low pressure rain ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ

ଭୁବନେଶ୍ୱର:ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ ବେଳକୁ ଘୂର୍ଣ୍ଣିବଳୟଟି ସମାନ ଅଞ୍ଚଳରେ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି।…

Continue reading
subhadra yojna ସୁଭଦ୍ରା ଯୋଜନା: 1.03 କୋଟିରୁ ଅଧିକ ମହିଳଙ୍କୁ ପଞ୍ଚମ କିସ୍ତି

ଭୁବନେଶ୍ବର: ଆଜି ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କ ଖାତାକୁ ଯିବ ପଞ୍ଚମ କିସ୍ତିର ଟଙ୍କା । ନୟାଗଡ଼ ଜିଲ୍ଲାର ଲାଠିପଡ଼ା ପଡ଼ିଆଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ 1.03 କୋଟିରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ…

Continue reading
ଗୋଳାବନ୍ଧ ବିସ୍ଥାପିତଙ୍କ ପାଇଁ ୭୫.୬୦ କୋଟିର ପ୍ୟାକେଜ୍ ଘୋଷଣା

ଭୁବନେଶ୍ୱର : ଦୀର୍ଘ ବର୍ଷର ଅପେକ୍ଷା ଓ ସଂଘର୍ଷ ପରେ ଗୋଳାବନ୍ଧର ନୋଳିଆ ବିସ୍ଥାପିତ ପରିବାରଙ୍କ ଅପେକ୍ଷାର ଅନ୍ତ ଘଟିଛି। ଗଞ୍ଜାମ ଜିଲ୍ଲା ଗୋଳାବନ୍ଧଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋଳାବନ୍ଧର ୧,୩୭୧ଟି ବିସ୍ଥାପିତ…

Continue reading
ସ୍ତ୍ରୀକୁ ହତ୍ୟା ପରେ ସ୍ବାମୀର ଆତ୍ମହତ୍ୟା

ଭଦ୍ରକ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା । ଭଦ୍ରକ ପୁରୁଣା ବଜାର ଥାନା ନଙ୍ଗା ମହଲାରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଘର ଭିତରୁ ସ୍ବାମୀ ଓ ସ୍ତ୍ରୀଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି। ମୃତକ ହେଲେ…

Continue reading
ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ‌

ଭୁବନେଶ୍ବର : ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ରାଜ୍ୟ ସରକାରଙ୍କ ଦ୍ବାରା ଗୃହୀତ ହୋଇଛି । ଇସ୍ତଫା ପତ୍ର ଗ୍ରହଣ କରି ଗୃହ ମନ୍ତ୍ରଣାଳୟକୁ ପଠାଇଲେ ରାଜ୍ୟ ସରକାର। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ଜୁଲାଇ ମାସରେ ନିଜ…

Continue reading
ନେପାଳ ଜଳ ପ୍ରଳୟରେ ଓଡ଼ିଆ ଯୁବତୀ ନିଖୋଜ

ନେପାଳ ପ୍ରଳୟଙ୍କରୀ ଫ୍ଲାସ୍ ଫ୍ଲଡ୍‌ (ଆକସ୍ମିକ ବନ୍ୟା)ରେ ଜଣେ ଓଡ଼ିଆ ଯୁବତୀ ନିଖୋଜ ଅଛନ୍ତି। ତାଙ୍କ ନାଁ କୁଲସୁମ ନିଗାର। ତାଙ୍କ ଘର ବାରିପଦାରେ। ଏନେଇ ଓଡ଼ିଶା ପରିବାର ନୋଡାଲ ଅଧିକାରୀ ପ୍ରୀତୀଶ ପଣ୍ଡା ସୂଚନା ଦେଇଛନ୍ତି। ଏହା ସହିତ ନେପାଳ…

Continue reading
ରାକ୍ଷୀବନ୍ଧନରେ ଛାତ୍ରଛାତ୍ରୀଙ୍କୁ କ୍ୟାରିୟର କାଉନସେଲିଂର ଗୁରୁମନ୍ତ୍ର

ସଫଳତା ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ସହ ନିୟମିତ ଅଧ୍ୟୟନ ଉପରେ ଗୁରୁତ୍ୱ ରାଇକିଆ: ରାକ୍ଷୀବନ୍ଧନ ଭଳି ଭାଇ-ଭଉଣୀଙ୍କ ସ୍ନେହ, ବିଶ୍ୱାସ ଓ ଦାୟିତ୍ୱର ପବିତ୍ର ପର୍ବ ଅବସରରେ କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ସୁଧାକିରଣ ମହାବିଦ୍ୟାଳୟରେ ଏକ ଅଭିନବ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ…

Continue reading
ଆଇକନିକ୍‌ ଓଏଭିରେ ପଢ଼ିବେ ରାଇକିଆର ୩ ମେଧାବୀ

ରାଇକିଆ: ପ୍ରତିଭାର ସଫଳତାର ଆଉ ଏକ ଅଧ୍ୟାୟ ଯୋଡ଼ିଛି ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟ। ବିଦ୍ୟାଳୟର ୩ଜଣ ମେଧାବୀ ଛାତ୍ର ଭୁବନେଶ୍ୱରସ୍ଥିତ ଆଇକନିକ୍‌ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ମନୋନୀତ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ଏହି କୃତିତ୍ୱ…

Continue reading
MV Ocean Winner ପାରାଦୀପ ଅଣାଯାଉଛି ୨ ଚାଇନିଜ୍ କ୍ରୁ ସଦସ୍ୟ

ମଝି ସମୁଦ୍ରରେ ଜାହାଜ ସହିତ ଘଟିଲା କଣ? କାହିଁକି ବୁଡ଼ିଗଲା MV Ocean Winner? ଖୋଲିବ ଜାହାଜ ବୁଡ଼ି ଗୁମର। ବଙ୍ଗୋପସାଗରରେ MV Ocean Winner ବୁଡ଼ିବା ଘଟଣାରେ ଆସିଛି ବଡ଼ ଖବର। ଜାହାଜରୁ ଉଦ୍ଧାର ହୋଇଥିବା ୨ ଚାଇନିଜ୍ କ୍ରୁ…

Continue reading
cm mohan majhi ଆଜି ଗୋପାଳପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର:ଗୁରୁବାର ଗୋପାଳପୁର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ଗୋପାଳପୁର ଗସ୍ତକୁ ସଫଳ, ସୁରକ୍ଷିତ ଓ ସୁବ୍ୟବସ୍ଥିତ କରିବା ନିମନ୍ତେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହାକୁ ନେଇ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମୁଖ୍ୟମନ୍ତ୍ରୀ…

Continue reading