କଳିଙ୍ଗ ଷ୍ଟାଡିୟମରେ ମ୍ୟାଚ୍ ଦେଖିଲେ ମୁଖ୍ୟମନ୍ତ୍ରୀ
କଟକ: କଳିଙ୍ଗ ଷ୍ଟାଡ଼ିୟମରେ ରବିବାର ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ)-୨୦୨୪-୨୫ର ଓଡ଼ିଶା ଏଫ୍ସି ଓ ମୋହନ ବାଗାନ ସୁପରଜାଏଣ୍ଟ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ୧-୧ ଗୋଲ୍ରେ ଶେଷ ହୋଇଛି। ମ୍ୟାଚ ଗୋଲଶୂନ୍ୟ ରହିବାରୁ ଦୁଇ ଦଳ ୧ ପଏଣ୍ଟ ଲେଖାଏଁ ପାଇଛନ୍ତି।…










