ଗୋଷ୍ଠୀ ସଙ୍ଘର୍ଷରୁ ବୋମା ମାଡ଼, ୭ ଗୁରୁତର

ତିହିଡ଼ି: ତିହିଡ଼ି ଥାନାର କାଁପଡ଼ା ଗାଁରେ ଗୋଷ୍ଠୀ ସଙ୍ଘର୍ଷକୁ ନେଇ ବୋମା ମାଡ଼ । ବୋମା ମାଡ଼ରେ ଗୁରୁତର ହୋଇଛନ୍ତି ୭ ଜଣ । ଦୁଇ ରାଜନୈତିକ ଦଳ ବିବାଦରୁ ହାତ ତିଆରି ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି ।…

Continue reading
କଟକରେ ଡବଲ ଏନକାଉଣ୍ଟର

କଟକ: କଟକ କମିସରେଟ୍‌ ପୋଲିସ ଏନ୍‌କାଉଣ୍ଟର କରିଛି । ବୁଧବାର ବିଳମ୍ବିତ ରାତିରେ ଚୌଦ୍ୱାର ଥାନା ଅଞ୍ଚଳରେ ଦୁଇଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼ କରିଛି ପୁଲିସ । ପୋଲିସ ଗୁଳିରେ ଆହତ ଅଭିଯୁକ୍ତ ଦ୍ୱୟ ହେଲେ କଟାସ ଓରଫ ସଂଗ୍ରାମ ରାଉତ…

Continue reading
୨୨ ମାଓବାଦୀ ଗିରଫ

ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ପୋଲିସକୁ ମିଳିଲା ବଡ ସଫଳତା । ଉସୁର ଥାନା, ଜଙ୍ଗଲା ଥାନା ଓ ନେଲସନାର ଥାନା ଅଞ୍ଚଳରୁ ବିସ୍ଫୋରକ ସାମଗ୍ରୀ ସହ ୨୨ଜଣ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିବାରେ ସଫଳ ହୋଇଛନ୍ତି ସୁରକ୍ଷାକର୍ମୀ…

Continue reading
ଗଛରୁ ପ୍ରେମୀଯୁଗଳଙ୍କ ମୃତଦେହ ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୌଡ଼ପାଟଣା ଗାଁ ନିକଟ ରାସ୍ତାପାର୍ଶ୍ବ ଏକ ଗଛରୁ ଏହି ପ୍ରେମୀଯୁଗଳଙ୍କ ମୃତଦେହ ଜବତ କରିଛି ପୁଲିସ। ଉଭୟେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତଦେହଠାରୁ କିଛି ଦୂରରେ ରାସ୍ତା ଉପରେ ଏକ ସ୍କୁଟି…

Continue reading
ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଜ୍ବାଇଁଙ୍କ ଘରୁ ମିଳିଲା ୨୨ ଲକ୍ଷ ଟଙ୍କା

ଆଠମଲ୍ଲିକ: ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ। ଜୁନାଗଡ଼ ଡାକ୍ତରଖାନାରେ କାମ କରୁଥିବା ତାଙ୍କର ଜ୍ବାଇଁ ଡାକ୍ତର ତପନ ତ୍ରିପାଠୀଙ୍କ ଘରୁ ମିଳିଲା ନଗଦ ୨୨ ଲକ୍ଷ ଟଙ୍କା। ଏଭଳି ଘଟଣା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି…

Continue reading
ରେଳ ଟ୍ରାକ୍‌ରୁ ମୃତଦେହ ଠାବ

କାମାକ୍ଷାନଗର : ଟ୍ରେନ୍‌ ଲାଇନ୍‌ରୁ ମୃତଦେହ ଠାବ । ଢେଙ୍କାନାଳ ଜିଲ୍ଲା ସଦର ଥାନା ଗେଙ୍ଗୁଟିଆ ଗାଁ ନିକଟ ରେଳ ଟ୍ରାକ୍‌ରୁ ମିଳିଛି ମୃତଦେହ । ମୃତକ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନନ୍ତପୁର ସାହିର ରସାନନ୍ଦ ପତି । କାମାକ୍ଷାନଗର…

Continue reading
ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଢେଙ୍କାନାଳ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ(ଏଇଇ) ରାମଚନ୍ଦ୍ର ଶତପଥୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଚଢ଼ାଉ କରାଯାଇଛି। ସରକାରୀ ବାସଭବନ ସହ ପୈତୃକ ଘରେ ଚାଲିଛି ଭିଜିଲାନ୍ସ ଚଢ଼ାଉ ଜାରି ରହିଥିବା ସୂଚନା ମିଳିଛି।ଅନୁଗୁଳ ଜିଲାର…

Continue reading
ଇସ୍କନ ମନ୍ଦିର ପୂଜକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ : କଟକ ବିଡ଼ାନାସୀ ଇସ୍କନ୍ ମନ୍ଦିରରୁ ପୂଜକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ । ଇସ୍କନ୍ କତୃପକ୍ଷ କହିଲେ ଏହା ଆତ୍ମହତ୍ୟା ହୋଇଥାଇ ପାରେ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ…

Continue reading
ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ

ବଲାଙ୍ଗୀର : ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ । ଜଣେ ବ୍ୟବସାୟୀଙ୍କୁ ହାଣି କରାଯାଇଛି ହତ୍ୟା। ଜନଗହଳିପୂର୍ଣ୍ଣ ସ୍ଥାନରେ ଆକ୍ରମଣ କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ମୃତ ବ୍ୟକ୍ତି ମନୋଜ ବୋଲି ଜଣାପଡ଼ିଛି। ତାଙ୍କ ଘର ବିଷ୍ଣୁମୁଣ୍ଡା ଗାଁରେ ବୋଲି ଜଣାପଡିଛି।…

Continue reading
ବାପାକୁ ମାରି ମାଆ ହତ୍ୟାର ପ୍ରତିଶୋଧ ନେଲା ପୁଅ

ରାଉରକେଲା: ମାଆ ହତ୍ୟାର ପ୍ରତିଶୋଧ ନେଇଛି ପୁଅ। ହତ୍ୟାକାରୀ ବାପାକୁ ନିଜେ ହତ୍ୟା କରିଛି। ବାପାକୁ ହତ୍ୟା କରିଥିବା ପୁଅକୁ ପୁଲିସ ଗିରଫ କରିଛି। ବ୍ରାହ୍ମଣୀ ତରଙ୍ଗ ଥାନା ଭାଲୁପାତ୍ର ଅଞ୍ଚଳରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀକୁ ହତ୍ୟା କରିବା ଅଭିଯୋଗରେ…

Continue reading