୩୬ ଘଣ୍ଟା ପରେ ମିଳିଲା ଅଟୋଚାଳକଙ୍କ ମୃତଦେହ

ବାଲିଅନ୍ତା: ବାଲିଅନ୍ତା କୁଆଖାଇ ନଦୀରେ ଅଟୋ ଚାଳକ ସଞ୍ଜୟ ସ୍ୱାଇଁ ନିଖୋଜ ଘଟଣାର ୩୬ ଘଣ୍ଟା ପରେ ତାଙ୍କ ମୃତଦେହ ଉଦ୍ଧାର ଉଦ୍ଧାର ହୋଇଛି l ବାଲିଅନ୍ତା ଅଗ୍ନିଶମ ବାହିନୀ ଦୀର୍ଘ ୩୬ ଘଣ୍ଟା କାଳ ସର୍ଚ୍ଚ ଅପରେସନ କରି ଶବ…

Continue reading
ଓରାଙ୍ଗଉଟାନଙ୍କ ପାଇଁ ସେଣ୍ଟ୍ରାଲ ଜୁ ଅଥରିଟିକୁ ଚିଠି

ନନ୍ଦନକାନନରେ ରହିବେ କି ଓରାଙ୍ଗଉଟାନ ? ଏ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ନନ୍ଦନକାନନରେ ଯତ୍ନର ସହ ଓରାଙ୍ଗଉଟାନଙ୍କୁ ରଖାଯାଇଛି ବୋଲି କହିଛନ୍ତି ମନ୍ତ୍ରୀ। ନନ୍ଦନକାନନରେ ସ୍ଥାୟୀ ଭାବେ ରଖିବାକୁ ସେଣ୍ଟ୍ରାଲ…

Continue reading
ଘରୋଇ କଲେଜରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ: କଟକରେ ଜଣେ ଘରୋଇ କଲେଜ ଛାତ୍ରଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ସିଡିଏ ଅଞ୍ଚଳରେ ଥିବା ଏକ ଘରୋଇ କଲେଜରୁ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଥିବା ଜଣାପଡ଼ିଛି। ଗତକାଲି ରାତିରେ ଏହି ଦୁଃଖଦ ଘଟଣା ଘଟିଥିବା ସୂଚନା…

Continue reading
ମହିଳାଙ୍କୁ ଦଷ୍କର୍ମ, ଘର ମାଲିକ ଗିରଫ

ଚନ୍ଦ୍ରଶେଖରପୁର: ରାଜଧାନୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ରୋଷେଇ କରିବାକୁ ଆସୁଥିବା ଜଣେ ମହିଳାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ଘର ମାଲିକକୁ ଗିରଫ କରିଛି ଚନ୍ଦ୍ରଶେଖରପୁର ଥାନା ପୁଲିସ । ସେ ହେଲେ ରଞ୍ଜନ କୁମାର ମହାରଣା । ଘର…

Continue reading
ଖୁବଶୀଘ୍ର ରାଜ୍ୟରେ ଗଡ଼ିବ କ୍ୟାନ୍ସର କେୟାର ଭ୍ୟାନ୍

ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟରେ ଗଡ଼ିବ କ୍ୟାନ୍ସର କେୟାର ଭ୍ୟାନ୍ । ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କ୍ୟାନ୍ସର କେୟାର କ୍ଷେତ୍ରରେ ଓଡ଼ିଶାକୁ ଏକ ମଡେଲ୍ ରାଜ୍ୟରେ ପରିଣତ କରିବା ଲକ୍ଷ୍ୟ ରହିଥିବା ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ…

Continue reading
୨୦୩୬ ସୁଦ୍ଧା ସ୍ୱାସ୍ଥ୍ୟକ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନର ଲକ୍ଷ୍ୟ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ସ୍ୱାସ୍ଥ୍ୟ ସୂଚକାଙ୍କରେ ଆହୁରି ଉନ୍ନତି ଆଣିବା ପାଇଁ ତୃଣମୂଳସ୍ତରରେ ଜାତୀୟ ସ୍ୱାସ୍ଥ୍ୟ ମିଶନ (NHM)ର ବିଭିନ୍ନ ଯୋଜନାକୁ ଅଧିକ ଫଳପ୍ରଦ ଓ ଲକ୍ଷ୍ୟଭିତ୍ତିକ ଭାବେ କାର୍ଯ୍ୟକାରୀ କରିବା ଉପରେ ଜୋର ଦିଆଯାଇଛି । ୨୦୨୬-୨୭ ବର୍ଷର କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

Continue reading
ନନ୍ଦନକାନନରେ ୫ ଓରାଙ୍ଗଉଟାନ, STFର ତଦନ୍ତ ଆରମ୍ଭ

ଭୁବନେଶ୍ବର: ବାଲେଶ୍ୱର ଭୋଗରାଇରୁ ଉଦ୍ଧାର ପରେ ଭୁବନେଶ୍ୱରରେ ପହଞ୍ଚିଥିବା ୫ ଓରାଙ୍ଗଉଟାନଙ୍କୁ ନେଇ ନନ୍ଦନକାନନରେ ଆରମ୍ଭ ହୋଇଛି ସ୍ୱତନ୍ତ୍ର ଯତ୍ନ ଓ ନିରୀକ୍ଷଣ । ଭେଟେରିନାରୀ ହସ୍ପିଟାଲର କ୍ୱାରେଣ୍ଟାଇନ୍ ରୁମ୍‌ରେ ସେମାନଙ୍କୁ ରଖାଯାଇଛି। ପ୍ରାଥମିକ ସ୍ୱାସ୍ଥ୍ୟ ପରୀକ୍ଷା ପରେ ସମସ୍ତେ ଏବେ…

Continue reading
ବଳ ଗୋଟାଉଛି ଘୂର୍ଣ୍ଣିବଳୟ, ଆସନ୍ତାକାଲି ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ଆଜିଠାରୁ ରାଜ୍ୟରେ ବଢିବ ବର୍ଷାର ପ୍ରକୋପ । ଦାଉ ସାଧିବ ଭୀଷଣ ବର୍ଷା । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି । ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା…

Continue reading
ଆତ୍ମସୁରକ୍ଷା ତାଲିମ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଦିବସ

ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନାରୀ ସଶକ୍ତିକରଣ ଓ ସଚେତନତା କାର୍ଯ୍ୟକ୍ରମ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଙ୍କ ନିମନ୍ତେ ଆତ୍ମସୁରକ୍ଷା ତାଲିମ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଦିବସ ପାଳିତ ହୋଇଯାଇଛି। ନାରୀମାନଙ୍କୁ ନିଜ ସୁରକ୍ଷା ପ୍ରତି ସଚେତନ କରିବା…

Continue reading
ଆସୁଛି ପୁଣି ଲଘୁଚାପ

ଭୁବନେଶ୍ୱର:ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବୁଧବାରଠାରୁ ବର୍ଷାର ପରିମାଣ ବଢ଼ିବା ସହିତ ୧୨…

Continue reading