ତେଲେଙ୍ଗାନାରେ ଫସିରହିଛନ୍ତି ୯ ଓଡ଼ିଆ ଦାଦନ ଶ୍ରମିକ

ପୁଣି ସାମ୍ନାକୁ ଆସିଲା ଦାଦନ ଦୁଃଖର ସାଂଘାତିକ ଚିତ୍ର l ତେଲେଙ୍ଗାନାରେ ଫସି ରହିଛନ୍ତି ୯ ଓଡ଼ିଆ ଦାଦନ ଶ୍ରମିକ l ଖାଇବାକୁ ରାସନ ନାହିଁ କି ପାଖରେ ଟଙ୍କା ମଧ୍ୟ ନାହିଁ । ଫଳରେ ଭୋକ ଉପାସରେ ପଡି ରହିଛନ୍ତି…

Continue reading
କାଲି ଲଘୁଚାପ, ଆଜିଠୁ ବର୍ଷା ସମ୍ଭାବନା

କାଲି ସୃଷ୍ଟି ହେବ ଲଘୁଚାପ। ଉତ୍ତର ଥାଇଲାଣ୍ଡ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ କାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୧ କିମ୍ବା ୨୨ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ…

Continue reading
ବାପ-ପୁଅଙ୍କୁ ହତ୍ୟା ମାମଲା , ୧୨ ଦୋଷୀଙ୍କୁ ଆଜୀବନ

ପାରଳାଖେମୁଣ୍ଡି: ଗୁଣିଗାରେଡ଼ିସନ୍ଦେହରେ ବାପ-ପୁଅଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଘଟଣାରେ ୧୨ ଜଣଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ପାରଳାଖେମୁଣ୍ଡି ଅତିରିକ୍ତ ଦୌରାଜଜ୍‌ ହରପ୍ରସାଦ ପଟ୍ଟନାୟକ। ଏଥିସହ ପ୍ରତ୍ୟେକ ଦୋଷୀଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା ଏବଂ ଜରିମାନା ଅନାଦାୟ ହେଲେ ଅତିରିକ୍ତ…

Continue reading
ହାତୀ ଦାନ୍ତ ଜବତ, ସମ୍ପୃକ୍ତ ମାଫିଆ ଗିରଫ

ଛେଣ୍ଡିପଦା: ଛେଣ୍ଡିପଦା ଥାନା ଦେବଗଡ଼ ଛକରୁ ପୁଲିସ ଅଢେଇ କେଜି ଓଜନର ହାତୀଦାନ୍ତ ଜବତ କରି ସମ୍ପୃକ୍ତ ମାଫିଆକୁ ଗିରଫ କରିଛି। ପୁଲିସ ସୂତ୍ରରୁ ପ୍ରକାଶ ଗତକାଲି ସନ୍ଧ୍ୟା ସମୟରେ ପେଟ୍ରୋଲିଂ କରୁଥିବା ବେଳେ ପୁଲିସ ଦେବଗଡ଼ ଛକରୁ ଅଢେଇ କେଜି…

Continue reading
ସେମିକନ ଇଣ୍ଡିଆ ଓ ଅର୍ଥମନ୍ତ୍ରୀଙ୍କ ବୈଠକ: ଆଜି ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦିଲ୍ଲୀରେ ଚାଲିଥିବା ସେମିକନ-ଇଣ୍ଡିଆ ୨୦୨୬ ରେ ଆଜି ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁରୁବାର ରାତିରୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଥିଲେ।ଗୁରୁବାରଠୁ ଦିଲ୍ଲୀରେ ସେମିକନ-ଇଣ୍ଡିଆ ୨୦୨୬ ଆରମ୍ଭ ହୋଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ…

Continue reading
ବିଭାଗୀୟ ଯୋଜନା ଓ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଆଜି ଜିଲ୍ଲାପାଳମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳମାନଙ୍କ ସହିତ ବୈଠକରେ ବିଭିନ୍ନ ବିଭାଗୀୟ ଯୋଜନା ଓ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା କରିଛନ୍ତି…

Continue reading
ସରକାରୀ କର୍ମଚାରୀଙ୍କ ଦରମାରୁ କଟିବ ଆଲିମୋନି, SOP ଜାରି କଲା ଅର୍ଥ ବିଭାଗ

ଭୁବନେଶ୍ବର: କ୍ଷମତାପ୍ରାପ୍ତ ଅଦାଲତଙ୍କ ଆଦେଶ ଅନୁଯାୟୀ ଭରଣପୋଷଣ ଓ ଆଲିମୋନି ପ୍ରଦାନରେ ଏଣିକି ଆଉ ହେବ ନାହିଁ ବିଳମ୍ବ । କୋର୍ଟଙ୍କ ଆଦେଶ ସତ୍ତ୍ୱେ ନିର୍ଦ୍ଧାରିତ ରାଶି ପ୍ରଦାନ କରୁନଥିବା ସରକାରୀ କର୍ମଚାରୀଙ୍କ ଦରମାରୁ ଉକ୍ତ ରାଶି କାଟି ହିତାଧିକାରୀଙ୍କୁ ସିଧାସଳଖ…

Continue reading
ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

ଭୁବନେଶ୍ୱର: ଭୁବନେଶ୍ୱର ଡିସିପି ଭାବେ କାର୍ଯ୍ୟ କରୁଥିବା ୨୦୧୩ ବ୍ୟାଚର ଆଇପିଏସ୍ ଅଫିସର ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି । କେନ୍ଦ୍ର ସରକାର ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି । ପୂର୍ବରୁ ରାଜ୍ୟ ସରକାର ଜଗମୋହନଙ୍କ ଇସ୍ତଫା ପତ୍ର ଗ୍ରହଣ…

Continue reading
ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର: ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର ଥିଲା। କିଛି ଜରୁରୀ ବିଷୟ ଉପରେ ଶୁଣାଣି ରହିବାରୁ ଡିଜିପି ଚୟନ ବାବଦ ମାମଲାର…

Continue reading
ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚିଥିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର…

Continue reading