ଏଥର ହେବ କଲେଜ ନିର୍ବାଚନ

ଭୁବନେଶ୍ୱର: କମ୍ପିବ କଲେଜ୍‌ କ୍ୟାମ୍ପସ୍‌ । ଦୀର୍ଘ ବର୍ଷ ଧରି ବନ୍ଦ ରହିଥିବା ଛାତ୍ର ସଂସଦ ନିର୍ବାଚନ ହେବ । ଏଥିପାଇଁ କଲେଜ କ୍ୟାମ୍ପସ୍‌ ସରଗରମ୍‌ ହେବ । କଲେଜ ନିର୍ବାଚନକୁ ନେଇ ଗୁରୁବାର ଏକ ବଡ଼ ଖବର ସାମନାକୁ ଆସିଛି…

Continue reading
ଜିରୋ ନାଇଟ ସେଲିବ୍ରେସନ ପାଇଁ ଜିରୋ ଟଲୋରାନ୍ସ ନୀତି : ପୁଲିସ କମିଶନର

ଭୁବନେଶ୍ୱର: କମିଶନରେଟ୍‌ ପୁଲିସ୍‌ ଜିରୋ ନାଇଟ ସେଲିବ୍ରେସନ ପାଇଁ ଜିରୋ ଟଲୋରାନ୍ସ ନୀତି ଆପଣାଇଛି । ପୁଲିସ କମିଶନର ଦେବଦତ୍ତ ସିଂ ଆଗୁଆ ଅମାନିଆମାନଙ୍କୁ ଚେତାଇଛନ୍ତି । ଦେବଦତ୍ତ ସିଂ କହିଛନ୍ତି, ମଦୁଆ ଓ ରୋଡ୍‌ ରୋମିଓଙ୍କ ଉପରେ କଡ଼ା ନଜର…

Continue reading
ଜଳିଗଲା ୪ ଏକର ଜମିର ଧାନ ଗଦା

ବଲାଙ୍ଗୀର: ନିଆଁ ଲାଗି ଜଳିଗଲା ଧାନ ଗଦା । ଏହି ଅଗ୍ନିକାଣ୍ଡରେ ହାରାହାରି ୩୦୦ ବସ୍ତା ଧାନ କ୍ଷତି ହୋଇଥିବା ଜଣାପଡ଼ିଛି । ବଲାଙ୍ଗୀର ଜିଲ୍ଲା ପୁଇଁତଲା ବ୍ଲକ ଦୁର୍ଗାପାଲି ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।…

Continue reading
ରାସ୍ତା ତଳକୁ ଖସିଲା ସିମେଣ୍ଟ ଟ୍ରକ୍, ଚାଳକ ମୃତ

ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ । ଟ୍ରକଟି ବିଶାଖାପାଟଣାରୁ ସିମେଣ୍ଟ ନେଇ ସୁନ୍ଦରଗଡ଼ ଅଭିମୁଖେ…

Continue reading
ବର୍ଷାରେ ଫସଲହାନୀ ହୋଇଥିଲେ ଚାଷୀଙ୍କୁ କ୍ଷତିପୂରଣ ମିଳିବ: ମନ୍ତ୍ରୀ

ଭୁବନେଶ୍ବର: ଚଳିତ ମାସ ୧୭ ତାରିଖ ଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ବଡ଼ଧରଣର ବର୍ଷା ହୋଇ ନଥିବା ବେଳେ ହାଲୁକାରୁ ମଧ୍ୟମଧରଣର ବର୍ଷା ଚାଷୀକୁଳଙ୍କୁ କ୍ଷତି ପହଞ୍ଚାଇଛି। ଫସଲ ଅମଳ ସମୟରେ ବର୍ଷା ଜାରି ରହିଥିବାରୁ ଚାଷୀମାନେ ହନ୍ତସନ୍ତ ହେଉଛନ୍ତି।…

Continue reading
ଓଡ଼ିଶା ପାଇଁ ୪୫୫ କୋଟି ଟଙ୍କା ଅନୁଦାନ ଜାରି କଲା କେନ୍ଦ୍ର

ଭୁବନେଶ୍ବର: କେନ୍ଦ୍ର ସରକାର ଓଡ଼ିଶା ଓ ରାଜସ୍ଥାନର ଗ୍ରାମୀଣ ସ୍ଥାନୀୟ ସଂସ୍ଥା ଗୁଡ଼ିକ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷରେ ପଞ୍ଚଦଶ ଅର୍ଥ ଆୟୋଗ (ଏକ୍ସଭି ଏଫସି) ଅନୁଦାନ ରାଶି ପ୍ରଦାନ କରିଛନ୍ତି। ଓଡ଼ିଶାର ଗ୍ରାମୀଣ ସ୍ଥାନୀୟ ସଂସ୍ଥା ଗୁଡ଼ିକ ପାଇଁ ୨୦୨୪-୨୫…

Continue reading
ମହିଳା କନଷ୍ଟେବଲଙ୍କୁ ହତ୍ୟା ପରେ ଆତ୍ମହତ୍ୟ ଉଦ୍ୟମ କରି ସ୍ୱାମୀ ଗୁରୁତର

କଟକ: ଲାଲବାଗ ଥାନା ଅନ୍ତର୍ଗତ ସିଦ୍ଧେଶ୍ୱର ସାହିରେ ଆଜି ଏକ ବିଭତ୍ସ ହତ୍ୟାକାଣ୍ଡ ଘଟି ଯାଇଛି । ଜଣେ ମହିଳା କନଷ୍ଟେବଳଙ୍କୁ ବିଭତ୍ସ ଭାବେ ହତ୍ୟାକରି ତାଙ୍କ ସ୍ୱାମୀ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଗୁରୁତର ଭାବେ ଆହତ ହୋଇଛନ୍ତି। ଅପରପକ୍ଷେ…

Continue reading
୨୭ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା, ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଗତ ମଙ୍ଗଳବାର ଠାରୁ ବର୍ଷା ଲାଗି ରହିଛି। ତେବେ ଆସନ୍ତା ୨୭ ତାରିଖ ସକାଳ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିାଳିଛି। ଅପରପକ୍ଷେ ଆସନ୍ତକାଲି ଉପକୂଳ ଓ ଆଭ୍ୟନ୍ତରୀଣ…

Continue reading
ଜାନୁଆରି ଶେଷ ସୁଦ୍ଧା ୧ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସରେ ‘ସୁଭଦ୍ରା’ ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ। ଆଜି ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଜାନୁଆରି ଶେଷ ସୁଦ୍ଧା ଓଡ଼ିଶାର ୧ କୋଟିରୁ ଅଧିକ ଯୋଗ୍ୟ…

Continue reading
ସମବାୟ ସଂସ୍ଥା ଗୁଡ଼ିକୁ ଗ୍ରାମ୍ୟ ଅର୍ଥନୀତିର ଇଞ୍ଜିନ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ 1542ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି । ଲୋକ ସେବା ଭବନର convention centre ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି…

Continue reading