ଅଦିନିଆ ବର୍ଷା ଜନିତ ଫସଲ ନଷ୍ଟ; ୩୦ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ

ଭୁବନେଶ୍ୱର: : ଗତ ୨୦ ତାରିଖରୁ ୨୮ ତାରିଖ ମଧ୍ୟରେ ରାଜ୍ୟରେ ହୋଇଥିବା ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ଯେପରି ଜଣେ ବି କ୍ଷତିଗ୍ରସ୍ତ ଚାଷୀ ସହାୟତାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଧ୍ୟାନ ଦେବାକୁ…

Continue reading
ସ୍ଥଗିତ ହେଲା ଶାହଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ରଖାଯାଇଛି । ଆସନ୍ତାକାଲି ଅର୍ଥାତ ଶନିବାର ଅମିତ ଶାହ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା । ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଆସିଥାନ୍ତେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ…

Continue reading
ମନମୋହନ ସିଂହଙ୍କ ପାଇଁ ପଥୋତ୍ସବ ବାତିଲ୍‌

ଭୁବନେଶ୍ୱର: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ବିୟୋଗରେ ସାରା ଦେଶରେ ଶୋକର ଛାୟା ଖେଳି ଯାଇଛି । ଏଥିପାଇଁ ଭୁବନେଶ୍ୱରରେ ବାତିଲ୍‌ ହେଲା ପଥୋତ୍ସବ । ଡିସେମ୍ୱର ୨୯ ତାରିଖରେ ହେବାକୁ ଥିବା ପଥୋତ୍ସବକୁ ମନମୋହନ ସିଂହଙ୍କ ଦେହାନ୍ତ ପାଇଁ…

Continue reading
ଦେଶର ବିକାଶକୁ ତ୍ୱରାନ୍ୱିତ କରିଥିଲେ ମନମୋହନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ ମହାନ୍ ବରପୁତ୍ର ଥିଲେ ।…

Continue reading
ବଢ଼ିବ ବିୟର ଦର

ଭୁବନେଶ୍ୱର: ସେପ୍ଟେମ୍ବର ମାସରେ ବିୟର ବୋତଲ/କେନ୍‌ ପିଛା ୧୦ ଟଙ୍କା ବଢ଼ିଥିଲା । ଜାନୁଆରୀ ମାସରୁ ବିୟର ପିଛା ପୁଣି ୧୦ ଟଙ୍କା ବଢ଼ାଇବେ । ସବୁଠାରୁ ଗୁରୁତର କଥା ହେଉଛି ଡିପୋରେ ଗଚ୍ଛିତ ଥିବା ବିୟର ମାର୍କେଟକୁ ନ ଛାଡ଼ି…

Continue reading
ଆସନ୍ତାକାଲିଠୁ ବର୍ଷା ହେବ

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠୁ ବର୍ଷା ହେବ। ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ୨ ଦିନ ଧରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୋଶାଲ…

Continue reading
ଇଭି ଶୋ’ ରୁମରେ ଭୟାବହ ଅଗ୍ନିକାଣ୍ଡ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ରେଡ୍ଡୀ ଗ୍ୟାରେଜ ଛକ ନିକଟରେ ଥିବା ଇଭି ଶୋ’ ରୁମରେ ଭୟାବହ ଅଗ୍ନିକାଣ୍ଡ। ନିଆଁ ଲାଗି ଜଳିଗଲା ଏକାଧିକ ଗାଡ଼ି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି।…

Continue reading
ଟ୍ରେନରୁ ଖସି ପଡ଼ି ମାଆ ଓ ପୁଅ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ନିକଟସ୍ଥ ଦାଣ୍ଡିମାଳ ଷ୍ଟେସନରେ ଚଳନ୍ତା ଟ୍ରେନରୁ ଖସି ପଡ଼ିଲେ ମାଆ ଓ ୧୨ ବର୍ଷର ପୁଅ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ଦ୍ୱୟ ହେଲ ଭଗବତୀ ଦେହୁରୀ ଓ ତାଙ୍କ ପୁଅ…

Continue reading
ଦୁର୍ବଳ ହେଲା ଲଘୁଚାପ

ଭୁବନେଶ୍ୱର : ଦୁର୍ବଳ ହେଲା ଲଘୁଚାପ । ରାଜ୍ୟରେ କମିବ ବର୍ଷାର ପ୍ରଭାବ । ଗୁରୁବାର ଠାରୁ ପାଗରେ ପରିବର୍ତ୍ତନ ହେବାକୁ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ସାମାନ୍ୟ ପଶ୍ଚିମ ଦିଗକୁ ଗତି କରି…

Continue reading
ଆମେ ହାରିନୁ, ଲୋକଙ୍କ ବିଶ୍ୱାସ ମଧ୍ୟ ହରାଇନୁ: ନବୀନ

ଭୁବନେଶ୍ୱର: ଆଜି ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ । ସାରା ରାଜ୍ୟରେ ବିଜେଡି ନିଜର ପ୍ରତିଷ୍ଠା ଦିବସ ପାଳନ କରୁଛି । ଭୁବନେଶ୍ୱରସ୍ଥ ଶଙ୍ଖଭବନରେ ମଧ୍ୟ ବିଜେଡି ନିଜର ପ୍ରତିଷ୍ଠା ଦିବସ ପାଳନ କରୁଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ…

Continue reading