ବେଙ୍ଗାଲୁରୁ ବଦଳରେ ଅହମ୍ମଦାବାଦରେ ଆଇପିଏଲ୍ ଫାଇନାଲ
ନୂଆଦିଲ୍ଲୀ: ଆଇପିଏଲ-୧୯ର ପ୍ଲେଅଫ କାର୍ଯ୍ୟସୂଚୀ ବୁଧବାର ଘୋଷଣା କରାଯାଇଛି। ମେ’ ୨୬ରୁ ୩୧ ପର୍ଯ୍ୟନ୍ତ ପ୍ଲେଅଫ୍ ଖେଳାଯିବ। ପୂର୍ବରୁ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମ୍ରେ ଫାଇନାଲ ଖେଳାଯିବାର ଥିଲା। ଏଥିର କିନ୍ତୁ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଘୋଷିତ ପ୍ଲେଅଫ କାର୍ଯ୍ୟସୂଚୀରୁ ଏମ୍ ଚିନ୍ନାସ୍ବାମୀ…










