ଫୁଡ଼ ବ୍ଲଗରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ବର: ଲେଡିଜ ହଷ୍ଟେଲରେ ଫୁଡ଼ ବ୍ଲଗରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଇନ୍ଫୋସିଟି ଥାନା ପଟିଆ ଆଦର୍ଶ ବିହାର ଲେନ ନମ୍ବର ୨ ରୁ ଯୁବତୀଙ୍କ ମୃତଦେହ ମିଳିଥିବା ଜଣାପଡ଼ିଛି। ମୃତକଙ୍କ ନାଁ ସୋନାଲି ସଂଘମିତ୍ରା ପରିଡା। ମୃତ ଯୁବତୀଙ୍କ ବୟସ…

Continue reading
୩ ମହିଳା ନକ୍ସଲ ଗିରଫ

ମାଲକାନଗିରି: ଓଡ଼ିଶା ପୁଲିସକୁ ମିଳିଛି ବଡ଼ ସଫଳତା। ୩ ଦୁର୍ଦ୍ଦାନ୍ତ ମହିଳା ନକ୍ସଲଙ୍କୁ କରିଛି ଗିରଫ। ସେମାନଙ୍କ ମଧ୍ୟରୁ ଜଣେ ଏସିଏମ୍‌ ରାଙ୍କର। ସେହିପରି ଏହି ୩ ଜଣଙ୍କ ମୁଣ୍ଡ ଉପରେ ଥିଲା ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି। ଗୁଇନ୍ଦା…

Continue reading
ଭିଜିଲାନ୍ସ ଚଢାଉ: ଧରାପଡିଲେ ଗ୍ରାମରକ୍ଷୀ

କଳାହାଣ୍ଡି: ଏକ ମାମଲା ରଫାଦଫା ପାଇଁ ୩,୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍‌ । ଧରା ପଡିଲେ ଗ୍ରାମରକ୍ଷୀ ଶ୍ରୀମୁଖ ବାଗ । ହେଲେ ଖସିଗଲେ ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ । କଳାହାଣ୍ଡି…

Continue reading
ଭିଜିଲାନ୍ସ ପଞ୍ଝାରେ ଏଆରଆଇ

ଭୁବନେଶ୍ୱର: ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ ଏଆରଆଇ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ଇଜଓ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ । କୋରାପୁଟ ଓ ଜୟପୁର ସମେତ…

Continue reading
ଗଛରୁ ୨ ଝୁଲନ୍ତା ମୃତଦେହ ଜବତ

ଗଞ୍ଜାମ : ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଅଲାରିଗଡ଼ ନିଷ୍ଟିପୁର ରାସ୍ତା ନିକଟ ଜଙ୍ଗଲର ଏକ ଗଛରୁ ୨ଟି ମୃତଦେହ ଜବତ ହୋଇଛି। ମୃତକ ଦୁଇଜଣଙ୍କ ମଧ୍ୟରେ ଜଣେ ପୁରୁଷ ଓ ଅନ୍ୟ ଜଣେ ମହିଳା ରହିଛନ୍ତି। ସ୍ଥାନୀୟ ଲୋକେ…

Continue reading
ମହିଳା କନଷ୍ଟେବଲଙ୍କୁ ହତ୍ୟା ପରେ ଆତ୍ମହତ୍ୟ ଉଦ୍ୟମ କରି ସ୍ୱାମୀ ଗୁରୁତର

କଟକ: ଲାଲବାଗ ଥାନା ଅନ୍ତର୍ଗତ ସିଦ୍ଧେଶ୍ୱର ସାହିରେ ଆଜି ଏକ ବିଭତ୍ସ ହତ୍ୟାକାଣ୍ଡ ଘଟି ଯାଇଛି । ଜଣେ ମହିଳା କନଷ୍ଟେବଳଙ୍କୁ ବିଭତ୍ସ ଭାବେ ହତ୍ୟାକରି ତାଙ୍କ ସ୍ୱାମୀ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଗୁରୁତର ଭାବେ ଆହତ ହୋଇଛନ୍ତି। ଅପରପକ୍ଷେ…

Continue reading
ବୀଭତ୍ସ: ହାତୁଡ଼ିରେ ପିଟି ସାଙ୍ଗକୁ ହତ୍ୟା କଲା ସାଙ୍ଗ

କେନ୍ଦୁଝର : ସାଙ୍ଗକୁ ହତ୍ୟା କଲା ସାଙ୍ଗ। କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ୬ ନଂ ୱାର୍ଡର ପାଚୁହାଟିଂରେ ଘଟିଛି ଏଭଳି ଅଭାବନୀୟ ଘଟଣା। ସାଙ୍ଗ ଭାଗବତି ବେଶ୍ରାଙ୍କ ମୁଣ୍ଡକୁ ହାତୁଡ଼ିରେ ପିଟି ହତ୍ୟା କରିଛି ଅଭିଯୁକ୍ତ ଦୁର୍ଗା ନାୟକ। ଆଉ…

Continue reading
୫ ଲକ୍ଷ ଟଙ୍କା ସହ ୩୦୦ ଗ୍ରାମ ସୁନା ଗହଣା ଲୁଟି ନେଲେ ଦୁର୍ବୃତ୍ତ

ଭୋଗରାଇ: ଗହଣା ଦୋକାନ ଭିତରେ ପଶି ୫ ଲକ୍ଷ ନଗଦ ଟଙ୍କା ସହ ୩୦୦ ଗ୍ରାମ ସୁନା ଗହଣା ଲୁଟି ନେଲେ ଦୁର୍ବୃତ୍ତ । ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର କମର୍ଦ୍ଦା ଥାନା ଅନ୍ତର୍ଗତ କମର୍ଦ୍ଦା ବଜାରରେ ଥିବା ମାଳତୀ ଜୁଏଲର୍ସରୁ…

Continue reading
ବିନୋଦ କୁମାରଙ୍କୁ ୩ବର୍ଷ ଜେଲ ଦଣ୍ଡାଦେଶ

ଭୁବନେଶ୍ୱର: ଓଡ଼ିଶା ଗୃହନିର୍ମାଣ ଉନ୍ନୟନ ନିଗମ(ଓଆରଏଚଡିସି) ଦୁର୍ନୀତି ମାମଲାରେ ରିଟାର୍ଡ ଆଇଏଏସ୍ ଅଫିସର ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ଲେଖାଏଁ ସଶ୍ରମ ଜେଲ ଦଣ୍ଡାଦେଶ ହୋଇଛି। ୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ପୂର୍ବରୁ ଚାକିରିରୁ…

Continue reading
ଲୁଟ୍‌ ପରେ ବ୍ୟାଙ୍କରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ବାଲିଖଣ୍ଡ ବଜାରରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଲୁଟ୍‌ ପରେ ବ୍ୟାଙ୍କରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଗତକାଲି ରାତିରେ ଲୁଟେରାମାନେ ଗ୍ରୀଲ କାଟି ବ୍ୟାଙ୍କ…

Continue reading