ବେଆଇନ ଖଣି:ତେଲେନଡିହିରେ ସ୍ଵତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍
ସୁନ୍ଦରଗଡ଼: ବେଆଇନ ଖଣିର ତଦନ୍ତ କରିବା ପାଇଁ ସ୍ଵତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ ଆଜି ସୁନ୍ଦରଗଡର ତେଲେନଡିହିରେ ପହଞ୍ଚିଛି । ଖଣି ନିର୍ଦ୍ଦେଶକ ସ୍ଵତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ ଗଠନ କରି ପଠାଇଥିବାବେଳେ ସୁନ୍ଦରଗଡ ଜିଲ୍ଲାର ଏମସିଏଲ କ୍ଷେତ୍ର ଅଧୀନ ତେଲେନଡିହି, ରତନସରା, ଜାମକାନି,…












