ବର୍ଷାରେ ଭୁଶୁଡ଼ିଲା ମାଟି କାନ୍ଥ, ଆଈ ଓ ନାତି ମୃତ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ନେତୁଆ ପଞ୍ଚାୟତ ଅନ୍ତର୍ଗତ କପାସୁଦା ଗାଁରେ ଅଘଟଣ । ରାତିରେ ଘରେ ଶୋଇଥିବା ସମୟରେ ଘରର ମାଟି କାନ୍ଥ ଭୁଶୁଡ଼ି ପଡ଼ିଛି । କାନ୍ଥ ଭଗ୍ନାବଶେଷ ତଳେ ତାପି ହୋଇ ଆଈ ଓ ନାତିଙ୍କ…

Continue reading
ଉତ୍ତର ଓଡ଼ିଶାରେ ବନ୍ୟା; 2.37 ଲକ୍ଷ ଲୋକ ସ୍ଥାନାନ୍ତର, 4 ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ବର: ଓଡ଼ିଶା ପୁଣି ବନ୍ୟା ବିପଦର ସମ୍ମୁଖୀନ ହେଉଛି । ରାଜ୍ୟର ଉତ୍ତର ଭାଗରେ ପ୍ରବଳ ବର୍ଷା ହେବା ସହ ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ବନ୍ୟା ପରିସ୍ଥିତି ଆହୁରି ଖରାପ ହେବା ପରେ, ରାଜ୍ୟ…

Continue reading
ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଏବଂ ଯାଜପୁର ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ଭୂମିଗତ ସ୍ଥିତିର ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀ ମାଝୀ ପ୍ରଭାବିତ ପରିବାରମାନଙ୍କ ସହିତ ଆଲୋଚନା କରିବେ, ରିଲିଫ୍ ଶିବିରଗୁଡ଼ିକର କାର୍ଯ୍ୟକାରିତା ସମୀକ୍ଷା…

Continue reading
ବିଦାୟ ନେଲେ ଖୁରାନିଆ, କାର୍ଯ୍ୟକାରୀ ଡିଜି ଦାୟିତ୍ୱ ନେଲେ ବିନୟତୋଷ

କଟକ: ଦୁଇବର୍ଷରୁ ଅଧିକ ସମୟ ଧରି ପୋଲିସ ମହାନିର୍ଦ୍ଦେଶକ ଭାବରେ ଦାୟିତ୍ୱ ଗ୍ରହଣ କରିଥିବା ବରିଷ୍ଠ ଆଇପିଏସ ଅଫିସର ଓ୍ୱାଇବି ଖୁରାନିଆ ଆଜି କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି । ୩୬ ବର୍ଷର ଆଇପିଏସ୍ କ୍ୟାରିୟର ପରେ ରାଜ୍ୟ ପୋଲିସ ମୁଖିଆ…

Continue reading
ଦାଦନ ମୃତକଙ୍କ ପରିବାର ପାଖରେ ‘ସ୍ୱାକ୍‌’,ଅସହାୟ ପରିବାରକୁ ରାସନ, ପୋଷାକ ଓ ସହାୟତା ପ୍ରଦାନ

ଘୁ.ଉଦୟଗିରି: ସ୍ୱାଧୀନତା ଦିବସ ଅବସରରେ ମାନବିକତାର ଏକ ନିଆରା ଉଦାହରଣ ସୃଷ୍ଟି କରିଛି ‘ସୋସିଆଲ୍ ୱର୍କର୍ସ ଅଫ୍ କନ୍ଧମାଳ’ (ସ୍ୱାକ୍‌)। କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ସମୟରେ ଗତ ୯ ଅଗଷ୍ଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଟିକାବାଲି ବ୍ଲକ…

Continue reading
ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

Continue reading
ଓସିଏସ ପରୀକ୍ଷା ନିୟମରେ ବଡ଼ ପରିବର୍ତ୍ତନ

ଏଣିକି ଓଡ଼ିଶା ସିଭିଲ୍ ସର୍ଭିସେସ୍-OCS ପରୀକ୍ଷାରେ ଆଉ ରହିବନି ୬ଟି ସୁଯୋଗ। ଆଶାୟୀମାନେ ସେମାନଙ୍କ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ପରୀକ୍ଷା ଦେଇପାରିବେ। ସାଧାରଣ ବର୍ଗ ପାଇଁ ସର୍ବୋଚ୍ଚ ବୟସସୀମା ୪୨ ବର୍ଷ, ମହିଳା ଓ ସଂରକ୍ଷିତ ବର୍ଗ ପାଇଁ ୪୭ ବର୍ଷ…

Continue reading
ଦବିଲା ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌

ମହାକାଳପଡ଼ା: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି ଏକାବେଳକେ ୩ଟି ବଡ଼ ଟ୍ରକ୍‌ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି।ମିଳିଥିବା ସୂଚନା ଅନୁସାରେ, ଜାତୀୟ ରାଜପଥର ପାର୍ଶ୍ୱ ଦେଇ…

Continue reading
ସର୍କିଟ ହାଉସରୁ ବନ୍ଧୁକ ଜବତ, ୨ଗିରଫ

ରାଉରକେଲା: ପାନପୋଷ ସର୍କିଟ ହାଉସରୁ ରଘୁନାଥପାଲି ପୁଲିସ ବନ୍ଧୁକ ଜବତ କରିଛିl ଏହି ଘଟଣାରେ ପୁଲିସ ଦୁଇ ଯୁବକଙ୍କୁ ଗିରଫ କରିଛି l ଜଣେ ରାଉରକେଲା ପ୍ଲାଣ୍ଟସାଇଟ ଅଞ୍ଚଳର ଓ ଅନ୍ୟ ଜଣେ ବ୍ରହ୍ମପୁରର l ସହର ଜଣେ ଯୁବ ବିଜେପି…

Continue reading
ଆର ଆଇଙ୍କୁ ହାଣିଦେଲେ ଦୁର୍ବୃତ୍ତ

ପିପିଲି: ପିପିଲି ବ୍ଲକ୍ ମାଟିଆପଡ଼ା ରାଜସ୍ବନିରୀକ୍ଷକ (RI) ଆଶୁତୋଷ ସାହୁଙ୍କୁ ଦୁର୍ବୃତ୍ତମାନେ ବିଳମ୍ବିତ ରାତିରେ ହାଣି ଦେଇଛନ୍ତି।ସୂଚନା ଅନୁସାରେ, ଶନିବାର ବିଳମ୍ବିତ ରାତିରେ ଆର ଆଇ ଆଶୁତୋଷ ସାହୁ ଘରକୁ ଫେରୁଥିବା ବେଳେ ଏଭଳି ଘଟଣା ଘଟିଛି। ପିପିଲି ଆଠବାଟିଆ ଠାରେ…

Continue reading