ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ଭଙ୍ଗାରୁଜା, ୮ ଗିରଫ

ହାଇଦ୍ରାବାଦ ସନ୍ଧ୍ୟା ଥିଏଟରରେ ଦଳାଚକଟା ଘଟଣାରେ ପୁଷ୍ପାରାଜ ଓରଫ୍ ଅଲ୍ଲୁ ଅର୍ଜୁନଙ୍କ ପିଛା ଛାଡ଼ୁନି ବିବାଦ। ଜେଲକୁ ଯାଇ ବେଲରେ ବାହାରକୁ ଆସିବା ପରେ ମଧ୍ୟ ସାଉଥ ସୁପରଷ୍ଟାରଙ୍କୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଏହାରି ଭିତରେ ଆଜି ଓସମାନିଆ ୟୁନିଭର୍ସିଟିର…

Continue reading
ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ

ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍‌କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର ୨ ପାଇଲଟ୍‌, ଜଣେ ଡାକ୍ତର ଏବଂ ଜଣେ କର୍ମଚାରୀ ଅଛନ୍ତି। ହେଲିକପ୍ଟରଟି ଉଡ଼ାଣ ଆରମ୍ଭ…

Continue reading
ଆଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ୍‌: ଅଭିନେତା ଆଲୁ ଅର୍ଜୁନଙ୍କ ହାଇଦ୍ରାବାଦର ଜୁବୁଲି ହିଲ୍ସ ଘର ଉପରକୁ କିଛି ଅଜ୍ଞାତ ବ୍ୟକ୍ତି ପଥର ମାଡ କରିଛନ୍ତି। ଜେଏସି ନେତାମାନେ ଏହି କାଣ୍ଡ କରିଥିବା ଅଭିଯୋଗ ହୋଇଛି ଏବଂ ପୋଲିସ ଜେଏସି ନେତାମାନଙ୍କୁ ଅଟକ ରଖିଛି। ଆଜି ଆଲୁ…

Continue reading
ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର: ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଦ୍ୱୟ ହେଲେ ଅମିତ ବାଘ ଓ…

Continue reading
ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ ଯୋଗୁ ଅସୁସ୍ଥ ଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲ ନେଇଥିଲେ। ସେଠାରେ ହସ୍ପିଟାଲ…

Continue reading
ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପାଇଁ ବର୍ଷା ଆଶଙ୍କା ରହିଛି। ଦକ୍ଷିଣ ଉପକୂଳ ଓ ପାଶର୍‌ବବର୍ତ୍ତୀ ଉତ୍ତର ଉପକୂଳରେ…

Continue reading
୩.୧୩ କେଜି ବଜ୍ରକାପ୍ତା କାତି ଜବତ, ଧରାପଡ଼ିଲେ ୪ ଅଭିଯୁକ୍ତ

ନୂଆପଡ଼ା ଜିଲା କୋମନା ରେଞ୍ଜ ନାଗପଡ଼ା ପଞ୍ଚାୟତ ଝରଣାମାଲ ଗାଁରେ ଖଡ଼ିଆଳ ବନ ବିଭାଗ ଚଢାଉ କରି ୩ କିଲୋଗ୍ରାମ ୧୩୦ ଗ୍ରାମ ବଜ୍ରକାପ୍ତା କାତି ଜବତ କରିଛି। ଏଥିରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବୋଡେନ…

Continue reading
ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ

ଭୁବନେଶ୍ୱର: ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏନେଇ ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ। ୧ ତାରିଖରୁ ଭକ୍ତ ନିୟମିତ ଧାଡ଼ି ଦର୍ଶନ କରିବେ। ଶନିବାର ମୁଖ୍ୟ ପ୍ରଶାସକଙ୍କ ସହ…

Continue reading
ଶ୍ରୀମନ୍ଦିର ସମ୍ମୁଖରେ ଭକ୍ତ-ସେବାୟତ ଧସ୍ତାଧସ୍ତି

ପୁରୀ: ପୁରୀ ଶ୍ରୀମନ୍ଦିର ସମ୍ମୁଖରେ ଅଭାବନୀୟ ଦୃଶ୍ୟ । ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ୍‌ରେ ଭକ୍ତ-ସେବାୟତ ଧସ୍ତାଧସ୍ତି । ପୋଲିସ ସମ୍ମୁଖରେ ଏଭଳି ଘଟଣା ଘଟିଥିବା ଜଣାପଡିଛି । ସୂଚନା ମୁତାବକ, ରବିବାର ମଧ୍ୟାହ୍ନ ସମୟରେ ଶ୍ରୀମନ୍ଦିରରେ ଦର୍ଶନ ପାଇଁ ଭକ୍ତଙ୍କ ଭିଡ…

Continue reading
ପୁଣି ୨୪ ରୁ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟରେ ଗତ କିଛିଦିନ ହେବ ବର୍ଷା ଜାରି ରହିଥିବା ବେଳେ ଆଜିଠୁ ପାଗ ପରିବର୍ତ୍ତନ ହୋଇଛି।ଶୁଖିଲା ପାଗ ରହିଥିବା ବେଳେ ଡିସେମ୍ବର ୨୪ ଓ ୨୫ରେ ପୁଣି ବର୍ଷା ସହ ଘନ କୁହୁଡି ହେବ ବୋଲି ପୂର୍ବାନୁମାନ କରଛି…

Continue reading