ଶାବଳରେ ପିଟି ପତ୍ନୀଙ୍କୁ ମାରିଲା ସ୍ୱାମୀ
କଟକ: କଟକ ଜିଲ୍ଲା ଚୌଦ୍ବାର ଥାନା ଅନ୍ତର୍ଗତ ଆମ୍ବିଲିଝରିରେ ଶାବଳରେ ପିଟି ପିଟି ୬୨ ବର୍ଷିୟ ପତ୍ନୀଙ୍କୁ ହତ୍ୟା କଲା ୭୨ ବର୍ଷିୟ ସ୍ୱାମୀ । ଘଟଣା ପରେ ୭୨ ବର୍ଷୀୟ ହତ୍ୟାକାରୀ ସୁବର୍ଣ୍ଣ କାଲାକୁ ଗିରଫ କରି ଶାବଳ ଜବତ…
କଟକ: କଟକ ଜିଲ୍ଲା ଚୌଦ୍ବାର ଥାନା ଅନ୍ତର୍ଗତ ଆମ୍ବିଲିଝରିରେ ଶାବଳରେ ପିଟି ପିଟି ୬୨ ବର୍ଷିୟ ପତ୍ନୀଙ୍କୁ ହତ୍ୟା କଲା ୭୨ ବର୍ଷିୟ ସ୍ୱାମୀ । ଘଟଣା ପରେ ୭୨ ବର୍ଷୀୟ ହତ୍ୟାକାରୀ ସୁବର୍ଣ୍ଣ କାଲାକୁ ଗିରଫ କରି ଶାବଳ ଜବତ…
ଭୁବନେଶ୍ୱର:ଗତ ଶୁକ୍ରବାର ପାତ୍ରପଡା ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟଥିଲା। ଯେଉଁଥିରେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଥିଲା। ମୃତ ଯୁବତୀଙ୍କ ମାଆ ଆଜି ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ପୂର୍ବରୁ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯୁବତୀଙ୍କ ନାଁ ରାଜକୁମାରୀ ପ୍ରଧାନ।…
ଭୁବନେଶ୍ବର: ଆପାର୍ଟମେଣ୍ଟ ଲୁଟେରାକୁ ଏନକାଉଣ୍ଟର। ପ୍ରଥମ ଥର ପାଇଁ ରାଜ୍ୟ ବାହାର ଲୁଟେରାକୁ ଏନକାଉଣ୍ଟର କରିଛି କମିଶନରେଟ ପୁଲିସ। ଏନକାଉଣ୍ଟରରେ ଜଣେ ଗୁରୁତର ହୋଇଥିବାବେଳେ ଏହି ଗ୍ୟାଙ୍ଗର ଅନ୍ୟ ୪ ସଦସ୍ୟ ଖସି ଯାଇଥିବା ଜଣା ପଡ଼ିଛି। ଏନକାଉଣ୍ଟରରେ ଗୁରୁତର ହୋଇଛନ୍ତି…
ରେଢ଼ାଖୋଲ: କୁରାଢ଼ିରେ ପୁଅକୁ ହାଣିଲା ବାପା । ରେଢ଼ାଖୋଲ ଥାନା କଦଳୀଗଡ ପଞ୍ଚାୟତ ଅନ୍ତର୍ଗତ ଘୁଙ୍ଗୀନାଳିରେ ଘଟିଛି ଘଟଣା । ପାରିବାରିକ କଳହକୁ ନେଇ ନୃଶଂସ ଭାବେ ପୁଅକୁ ହାଣିଛି ବାପା । ନିଜ ଜନ୍ମ କଲା ପୁଅକୁ ନିର୍ମମ ଭାବେ…
ଯାଜପୁର: ଟ୍ରକ୍ ଧକ୍କାରେ ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ଯାଜପୁର ଜିଲ୍ଲାରେ କାର୍ୟ୍ୟରତ ଡିଏସ୍ପି ଅଛନ୍ତି। ସେ…
ଭୁବନେଶ୍ୱର: ସହଦେବ ନାୟକ ହତ୍ୟାକାଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତ ରମା ନାୟକ ଗିରଫ । ମୁଖ୍ୟ ଅଭିଯୁକ୍ତ ରମା ନାୟକ ଥାନାରେ ଆତ୍ମସମର୍ପଣ କରିଛି । ଆତ୍ମସମର୍ପଣ ପରେ ଗିରଫ କଲା ପୋଲିସ । ଆଜି ଦିନ ୧୧ ରେ ଥାନାରେ…
ଭୁବନେଶ୍ୱର: ମାଟ୍ରିକ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ଘଟଣା । ଘଟଣାରେ ପରେ କଟକ ସାଇବର ଥାନା ପୋଲିସର ବଡ଼ କାର୍ୟ୍ୟାନୁଷ୍ଠାନ । ଜଣେ ଶିକ୍ଷକଙ୍କ ସହ ୫ ଜଣଙ୍କୁ ଗିରଫ କଲା କଟକ ସାଇବର ଥାନା ପୋଲିସ ।…
କଟକ: ବିଦ୍ୟୁତ ଖୁଣ୍ଟରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଟକ ରାଣୀହାଟ ତାଳଦଣ୍ଡା କେନାଲ କୂଳ ରାସ୍ତାରେ ଥିବା ଏକ ବିଦ୍ୟୁତ ଖୁଣ୍ଟରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ…
ଭୁବନେଶ୍ବର: ଶୁକ୍ରବାର ବିଳମ୍ବିତ ରାତ୍ରିରେ ମୋ ବସ୍ ଦୁର୍ଘଟଣା ଏବେ ରାଜଧାନୀ ବାସୀଙ୍କୁ ଆତଙ୍କିତ କରିଛି । ଭୁବନେଶ୍ବର ପାତ୍ରପଡା ନିର୍ମାଣଧିନ ଫୁଟ ଓଭର୍ ବ୍ରିଜ ନିକଟରେ ଘଟିଛି ଭୟଙ୍କର ଦୁର୍ଘଟଣା । ରାସ୍ତା କଡରେ ଅପେକ୍ଷାରତ ଲୋକଙ୍କ ଉପରକୁ ମୋ…
ଭୁବନେଶ୍ୱର: ପାରିବାରିକ କଳହର କରୁଣ ପରିଣତି । ବେକରେ ରଶି ଲଗାଇ ଝୁଲି ପଡ଼ିଲେ ଯୁବକ । ମୃତକ ଏକତାଳୀ ଗ୍ରାମର ଉପେନ୍ଦ୍ର ସାମଲଙ୍କ ପୁଅ ଉମାକାନ୍ତ ବୋଲି ଜଣାପଡ଼ିଛି । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଏକତାଳୀ ଗ୍ରାମରେ…