ତୃତୀୟ ଦିନ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ନାରାବାଜି: ଅପରାହ୍ନ ୪ ଟା ଯାଏ ଗୃହ ମୁତଲବୀ

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନ । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ନାରାବାଜି । ଏମ୍ଏମ୍‌ଡିଆର୍ ପ୍ରସଙ୍ଗରେ ଗୃହ ମଧ୍ୟରେ ବିରୋଧୀଙ୍କ ହୋହଲ୍ଲା । ବାଚସ୍ପତିଙ୍କ ପୋଡିୟମ ତଳେ ବିରୋଧୀ ଉଭୟ ବିଜେଡି ଓ କଂଗ୍ରେସ ବିଧାୟକମାନଙ୍କ ନାରାବାଜି ।…

Continue reading
୪ ଜିଲାକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ବର : ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ୨୨ରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। କୋରାପୁଟରେ ୮୨.୨ ମି.ମି ରେକର୍ଡ ହୋଇଥିବା ବେଳେ ଭୁବନେଶ୍ବରରେ ୪୯.୭ ମି.ମି. ଛତ୍ରପୁରରେ ୪୩.୮ମିମି, ପାରଳାଖେମୁଣ୍ଡିରେ ୫୮ମିମି, କେନ୍ଦ୍ରାପଡ଼ାରେ ୪୨ ମି.ମି. ବର୍ଷା…

Continue reading
ଆଜି ରାତିରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ

ଭୁବନେଶ୍ବର: ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବୁଧବାର ରାତିରେ ଗଭୀର ଅବପାତ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁବାକୁ ଥିବା ବେଳେ ଏହାର ସର୍ବାଧିକ ପ୍ରଭାବ ଦକ୍ଷିଣ ଓଡ଼ିଶାରେ ପଡ଼ିବ। ଏହାର…

Continue reading
୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ଓଡ଼ିଶାର ଦକ୍ଷିଣ…

Continue reading
ଟ୍ରକ୍ ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ

କେନ୍ଦୁଝର: କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଧୃପଦା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍‌କୁ ପଛପଟୁ ଦ୍ରୁତଗାମୀ ଟ୍ରକ୍‌ ଧକ୍କା ଦେବାରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି ।ସୂଚନା ଅନୁସାରେ, ଉଭୟେ ବାଇକ୍‌ରେ ସ୍କୁଲ ଯାଉଥିବା ବେଳେ ପଛପଟୁ ଆସିଥିବା ଏକ…

Continue reading
ଆଜି ୬ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

ଆଜି ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି । ଏଥିପାଇଁ ଆଜି ସକାଳୁ ସ୍ୱତନ୍ତ୍ର ନୀତିକାନ୍ତୀ ଆରମ୍ଭ ହୋଇଛି । ମଧ୍ୟାହ୍ନ ଧୂପ ବଢିବା ପରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ପୂଜା ଵିଧି…

Continue reading
ଆଜି ସୁପ୍ରିମକୋର୍ଟରେ ପୁଣି ଡିଜିପି ମାମଲାର ଶୁଣାଣି

ଓଡ଼ିଶା DGP ନିଯୁକ୍ତି ମାମଲାରେ ଆଜି ପୁଣି ସୁପ୍ରିମକୋର୍ଟରେ ଶୁଣାଣି। ଗତକାଲି ଶୁଣାଣିରେ ବରିଷ୍ଠ IPS ଅଧିକାରୀ ସୁଶାନ୍ତ କୁମାର ନାଥଙ୍କୁ ନିଯୁକ୍ତି ପ୍ରକ୍ରିୟାରୁ ବାଦ ଦେବା ଏବଂ ତାଙ୍କ ଇଣ୍ଟିଗ୍ରିଟି ସାର୍ଟିଫିକେଟ୍କୁ ନେଇ ମୁଖ୍ୟ ପ୍ରଶ୍ନ ଉଠିଥିଲା।ଏହା ସହିତ ସଂଜୀବ…

Continue reading
ବ୍ୟାଙ୍କ ସଟର କାଟି ଲୁଟ୍ ଉଦ୍ୟମ

ବ୍ୟାଙ୍କ ସଟର କାଟିଲେ ଦୁର୍ବୃତ୍ତ। ବାଲେଶ୍ୱର ବସ୍ତା ଥାନା ଅନ୍ତର୍ଗତ ଶ୍ରୀରାମପୁର ସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖାରେ ବିଳମ୍ବିତ ରାତିରେ ଦୁର୍ବୃତ୍ତ ଲୁଟ୍ ଉଦ୍ୟମ କରିଛନ୍ତି। ବ୍ୟାଙ୍କର ସଟର କାଟି ଭିତରକୁ ପଶି ଲୁଟ୍ ଉଦ୍ୟମ କରିଥିବା ଜଣାପଡ଼ିଛି। ସକାଳେ ସ୍ଥାନୀୟ…

Continue reading
ସିମିଳିଗୁଡାରେ ୨୩୦.୨ ମିମି ରେକର୍ଡ

କୋରାପୁଟ: କୋରାପୁଟରେ ଛେଚୁଛି ବର୍ଷା । ସିମିଳିଗୁଡାରେ ସର୍ବାଧିକ ୨୩୦.୨ ମିଲିମିଟର ବର୍ଷା । ଗତ ୨୪ ଘଣ୍ଟାରେ ସବୁଠାରୁ ଅଧିକ ବର୍ଷା କୋରାପୁଟ ଜିଲ୍ଲାରେ ହୋଇଛି। ଜୟପୁର ବ୍ଲକରେ ୧୬୧ ଦଶମିକ ୬ ମିଲିମିଟର, ବୋରିଗୁମ୍ମା ବ୍ଲକରେ ୧୩୮ ଦଶମିକ…

Continue reading
ପାଖେଇ ଆସୁଛି ଗଭୀର ଅବପାତ:କଳିଙ୍ଗପାଟନମରୁ ୬୦ କିମି ଦୂରରେ

ବଢିଲାଣି ଭୟ, ରାତିକୁ ଆସୁଛି ବିପଦ। ସମୁଦ୍ରରେ ପାଖେଇ ଆସୁଛି ଗଭୀର ଅବପାତ। କମୁଛି ଗତି, ସମୁଦ୍ରରେ ଗୋଟାଉଛି ଶକ୍ତି । ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ସ୍ଥଳଭାଗ ଆଡ଼କୁ ଆସୁଛି ଗଭୀର ଅବପାତ। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗଲା…

Continue reading