ସନ୍ଦେହଜନକ ଅବସ୍ଥାରେ ମାଈ ହାତୀର ମୃତ୍ୟୁ

କେନ୍ଦୁଝର : କେନ୍ଦୁଝର ସୀମାନ୍ତ ଝାଡ଼ଖଣ୍ଡ ଅଞ୍ଚଳରେ ସନ୍ଦେହଜନକ ଅବସ୍ଥାରେ ଏକ ମାଈ ହାତୀର ମୃତ୍ୟୁକୁ ନେଇ ଚର୍ଚ୍ଚା ଦେଖାଦେଇଛି। ଝାଡ଼ଖଣ୍ଡର ଜଗନ୍ନାଥପୁର ଥାନା ଅନ୍ତର୍ଗତ ଭନଗାଁ ଅଞ୍ଚଳରେ ହାତୀଟି ମୃତ ଅବସ୍ଥାରେ ପଡ଼ିଥିବା ସୂଚନା ମିଳିଛି। ହାତୀର ମୃତ୍ୟୁ ଖବର…

Continue reading
ଭୁବନେଶ୍ୱରରେ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା, ଡିସିପିଙ୍କୁ ଭେଟି ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି

ଭୁବନେଶ୍ୱର: ଭୁବନେଶ୍ୱରରେ ଜଣେ ଯୁବତୀଙ୍କୁ ତାଙ୍କ ଭଡ଼ାଘରେ ଜଣେ ମୁଖାପିନ୍ଧା ବ୍ୟକ୍ତି ପଶି ବନ୍ଧୁକ ଦେଖାଇ ଧମକ ଦେବା ସହ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ବିଜେଡିର ଏକ ପ୍ରତିନିଧିମଣ୍ଡଳୀ ପୀଡ଼ିତାଙ୍କ ଘରକୁ ଯାଇ ଘଟଣା ସମ୍ପର୍କରେ…

Continue reading
ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ହାଇକୋର୍ଟ ମାମଲା ପ୍ରତ୍ୟାହାର ପାଇଁ ପିତାଙ୍କ ଆବେଦନ

ଭୁବନେଶ୍ୱର: ବାଲିଅନ୍ତା ଥାନା ଅଞ୍ଚଳରେ ଜିଆରପି କନଷ୍ଟେବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କ ମୃତ୍ୟୁ ଘଟଣାରେ ନୂଆ ମୋଡ଼ ଆସିଛି । ସୌମ୍ୟରଞ୍ଜନଙ୍କ ପିତା ଦୁଃଶାସନ ସ୍ୱାଇଁ ହାଇକୋର୍ଟରେ ପୂର୍ବରୁ ହୋଇଥିବା ମାମଲାକୁ ପ୍ରତ୍ୟାହାର କରିବା ପାଇଁ ଆବେଦନ କରିଛନ୍ତି । ଏହି ମାମଲା…

Continue reading
ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ର ଅସୁସ୍ଥ

ଭୁବନେଶ୍ୱର: ବିଶିଷ୍ଟ ଚିକିତ୍ସକ ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ର ଅସୁସ୍ଥ । କିଛିଦିନ ତଳେ ସେ ମସ୍ତିଷ୍କ ଯନ୍ତ୍ରଣାରେ ଅସୁସ୍ଥ ହୋଇ ସମ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ । ଅଧିକ ଉନ୍ନତ ଚିକିତ୍ସା ଲାଗି ତାଙ୍କୁ ନୂଆଦିଲ୍ଲୀ ଏମ୍‌ସକୁ…

Continue reading
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଆଜି ଦେଶ ପାଳୁଛି ୧୫୭ତମ ଗାନ୍ଧୀ ଜୟନ୍ତୀ। ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ ଅବସରରେ ବିଧାନସଭା ପରିସରରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପମୁଖ୍ୟମନ୍ତ୍ରୀ,ମନ୍ତ୍ରୀ , ବିଧାୟକ ଓ ଅନ୍ୟାନ୍ୟ ଅତିଥି…

Continue reading
୪ ତାରିଖରୁ ବଢିବ ଓମଫେଡ୍ କ୍ଷୀର ଦର

ଈୁବନେଶ୍ୱର : ପାର୍ବଣ ପୂର୍ବରୁ ପୁଣି ଗ୍ରାହକଙ୍କୁ ମହଙ୍ଗାମାଡ। ପକେଟରେ ପଡ଼ିବ ପ୍ରଭାବ। ଗତକାଲି ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପାଇଥିବା ବେଳେ ଏବେ ବଢିଲା ଓମଫେଡ୍ କ୍ଷୀର ଦର। ଆସନ୍ତା ୪ ତାରିଖରୁ ଓମଫେଡ୍ କ୍ଷୀର ଦର ବୃଦ୍ଧି…

Continue reading
ପୁଣି ଲଘୁଚାପ; ଦଶହରାରେ ଭିଜିବ ଓଡି଼ଶା!

ଭୁବନେଶ୍ବର: ଅକ୍ଟୋବର ଦ୍ବିତୀୟ ସପ୍ତାହରେ ଆଣ୍ଡାମାନସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ପାଣିପାଗ ବିଭାଗ ବିସ୍ତାରିତ ରିପୋର୍ଟରେ ଦର୍ଶାଯାଇଛି ଯେ ଅକ୍ଟୋବର ୧୨ରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ…

Continue reading
ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ଵ ନେବାକୁ ଓଡ଼ିଶା ପ୍ରସ୍ତୁତ: ଉପମୁଖ୍ୟମନ୍ତ୍ରୀ

ଅକ୍ଟୋବର ୩ ରୁ ୫ ତାରିଖ ଯାଏଁ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬ ଭୁବନେଶ୍ଵର,: ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଗୁରୁବାର ଦିନ ଆନୁଷ୍ଠାନିକ ଭାବେ ଓଡ଼ିଶା ଟ୍ରାଭେଲ ବଜାର (ଓଟିବି) ୨୦୨୬ ର ସପ୍ତମ…

Continue reading
ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ)  ଗୁରବୀର ସିଂଙ୍କ ଅବସର ଗ୍ରହଣ

ଭୁବନେଶ୍ୱର: ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁରବୀର ସିଂ ସେପ୍ଟେମ୍ବର ୩୦ ତାରିଖରେ ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି  l  ଏହି ଅବସରରେ ଗତକାଲି ବିଭାଗର ବିଭିନ୍ନ ବରିଷ୍ଠ ଅଧିକାରୀ  ଏବଂ କର୍ମଚାରୀବୃନ୍ଦ ଶ୍ରୀଯୁକ୍ତ ସିଂ…

Continue reading
ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’

ଭୁବନେଶ୍ୱର : ମୁମ୍ବାଇରେ ଆୟୋଜିତ FICCI FRAMES 2026ରେ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’ ସ୍ଥାପନ କରାଯାଇଥିଲା। ୨୯ ଓ ୩୦ ସେପ୍ଟେମ୍ବରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମହିଳା ଉଦ୍ୟୋଗୀମାନଙ୍କ ଦ୍ୱାରା ପ୍ରସ୍ତୁତ…

Continue reading