୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ

ପୁରୀ: ପାଖେଇ ଆସୁଛି ନୂଆବର୍ଷ। ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି। ବର୍ଷର ଶେଷ ଦିନରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ…

Continue reading
କ୍ଷୟକ୍ଷତି ଆବେଦନ ଦିନଟିଏ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଦିନିଆ ବର୍ଷା ପାଇଁ ଚାଷ କ୍ଷୟକ୍ଷତି ଆକଳନ ଅବଧି ବଢ଼ାଇବେ ରାଜ୍ୟ ସରକାର। ସେହିପରି ଆବେଦନ ସମୟ ଆଉ ଦିନେ ବୃଦ୍ଧି ହୋଇଛି। ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସୁଦ୍ଧା ଚାଷୀଙ୍କ କ୍ଷୟକ୍ଷତି ସମ୍ପର୍କରେ…

Continue reading
ନୟାଗଡ ଓ ଗଜପତିରେ ଫସଲ କ୍ଷୟକ୍ଷତି ପରଖିଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼: ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଫସଲ କ୍ଷୟକ୍ଷତି ପରଖିବାକୁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ବିଲକୁ ଓହ୍ଲାଇ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି । ଲଗାଣ ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବାବେଳେ ନୟାଗଡ଼…

Continue reading
କାରାଗାରରୁ ଜଣେ କଏଦୀ ଚମ୍ପଟ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରରୁ ଜଣେ କଏଦୀ ଚମ୍ପଟ ହୋଇଯାଇଛନ୍ତି। ତାଙ୍କ ନାଁ ପରେଶ ମୁଣ୍ଡା। ଏକ ହତ୍ୟା ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇ ୨୦୧୪ରୁ ଆଜୀବନ କାରାଦଣ୍ଡା ଭୋଗୁଥିଲେ। ଗତକାଲି ବଗିଚା କାମରେ ନିୟୋଜିତ ହୋଇଥିବା…

Continue reading
ଓସିଏ ସଭାପତି ପଦରୁ ପ୍ରଣବ ପ୍ରକାଶଙ୍କ ଇସ୍ତଫା

ଭୁବନେଶ୍ୱର: ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ଓରଫ୍‌ ବବି। ବ୍ୟକ୍ତିଗତ କାରଣ ପାଇଁ ସେ ଇସ୍ତଫା ଦେଇଛନ୍ତି। ଆଜି ଏନେଇ ଘୋଷଣା କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା।ଓସିଏ ସମ୍ପାଦକ ସଞ୍ଜୟ ବେହେରା…

Continue reading
ଟ୍ରାଙ୍କୁଲାଇଜ୍‌ ପରେ ଜନ୍ତାରେ ବାଘୁଣୀ ‘ଜିନ୍ନତ’

ଭୁବନେଶ୍ୱର: ଝାରଖଣ୍ଡରୁ ଆସି ପଶ୍ଚିମବଙ୍ଗର ଘଞ୍ଚ ଜଙ୍ଗଲରେ ଘୁରି ବୁଲୁଥିଲା ବାଘୁଣୀ ‘ଜିନ୍ନତ’। ଜମାରୁ ସେ ଶିମିଳିପାଳ ଅଭୟାରଣ୍ୟକୁ ଫେରୁନଥିଲା। ଯାହାକୁ ନେଇ ପଡ଼ିଯାଇଥିଲେ ଶିମିଳିପାଳ ପ୍ରାଣି ଉଦ୍ୟାନ୍‌ କର୍ତ୍ତୃପକ୍ଷ। ଦୀର୍ଘ ସମୟର ଲୁଚକାଳି ପରେ ଆଜି ବାଘୁଣୀ ‘ଜିନ୍ନତ’କୁ ଟ୍ରାଙ୍କୁଲାଇଜ୍‌…

Continue reading
ଦନ୍ତାହାତୀର ମୃତଦେହ ଠାବ

ଅନୁଗୁଳ: ଅନୁଗୁଳ ବନଖଣ୍ଡ ଅନୁଗୋଳ ରେଞ୍ଜ ପୁପୁଣ୍ଡା ନିକଟରେ ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। ମୃତ ହାତୀଟିକୁ ଆନୁମାନିକ ୨୦ବର୍ଷ ହୋଇଥିବା ସୂଚନା ଦେଇଛି ବନବିଭାଗ।ଗତକାଲି ହାତୀଟିକୁ ପୁପୁଣ୍ଡା ଅଞ୍ଚଳରେ ଠାବ କରାଯାଇଥିବା ବେଳେ ଆଜି ସକାଳେ ସେ ମରି…

Continue reading
ନୟାଗଡ଼ରେ ମୋହନ ମାଝୀ

ନୟାଗଡ଼: ନୟାଗଡ଼ରେ ଫସଲ କ୍ଷତି ଅନୁଧ୍ୟାନ କରୁଛନ୍ତି ମୋହନ ମାଝୀ । ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ କରୁଛନ୍ତି । ଦୁଇଦୁଇଟି ଅଦିନିଆ ଲଘୁଚାପ ବର୍ଷା ନୟାଗଡ଼ ଜିଲ୍ଲାରେ ଧାନ ଫସଲକୁ ଉଜାଡ଼ି ଦେଇଛି । ଜିଲ୍ଲାର ୩ଟି ବ୍ଲକ୍…

Continue reading
ବିନ୍ଧିଲା ମହୁମାଛି: ଜେଇ ମୃତ

ରାଇରଙ୍ଗପୁର: ମହୁମାଛି ଆକ୍ରମଣରେ ଜଣେ କନିଷ୍ଠ ଯନ୍ତ୍ରୀ(ଜେଇ)ଙ୍କ ମୃତୁ୍ୟ ହେବା ଭଳି ଏକ ଦୁଃଖଦ ଘଟଣା ସାମନାକୁ ଆସିଛି । ମୃତକ ଜଣକ ହେଲେ ତିରିଂ ବ୍ଲକର କନିଷ୍ଠ ଯନ୍ତ୍ରୀ ବିଶ୍ୱନାଥ ମୁର୍ମୁ । ମହୁଲଡିହାସ୍ଥିତ କ୍ୱାର୍ଟରରେ କନିଷ୍ଠ ଯନ୍ତ୍ରୀ ବିଶ୍ୱନାଥ…

Continue reading
୪ ଡାକ୍ତର ବହିଷ୍କୃତ

ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ପିଜି ହଷ୍ଟେଲରେ ଡାକ୍ତରୀ ଛାତ୍ରଙ୍କୁ ମାଡ଼ ଘଟଣାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହି ଘଟଣାରେ ମୋଟ ୪ ଜଣ ଡାକ୍ତରଙ୍କୁ ବହିଷ୍କୃତ କରାଯାଇଛି । ସେମାନଙ୍କ ମଧ୍ୟରେ ଜଣେ ଚୁକ୍ତିଭିତ୍ତିକ…

Continue reading