ଜିଲ୍ଲାସ୍ତରୀୟ ହିନ୍ଦୀ ଦିବସ ସମାରୋହ
ଦେବଗଡ଼:ଦେବଗଡ ଜିଲ୍ଲା ରେଙ୍ଗାଲବେଡା ସ୍ଥିତ ପିଏମଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଆଜି ଜିଲ୍ଲାସ୍ତରୀୟ ହିନ୍ଦୀ ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ରଶ୍ମିନ କୁମାର ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦରା କୁଜୁର ମୁଖ୍ୟଅତିଥି, ହିନ୍ଦୀ ଅଧ୍ୟାପକ ବସନ୍ତ…
















