ଯୁକ୍ତ ୩ ପାଇଁ ଗାଇଡଲାଇନ ପରିବର୍ତ୍ତନ : ଉଚ୍ଚଶିକ୍ଷା ମନ୍ତ୍ରୀ

ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ। ଆଜି ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା…

Continue reading
ସିମ୍ ବକ୍ସ ମାମଲାରେ ପୁଣି ରିମାଣ୍ଡରେ ଗଲା ରାଜୁ

ଭୁବନେଶ୍ବର: ସିମ୍ ବକ୍ସ ମାମଲାରେ ଅଭିଯୁକ୍ତ ରାଜୁ ମଣ୍ଡଳକୁ କମିସନରେଟ୍ ପୁଲସ୍ ଆଉ ଦୁଇଦିନିଆ ରିମାଣ୍ଡରେ ନେଇଛି। ନିକଟରେ ରାଜୁକୁ ଝାରଖଣ୍ଡର ରାଞ୍ଚିକୁ ନେଇଥିଲା। ଭୁବନେଶ୍ୱର, କଟକ ପରେ ଝାରଖଣ୍ଡରେ ସିମ୍ ବକ୍ସ ରହିଛି ବୋଲି ତଦନ୍ତରୁ ଜଣାପଡ଼ିବା ପରେ ପୁଲିସ…

Continue reading
ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ଅତିପ୍ରବଳ ବର୍ଷା

ଭୁବନେଶ୍ବର : ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର…

Continue reading
OSRTC ସିଏଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ : ଭୁବନେଶ୍ବରର ୬ଟି ସ୍ଥାନରେ ଚଢ଼ାଉ ଚାଲିଛି

ଭୁବନେଶ୍ୱର : ଓଏସ୍‌ଆର୍‌ଟିସି ଚିଫ୍‌ ଆକାଉଣ୍ଟ ଅଫିସର(ସିଏଓ)ଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ସିଏଓ ବିଜୟ ମଙ୍ଗରାଜଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ…

Continue reading
ପୁଣି ଖୋଲିବ ରତ୍ନଭଣ୍ଡାର

ପୁରୀ: ଆଜି ଅର୍ଥାତ୍‌ ଶୁକ୍ରବାର ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ। ଅପରାହ୍ନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେବ। ସ୍ଥାନାନ୍ତର ସରିବା ପର୍ଯ୍ୟନ୍ତ ସାଧାରଣ…

Continue reading
୨୪ ତାରିଖରେ ରାଜ୍ୟରେ ପୁଣିଘୂର୍ଣ୍ଣିବଳୟ, ଆହୁରି ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ବାଲେଶ୍ୱର,ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହି ଘୂର୍ଣ୍ଣିବଳୟ ରହିବ। ଏହା ପ୍ରଭାବରେ ୨୩ରୁ ଉତ୍ତର ଓଡ଼ିଶାରେ ବର୍ଷା ହେବ। ଦିନବେଳା ଖରା ହେଉଥିବାରୁ ଅପରାହ୍ନରେ…

Continue reading
ଏଣିକି ଶ୍ରୀମନ୍ଦିରରେ ମିଳିବ ମାଗଣା ଅବଢ଼ା

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଭକ୍ତମାନେ ପୁରୀ ଧାଇଁ ଆସନ୍ତି। ଶ୍ରୀମନ୍ଦିରରେ କାଳିଆକୁ ଦର୍ଶନ କରିବା ପରେ ଶ୍ରଦ୍ଧାଳୁ ଆନନ୍ଦବଜାରରେ ଅବଢ଼ା କିଣି ଖାଆନ୍ତି। ଏପରି ମାନ୍ୟତା ରହିଛି ଯେ, ଅବଢ଼ା ପ୍ରସାଦ ସେବନ…

Continue reading
ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପେଯ ନଳା ପାଣିରେ ଭାସିଲା

ପୁରୀ, : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଶନିବାର ସକାଳ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପେଯ ନଳା ପାଣି ଭାସିଥିଲା, ଯାହାକୁ ନେଇ ସେବାୟତଙ୍କ ଠାରୁ ଆରମ୍ଭ କରି ଭକ୍ତମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।…

Continue reading
ଆଜି ୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ଅନୁଷ୍ଠିତ ହେବ। ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା…

Continue reading

You Missed