ବିଜ୍ଞପ୍ତି ପ୍ରକାଶ:ବଦଳିବ ‘ମୋ ସ୍କୁଲ ଅଭିଯାନ’ ନାଁ
ଭୁବନେଶ୍ୱର: ରାଜ୍ୟରେ ସ୍କୁଲ ଶିକ୍ଷା ବ୍ୟବସ୍ଥାର ନବୀକରଣ କରାଯିବ। ବଦଳିବ ‘ମୋ ସ୍କୁଲ ଅଭିଯାନ’ ନାଁ। ଖୁବ୍ଶୀଘ୍ର ରାଜ୍ୟରେ କାର୍ୟ୍ୟକାରୀ ହେବ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’। ଏ ନେଇ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର…












