ପୁଣି ଆସୁଛି ଲଘୁଚାପ!
ଭୁବନେଶ୍ୱର:ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ…
ଭୁବନେଶ୍ୱର:ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ…
ରାଇକିଆ: ଗାନ୍ଧୀ ଜୟନ୍ତୀ ଅବସରରେ କନ୍ଧମାଳ ପାଷ୍ଟର ଆସୋସିଏସନ ଟ୍ରଷ୍ଟ, ରାଇକିଆ ପକ୍ଷରୁ ରାଇକିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ରୋଗୀମାନଙ୍କୁ ଭେଟିବା ସହ ଫଳ ଓ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ।ବିଶେଷକରି ମା’ ଗୃହରେ ରହୁଥିବା ମହିଳାମାନେ ଏବଂ ପ୍ରସୂତି…
ସ୍ୱତନ୍ତ୍ର ଗ୍ରାମସଭାରେ ସ୍ୱଚ୍ଛତା, ଜନସହଭାଗିତା ଓ ଗ୍ରାମର ସାମଗ୍ରିକ ବିକାଶ ନେଇ ଆଲୋଚନା ରାଇକିଆ: କନ୍ଧମାଳ ଜିଲା ରାଇକିଆ ପଞ୍ଚାୟତ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଶୁକ୍ରବାର ପାଳିତ ହୋଇଯାଇଛି।…
ନିମାପଡା : ନିମାପଡାରେ ବିଜେଡ଼ିର ଜନସଂପର୍କ ଅଭିଯାନ ପଦଯାତ୍ରା ଆରମ୍ଭ ହୋଇଛି। ଆସନ୍ତା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଏହି ପଦଯାତ୍ରା ଚାଲିବ । ବିଜେଡି ବ୍ଲକ ସଭାପତି ଭାଗ୍ୟଧର ଖଟୋଇଙ୍କ ନେତୃତ୍ୱରେ ଆଜି ନିମାପଡାରେ ଜନ ସଂପର୍କ ଅଭିଯାନ ପଦଯାତ୍ରା…
ଦେବଗଡ଼: ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଆଜି ଠାରୁ ବିଜେଡିର ଜନସଂପର୍କ ପଦଯାତ୍ରା ଆରମ୍ଭ କରାଯାଇଛି।ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କ ଆହ୍ୱାନ କ୍ରମେ ହୀରାଲାଲ ସାହୁଙ୍କ ନେତୃତ୍ୱରେ ବାରକୋଟ ବ୍ଲକ କଣ୍ଢଳ କଲେଜ ଛକରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଥିଲା।ଏହାପରେ ପଦଯାତ୍ରାରେ…
ଦେବଗଡ଼:ସ୍ଥାନୀୟ ସଂସ୍କୃତି ଭବନରେ ଆଜି ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି।କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି,ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ପ୍ରଶାନ୍ତ ବେହେରା,ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ,ବରିଷ୍ଠ ନାଗରିକ ସୁଧୀର କପରଦାର ସମ୍ମାନିତ ଅତିଥି…
ଦେବଗଡ଼:ଗାନ୍ଧୀ ଜୟନ୍ତୀ ଏବଂ ସେବା ସଂକଳ୍ପ ଅଭିଯାନ ଅବସରରେ ଆଜି ବିଜେପି ନଗର ମଣ୍ଡଳ ପକ୍ଷରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଛି। ନଗର ମଣ୍ଡଳ ସଭାପତି ରାଜେନ୍ଦ୍ର ଆଚାର୍ଯ୍ୟଙ୍କ ନେତୃତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ବିଜେପି…
ଭୁବନେଶ୍ୱର,: ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ଭୁବନେଶ୍ୱରରେ ପୃଥକ ପୃଥକ କାର୍ଯ୍ୟକ୍ରମରେ ଦେଶର ଦୁଇ ମହାନ ଜାତୀୟ ନେତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା ।…
ଭୁବନେଶ୍ୱର,: ଗାନ୍ଧୀ ଜୟନ୍ତୀ ଅବସରରେ ଓଡ଼ିଶା ନିର୍ମାଣ ନିଗମ ଲିମିଟେଡ୍ (ଓସିସିଏଲ୍) ପକ୍ଷରୁ ଆଜି ଭୁବନେଶ୍ୱରସ୍ଥିତ ଏକାମ୍ର କାନନଠାରେ ‘Walk for a Better Tomorrow’ ବାର୍ତ୍ତାକୁ ନେଇ ୱାକାଥନ୍ ଆୟୋଜିତ ହୋଇଥିଲା। ଏହି ପଦଯାତ୍ରା ମାଧ୍ୟମରେ ସୁସ୍ଥତା, ଶାରୀରିକ ସକ୍ଷମତା,…
ଭୁବନେଶ୍ୱର:ଜଳ ସଂରକ୍ଷଣ, ନିରାପଦ ପାନୀୟ ଜଳର ବ୍ୟବହାର ଏବଂ ଜଳବାହିତ ରୋଗର ପ୍ରତିରୋଧ ସମ୍ପର୍କରେ ଜନସଚେତନତା ସୃଷ୍ଟି ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ‘ସୁଜଳ’ ଅଭିଯାନର ଶୁଭାରମ୍ଭ କରାଯାଇଛି । ଆଜି ଭୁବନେଶ୍ୱରରେ…