ବିଦେଶୀ ବନ୍ୟପ୍ରାଣୀଙ୍କ ଅବୈଧ ଚାଲଣ ପାଇଁ ଓଡ଼ିଶାକୁ ଟ୍ରାଞ୍ଜିଟ୍ ପଥ ହେବାକୁ ଦିଆଯିବ ନାହିଁ- ମୁଖ୍ୟମନ୍ତ୍ରୀ
ଦୁବାଇ/ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ପାଞ୍ଚଟି ଶିଶୁ ଓରାଙ୍ଗଉଟାନ ଉଦ୍ଧାର ହେବା ଘଟଣାରେ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଏହା ସହିତ, ଏହି ପ୍ରାଣୀମାନେ କେଉଁ ପରିସ୍ଥିତିରେ ଓଡ଼ିଶାରେ ପହଞ୍ଚିଲେ, ସେ ସମ୍ପର୍କରେ ସବିଶେଷ ତଦନ୍ତ କରିବାକୁ ସମ୍ପୃକ୍ତ…
















