ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ସମ୍ବଲପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତ ଅବସରରେ ଜିଲ୍ଲାବାସୀଙ୍କୁ ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମ୍ବଲପୁର ଏବଂ ସମଗ୍ର ପଶ୍ଚିମ ଓଡ଼ିଶାର…
















