ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସେବା ସଂକଳ୍ପ ଅଭିଯାନ,ସମାଜସେବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ
ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ‘ସେବା ସଂକଳ୍ପ ଅଭିଯାନ-୨୦୨୬’ କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଛି। ସେବା ମନୋଭାବ, ସାମାଜିକ ଦାୟିତ୍ୱ ଓ ଜନକଲ୍ୟାଣମୂଳକ କାର୍ଯ୍ୟ ପ୍ରତି ଯୁବପିଢ଼ିଙ୍କୁ ସଚେତନ କରିବା ସହ…
















