କବାଡି ପ୍ରିମିୟର ଲିଗ୍ର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର:ସମ୍ବଲପୁରର ଟାଉନ୍ ହଲ୍ ପଡ଼ିଆ ଠାରେ ଆୟୋଜିତ “ସ୍ୱର୍ଗତ ସୁରେଶ ସେଠ୍ ମେମୋରିଆଲ୍ ସମ୍ବଲପୁର କବାଡି ପ୍ରିମିୟର ଲିଗ୍ (ସିଜନ୍-୩)”ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଏହି କାର୍ୟ୍ୟକ୍ରମରେ ଯୋଗ…














