ରାଜ୍ୟରେ ସ୍ବାଭାବିକଠାରୁ ୩୦% ଅଧିକ ବର୍ଷା

ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବରେ ସମଗ୍ର ଦେଶରେ ନିଅଣ୍ଟିଆ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଥିଲେ। ଅନୁରୂପ ଭାବେ ଓଡ଼ିଶାରେ ମଧ୍ୟ ନିଅଣ୍ଟିଆ ବର୍ଷା ହେବ ବୋଲି ଆକଳନ କରାଯାଇଥିଲା। କିନ୍ତୁ, ଚଳିତବର୍ଷ ପ୍ରଶାନ୍ତ ମହାସାଗରରେ ଏଲ୍‌-ନିନୋ ପ୍ରଭାବ ସତ୍ତ୍ବେ…

Continue reading
ବର୍ଷା ଏବଂ ବନ୍ୟା: ୮ ଜିଲାର ୭୪,୭୮୬ ପ୍ରଭାବିତ

ଭୁବନେଶ୍ୱର : ଲଗାଣ ବର୍ଷା ଏବଂ ବନ୍ୟାରେ ୮ ଜିଲାର ୭୪,୭୮୬ ଲୋକ ପ୍ରଭାବିତ ହୋଇଛନ୍ତି। ବାଲେଶ୍ୱର, ନବରଙ୍ଗପୁର, ଯାଜପୁର, ଭଦ୍ରକ, ସମ୍ବଲପୁର, ବରଗଡ଼, କନ୍ଧମାଳ ଏବଂ ଜଗତସିଂହପୁର ଜିଲାର ବାସିନ୍ଦା ପ୍ରଭାବିତ ହୋଇଛନ୍ତି। ସମ୍ପୃକ୍ତ ଜିଲା ପ୍ରଶାସନଗୁଡ଼ିକ ପରିସ୍ଥିତି ଉପରେ…

Continue reading
ବାହୁଡ଼ିବ ମୌସୁମି

ଭୁବନେଶ୍ବର : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦୁର୍ବଳ ରହିଛି। ସେପ୍ଟେମ୍ବର ୩୦ରେ ମୌସୁମି ଋତୁ ଶେଷ ହେଉଥିବା ବେଳେ ଅକ୍ଟୋବର ପ୍ରଥମ ସପ୍ତାହ ଶେଷ ସୁଦ୍ଧା କିମ୍ବା ଦ୍ବିତୀୟ ସପ୍ତାହ ପ୍ରାରମ୍ଭରୁ ଓଡ଼ିଶାରୁ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ କରିବା ନିମନ୍ତେ…

Continue reading
ଆଜି ‘ଓଡ଼ିଶା ବନ୍ଦ’

ଭୁବନେଶ୍ବର : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ଛାପା ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବିରେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବନିର୍ମାଣ ଯୁବ ଛାତ୍ର ସଙ୍ଗଠନ। ସକାଳ ୬ଟାରୁ ସନ୍ଧ୍ୟା ୬ଟା…

Continue reading
ବାଇକ ଶୋ-ରୁମରେ ଭୟାବହ ଅଗ୍ନିକାଣ୍ଡ

ବାଲେଶ୍ୱର: ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଶୋ-ରୁମ ଭିତରେ ଥିବା ୫୦ରୁ ଅଧିକ ନୂଆ ବାଇକ ସମେତ…

Continue reading
ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର

ପୁରୀ: ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ ପାଇଁ ଗୁଣ୍ଡିଚା ମନ୍ଦିର ଖୋଲାଯାଇଛି। ପ୍ରଥମେ ଶ୍ରଦ୍ଧାଳୁଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…

Continue reading
ସ୍ଥଗିତ ହୋଇନି OSSTET, ଆସନ୍ତାକାଲି ହେବ ପରୀକ୍ଷା

ସ୍ଥଗିତ ହୋଇନି OSSTET, ଆସନ୍ତାକାଲି ହିଁ ପରୀକ୍ଷା ହେବ । କାଲି OSSTET ହେବା ନେଇ ସ୍ପଷ୍ଟ କଲେ ବୋର୍ଡ ସଭାପତି । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ କାଲି OSSTET ପରୀକ୍ଷା ହେବ । କୌଣସି ପରୀକ୍ଷାର୍ଥୀ ଗୁଜବରେ ବିଶ୍ବାସ…

Continue reading
ମୁକୁଳା ଡ୍ରେନରେ ପଡ଼ି ଯୁବକ ମୃତ

ଭଦ୍ରକ : ମୁକୁଳା ଡ୍ରେନ୍ ନେଲା ଜୀବନ। କେନାଲରେ ପଡ଼ି ଯୁବକ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ସହରାଞ୍ଚଳ ବାଇପାସ୍ ସ୍ଥିତ ସାଳନ୍ଦୀ କେନାଲ ଡିଭିଜନ ଅଫିସ ପରିସରରେ । ସୂଚନାଅନୁସାରେ,ସଜନା ଗଛରୁ ଶାଗ ତୋଳିବା ବେଳେ…

Continue reading
ସହକାରୀ ଯନ୍ତ୍ରୀଙ୍କ ଘରୁ ୫ ଲକ୍ଷ ୧୫ ହଜାର ୨୦୦ ଟଙ୍କା ଜବତ

ଯାଜପୁର: ଆକ୍ସନ ମୁଡରେ ଭିଜିଲାନ୍ସ ବିଭାଗ । ଲାଞ୍ଚ ନେବା ଅଭିଯୋଗରେ ଚଢ଼ାଉ । ଜାଲରେ ପଡ଼ିଲେ ବଡ଼ଚଣା ବ୍ଲକର ସହକାରୀ ଯନ୍ତ୍ରୀ । ବନ୍ଦିତା ଦାଶଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍। ଜଗତପୁର ସ୍ଥିତ ବାସଭବନରୁ ୫ ଲକ୍ଷ…

Continue reading
ଏକ ସୁ-ପୋଷିତ ଓଡିଶା ପାଇଁ ସରକାର ପ୍ରତିବଦ୍ଧ : ମୁଖ୍ୟମନ୍ତ୍ରୀ

-ରାଜ୍ୟସ୍ତରୀୟ ‘ଆଙ୍ଗନ୍ କା ଉତ୍ସବ’ ଓ ୯ମ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଉତ୍ସବ -ପିଲାମାନଙ୍କ ସହିତ କଥା ହେଲେ, ସ୍କୁଲ କିଟ୍ ପିନ୍ଧାଇଦେଲେ, ଖାଦ୍ୟ ପରଷିଲେ ମୁଖ୍ୟମନ୍ତ୍ରୀ -ରାଜ୍ୟରେ ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସର ଶ୍ରେୟ ଅଙ୍ଗନବାଡ଼ି ଓ…

Continue reading