ଏମ୍ସରୁ ମିଳିଳା ଝୁଲନ୍ତା ମୃତଦେହ
ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସ ଅର୍ଥୋପେଡିକ ୱାର୍ଡ ଭିତରେ ଜଣେ ରୋଗୀଙ୍କ ସନ୍ଦେହ ଜନକ ମତ୍ୟୁ ଘଟିଛି। ବେଡ ଉପରେ ଲାଗିଥିବା ଫ୍ୟାନରୁ ରୋଗୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ଦିଲୀପ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଯାଜପୁର…
ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସ ଅର୍ଥୋପେଡିକ ୱାର୍ଡ ଭିତରେ ଜଣେ ରୋଗୀଙ୍କ ସନ୍ଦେହ ଜନକ ମତ୍ୟୁ ଘଟିଛି। ବେଡ ଉପରେ ଲାଗିଥିବା ଫ୍ୟାନରୁ ରୋଗୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ଦିଲୀପ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଯାଜପୁର…
ଭୁବନେଶ୍ୱର: ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ଆଗାମୀ ୩ ଦିନରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ।…
ଭୁବନେଶ୍ୱର: ଆସନ୍ତାକାଲି ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ମହାପ୍ରଭୁ ଜଗନ୍ନାଥଙ୍କ ଦିବା ପହୁଡ଼ ନୀତି ପାଇଁ ମରାମତି କାମ ବନ୍ଦ ରହିବ। ଏନେଇ ସୂଚନା ଦେଇଛନ୍ତି ASI ଅଧୀକ୍ଷକ ଡିବି ଗଡ଼ନାୟକ। ମରାମତି ପାଇଁ ପ୍ରାୟ ୨୦ ଫୁଟ ଉଚ୍ଚର…
ଟେଣ୍ଡର ଫିକ୍ସିଂ ମାମଲାରେ ସିବିଆଇ ସହ ଲୁଚକାଳି ଖେଳୁଥିବା ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୋହନ ସରକାର । ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି । ତାଙ୍କୁ…
ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ବୟସସୀମା କୋହଳ ପାଇଁ ଦାୟର ଏକାଧିକ ମାମଲାର ରାୟ ପ୍ରକାଶ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଗତ ଅକ୍ଟୋବର ୭ ତାରିଖରେ ଓଡ଼ିଶା ପୁଲିସରେ ୪୦୫ଟି ଡ୍ରାଇଭର ପଦରେ ନିଯୁକ୍ତି ପାଇଁ…
ଆଜିକୁ ୭ ଦିନ ହେଲାଣି ମଣ୍ଡିରେ ପଡିଛି ଧାନ। ଧାନ କିଣିବାକୁ ନା ଆସୁଛନ୍ତି ମିଲର, ନା ଆସୁଛନ୍ତି କୌଣସି ଏଜେନ୍ସି। ନା ଦେଖା ମିଳୁଛି ନୋଡାଲ ଆଫିସରଙ୍କର। ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏପରି ଚିତ୍ର ଦେଖିବାକୁ…
ମିଲରଙ୍କୁ ନାଲି ଆଖି ଦେଖାଇଲେ ରାଜସ୍ୱମନ୍ତ୍ରୀ। ଧାନ କିଣିବା ପାଇଁ ଜିଲ୍ଲା ଯୋଗାଣ ବିଭାଗ ସହ ଏଗ୍ରିମେଣ୍ଟ କରୁନଥିବା ମିଲରଙ୍କୁ କଡ଼ା ଚେତାବନୀ ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଆଜି ଦିନକିଆ ନବରଙ୍ଗପୁର ଗ୍ରସ୍ତରେ ଯାଇ ସ୍ଥାନୀୟ ମିଶନ ଶକ୍ତି…
ଭୁବନେଶ୍ୱର: ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ। ଏନେଇ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ। ଏହାଦ୍ୱାରା ଓଦା ଓ ପରିବା ବର୍ଜ୍ୟବସ୍ତୁର ପ୍ରକ୍ରିୟାକରଣରୁ ପ୍ରସ୍ତୁତ ହେବ ସିଏନଜି ଗ୍ୟାସ। ଭୁବନେଶ୍ୱରର କେଶୁରା ପାଖ ମେହେରପାଲିରେ ଏହି ପ୍ଲାଣ୍ଟ ପ୍ରସ୍ତୁତ ହେବାକୁ…
ଭୁବନେଶ୍ୱର: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଦୈନିକ ୫ ଘଣ୍ଟା ଧରି ମରାମତି କାମ ହେବାକୁ ଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶ୍ରୀଜିଉଙ୍କ ଶୃଙ୍ଖଳିତ ନୀତି ନିର୍ଘଣ୍ଟ…
ଭୁବନେଶ୍ୱର : ଜାନୁଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମ ଓ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭରେ ଯୋଗଦେବେ ପ୍ରଧାନମନ୍ତ୍ରୀ। ଆସନ୍ତା ଜାନୁଆରୀ ୮, ୯ ଓ ୧୦ ତାରିଖରେ ଭୁବନେଶ୍ୱରରେ ଆୟୋଜିତ ହେବ ପ୍ରବାସୀ…