ ଆଉଟ୍

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ପର୍ଥରେ ଖେଳା ଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିରେ କମାଲ୍ କରିଛନ୍ତି ବୋଲର୍। ପ୍ରଥମେ ଅଷ୍ଟ୍ରେଲିଆ ବୋଲରଙ୍କ ପରେ ଭାରତୀୟ ବୋଲର୍ ଦେଖାଇଛନ୍ତି ଯାଦୁ। ୧୦୪ରେ ଘରୋଇ ଦଳକୁ ଅଲ୍ ଆଉଟ୍ କରିଛି ଟିମ୍ ଇଣ୍ଡିଆ। ଗତକାଲି ଆରମ୍ଭ ହୋଇଥିବା ଅଷ୍ଟ୍ରେଲିଆ…

Continue reading
ବାରବାଟୀ ଦିନିକିଆ ପାଇଁ କମିଲା ଟିକେଟ ଦର

ଭୁବନେଶ୍ୱର: ରାଜ୍ୟବ୍ୟାପୀ କ୍ରିକେଟ୍ ଦର୍ଶକ ଏବଂ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପରେ ଶେଷରେ ହ୍ରାସ ପାଇଲା ବାରବାଟୀ ଟିକେଟ ଦର। ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଟିକେଟ ଦର ହ୍ରାସ ପାଇଛି। ସର୍ବନିମ୍ନ ୧୦୦…

Continue reading
ଟେଷ୍ଟ ମ୍ୟାଚ୍ ଖେଲିବେନି ରୋହିତ ଶର୍ମା , ଯଶପ୍ରୀତ ବୁମରା ନେବେ ନେତୃତ୍ୱ

ପର୍ଥରେ ଆରମ୍ଭ ହେବାକୁ ଥିବା ଟେଷ୍ଟ ମ୍ୟାଚରୁ ବାଦ୍ ପଡ଼ିପାରନ୍ତି ଅଧିନାୟକ ରୋହିତ ଶର୍ମା। ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ମ୍ୟାଚରେ ରୋହିତ ଶର୍ମା ଦଳରେ ରହିବେ ନାହିଁ। ଏନେଇ ବିଶେଷ ସୂତ୍ରରୁ ପ୍ରକାଶ ପାଇଛି। ସୂତ୍ରରୁ ପ୍ରକାଶ ରିପୋର୍ଟ…

Continue reading