ଟଙ୍କଧର କହିଲେ ନବୀନ ଛଦ୍ମବେଶୀ

ମିଶନ ଶକ୍ତି ମହିଳାଙ୍କ ବକେୟା ଦରମାକୁ ନେଇ ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ। ବିରୋଧୀ ବିଜେଡି ସହ ସ୍ୱର ମିଳାଇ କଂଗ୍ରେସ ଆଜି ଗୃହରେ ମିଶନ ଶକ୍ତି ମହିଳାଙ୍କ ବକେୟା ଦରମା ପ୍ରସଙ୍ଗରେ ଆଲୋଚନା ଦାବି କରି ହଟ୍ଟଗୋଳ…

Continue reading
ପ୍ରେମ ହେଉଛି ସବୁ ଦୁଃଖର କାରଣ, କାହିଁକି ଚାଣକ୍ୟ ଏଭଳି କହିଛନ୍ତି

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ଚାଣକ୍ୟ ଏପରି କିଛି କହିଛନ୍ତି, ଯାହା ସାଧାରଣ ଚିନ୍ତାଧାରାରୁ ଅଲଗା ଅଟେ। ଆସନ୍ତୁ ଜାଣିବା…

Continue reading
ଓଜନ କମାଇବାର ଘରୋଇ ଉପଚାର

ଫିଟ୍‌ ଆଣ୍ଡ ଫାଇନ୍‌ ରହିବାକୁ ହେଲେ ଶରୀରର ଓଜନକୁ ନିୟନ୍ତ୍ରଣରେ ରଖିବା ନିହାତି ଜରୁରୀ। ସେଥିପାଇଁ କିଏ କେତେ ଉପାୟ ଆପଣାଇଥାନ୍ତି। କିଛି ଲୋକ ଓଜନ କମାଇବା ପାଇଁ ବିଭିନ୍ନ ପ୍ରକାର ଔଷଧ ସେବନ କରିଥାନ୍ତି ତ ଆଉ କିଛି ଲୋକ…

Continue reading
୨୦୨୫ରେ ଏହି ତିନି ରାଶିଙ୍କର ଭାଗ୍ୟ ବଦଳିବ!

ନୂତନ ବର୍ଷ ୨୦୨୫ ଆରମ୍ଭ ହେବାକୁ ଯାଉଛି। ଏହି ବର୍ଷ କିଛି ରାଶିର ବ୍ୟକ୍ତିଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବାକୁ ଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ୨୦୨୫ ବର୍ଷ ଆରମ୍ଭରେ ଅନେକ ବଡ ଗ୍ରହ ଗମନାଗମନ କରିବାକୁ ଯାଉଛନ୍ତି, ଯାହା ସମସ୍ତ…

Continue reading
ସମ୍ବିଧାନ ବିତର୍କରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଗୋଟିଏ ବିତର୍କ ଲୋକସଭାରେ ହେବ। ଆସନ୍ତା ୧୩ ଓ ୧୪ ଦୁଇ ଦିନ ଧରି ବିଭିନ୍ନ ଦଳର ସଦସ୍ୟ ସମ୍ବିଧାନ ଉପରେ ହେବାକୁ ଥିବା ବିତର୍କରେ ଭାଗ ନେଇ ନିଜର ମତ ରଖିବେ।…

Continue reading
ଋଣ ଦେବା ନାଁରେ ୩୯ହଜାର ଟଙ୍କାର ଦେଶୀ ମାଂସ ଖାଇଦେଲେ sbi ମ୍ୟାନେଜର

ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ(ଏସବିଆଇ)ର ଜଣେ ବ୍ୟାଙ୍କ ମ୍ୟାନେଜରଙ୍କ ଦେଶୀ କୁକୁଡ଼ା ଖାଇବାକୁ ବେଶ ମନ ହେଲା। ସେ ପ୍ରକୃତ ଦେଶୀ କୁକୁଡ଼ା ଖୋଜୁ ଥିବା ବେଳେ ତାଙ୍କୁ ମିଳି ଯାଇଥିଲେ ଜଣେ ଚାଷୀ। ଚାଷୀ ଜଣଙ୍କ ଋଣ ଚାହୁଁଥିବା ବେଳେ…

Continue reading
ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପବ୍ଲିକ ଅଣ୍ଡର ଟେକିଙ୍ଗ କମିଟିର ବଡ଼ ବୈଠକ

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପବ୍ଲିକ୍ ଅଣ୍ଡରଟେକିଂ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଛି। ଦେଶର ଗୁରୁତ୍ୱପୂର୍ଣ୍ଣ କମିଟି ଗୁଡ଼ିକ ମଧ୍ୟରୁ ପବ୍ଲିକ ଅଣ୍ଡରଟେକିଂ କମିଟି ଅନ୍ୟତମ। ସାଂସଦ ବୈଜୟନ୍ତ…

Continue reading
ବିଜେପି ଅଫିସରେ ସୁଜିତ

ଭୁବନେଶ୍ୱର: ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିବେ ସୁଜିତ କୁମାର । ଏନେଇ ସେ ପ୍ରଥମେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିବା ଜଣାଯାଇଛି । ନାମାଙ୍କନ ପୂର୍ବରୁ ସୁଜିତ କୁମାର ରାଜ୍ୟ ବିଜେପି ଅଫିସରେ ରାଜ୍ୟ ସଭାପତିି ମନମୋହନ ସାମଲଙ୍କ ସହ…

Continue reading
ସିଏଜି ରିପୋର୍ଟ ଉପସ୍ଥାପନ ବେଳେ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ

ଭୁବନେଶ୍ବର: ଶୀତକାଳନୀ ଅଧିବେଶନରେ ଶନିବାର ଅପରାହ୍‌ଣରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଯାଇଛି। ସିଏଜି ରିପୋର୍ଟ ଉପସ୍ଥାପନ ବେଳେ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଛନ୍ତି। କଂ‌ଗ୍ରେସର ବିଧାୟକମାନେ ଅଦାନୀ ପ୍ରସଙ୍ଗରେ ନିଜ ଆସନରେ ଠିଆହୋଇ ପୋଷ୍ଟର ଦେଖାଇ ପ୍ରଦର୍ଶନ କରିଛନ୍ତି। ଏହାରି ମଧ୍ୟରେ…

Continue reading
ଶୀତଦିନେ ସୁସ୍ଥ ରହିବାକୁ ଚାହୁଁଥିଲେ ଖାଆନ୍ତୁ ଏସବୁ!

ସାଧାରଣତଃ ଶୀତଦିନେ ପାଳଙ୍ଗ ଶାଗ, ମେଥିଶାଗ, ସୋରିଷ ଶାଗ ଓ ମୂଳା ଶାଗ ଅଧିକ ପରିମାଣରେ ମିଳିଥାଏ। ଏଥିରେ ଭିଟାମିନ୍‌-ଏ, ଭିଟାମିନ୍‌ ‘ସି’, ଭିଟାମିନ୍‌ ‘ଇ’, ଫଲିକ୍‌ ଏସିଡ଼୍‌, ଲୌହ, କ୍ୟାଲ୍‌ସିୟମ୍‌, ପୋଟାସିୟମ୍‌ ଓ ମ୍ୟାଗ୍ନେସିୟମ୍‌ ଇତ୍ୟାଦି ଉପାଦାନ ଭରି ରହିଛି।…

Continue reading