ପ୍ରେମିକାର ଅନ୍ତରଙ୍ଗ ଭିଡିଓ କରି ବ୍ଲାକମେଲ କରୁଥିଲା ପ୍ରେମିକ; ଶେଷରେ କ’ଣ ହେଲା ଜାଣନ୍ତୁ….
ବାଙ୍ଗାଲୁରୁ : ପ୍ରେମରେ ଫସାଇ ବ୍ଲାକମେଲ କରି ପ୍ରେମିକାକୁ ପୁଳା ପୁଳା ଟଙ୍କା ମାଗୁଥିଲା ପ୍ରେମିକ । ଏଭଳି ଏକ ଘଟଣା ଘଟିଛି ବେଙ୍ଗଲୁରୁରେ । ପ୍ରେମିକ ଜଣଙ୍କ ଏକ ଧନୀ ଯୁବତୀଙ୍କୁ ବିବାହ କରିବ କହି ନିଜ ପ୍ରେମରେ ଫସାଇ…
ଛାତ୍ରୀଙ୍କୁ ଗୁଳିକରି ହତ୍ୟା, ଅନର କିଲିଂ ସନ୍ଦେହ
ଉତ୍ତରପ୍ରଦେଶର କାନପୁରରେ ଜଣେ କଲେଜ ଛାତ୍ରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ହତ୍ୟା କାଣ୍ଡ ଛାତ୍ରୀଙ୍କ ଘରେ ଘଟିଥିବାରୁ ଏହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହା ଏକ ଅନର କିଲିଂ(ସମ୍ମାନ ପାଇଁ ହତ୍ୟା) ବୋଲି ସନ୍ଦେହ କରାଯାଉଛି। ମୃତ ଛାତ୍ରୀଙ୍କ…
ପଥର ଛେଚି ଯୁବକଙ୍କୁ ହତ୍ୟା
ପୁରୀ : ପୁରୀରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଥିବାର ଖବର ମିଳିଛି। ଶ୍ରୀସେତୁ ତଳେ ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ପଥର ଛେଚି ହତ୍ୟା କରାଯାଇଛି। ମୃତକ ପୁରୀ ସଦର ଥାନା ଅନ୍ତର୍ଗତ ଖଣ୍ଡିଆବନ୍ଧ ଗାଁର ସୁଦର୍ଶନ ସାହୁ। ତାଙ୍କ ବୟସ…
ଯନ୍ତ୍ରୀଙ୍କ ୧୮ ପ୍ଲଟ
ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ବିପୁର ସମ୍ପତ୍ତି ଠାବ କରାଯାଇଛି । ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ୨ଟି ବହୁତଳ କୋଠା ଠାବ କରାଯାଇଛି । ଭୁବନେଶ୍ୱରରେ ୬ଟି ପ୍ଲଟ ସମେତ ମୋଟ ୧୮ଟି…
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଜୟପୁର :ଭିଜିଲାନ୍ସ ଜାଲରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବିଶ୍ୱନାଥଙ୍କ ଜୟପୁର, ଗଞ୍ଜାମ ଓ ଭୁବନେଶ୍ୱରରେ ଥିବା…
ଦୋଷୀ ସାବ୍ୟସ୍ତ ପରେ କୋର୍ଟରୁ ଚମ୍ପଟ ମାରିଲେ ୨ ଲୁଟେରା
ନବରଙ୍ଗପୁର: ଏଟିଏମ୍ ଲୁଟ୍ ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ କୋର୍ଟ ରୁମ୍ରୁ ଚମ୍ପଟ ମାରିଲେ ଦୁଇ ରାଜ୍ୟ ବାହାର ଲୁଟେରା। ଆଜି ଅପରାହ୍ନରେ ଏପରି ଘଟଣା ନବରଙ୍ଗପୁର ଜିଲ୍ଲା ସଦର ମହକୁମାରେ ଘଟିଛି। ୨୦୨୪ ମସିହା ଜାନୁଆରୀ ୩୧ ତାରିଖରେ ନବରଙ୍ଗପୁର…
ଏମ୍କେସିଜିରେ ପୁଣି ଜୁନିୟର୍ଙ୍କୁ ରାଗିଂ
ବ୍ରହ୍ମପୁର: ଏମ୍କେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେରେ ପୁଣି ରାଗିଂ ଅଭିଯୋଗ । ଏମ୍ବିବିଏସ୍ ସିନିୟର ପିଲାମାନେ ଜୁନିୟରଙ୍କୁ ରାଗିଂ କରିଥିବା ନ୍ୟାସନାଲ ମେଡିକାଲ କାଉନ୍ସିଲ୍ ଆଣ୍ଟି ରାଗିଂ ସେଲ୍କୁ ଇ-ମେଲରେ ଅଭିଯୋଗ କରିଛନ୍ତି ବିଦ୍ୟାର୍ଥୀ । ଆଣ୍ଟି ରାଗିଂ ସେଲ୍…
ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଗୋବରାବେଡା ଗାଁରେ ଶୋଇବା ଘରୁ ଉଦ୍ଧାର ହେଲା ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ । ଯୁବକଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ମୃତକ ଦେବ ପ୍ରସାଦ ନାଏକ ବୋଲି ଜଣା ପଡ଼ିଛି…
ଖଣି ଅଧିକାରୀଙ୍କୁ ପିଟିଲେ ବାଲି ମାଫିଆ
କେନ୍ଦୁଝର :କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଖଣି ଅଧିକାରୀଙ୍କ ସହ ଅନ୍ୟ କର୍ମଚାରୀଙ୍କୁ ପିଟିଲେ ବାଲି ମାଫିଆ। ବାଲି ମାଫିଆଙ୍କ ଆକ୍ରମଣରେ ଖଣି ଅଧିକାରୀ ଗୁରୁତର ଆହତ ହୋଇଛନ୍ତି। ଖଣି ଅଧିକାରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରତ୍ୟେକ…
ପ୍ରଧାନଶିକ୍ଷକଙ୍କୁ ୪ ବର୍ଷ ଜେଲ୍
ବାଲିଗୁଡ଼ା : କନ୍ଧମାଳ ଜିଲା ଫୁଲବାଣୀ ଭିଜିଲାନ୍ସ ଜଜ୍ ଏକ ଦୁର୍ନୀତି ଓ ଅର୍ଥ ଆତ୍ମସାତ ମାମଲାର ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଡୁକୁଲାମିଲା ନୂତନ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିଭୂନନ୍ଦନ କେଶରୀ ନାୟକଙ୍କୁ ୪ ବର୍ଷ…