୩୦ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ

ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟର ୩୦ଟି ଜିଲ୍ଲାରେ ମେଡିକାଲ କଲେଜ ଖୋଲିବ । ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ତାଙ୍କ ସୂଚନା ଅନୁଯାୟୀ ମେଡିକାଲ ରିକ୍ରୁଟମେଣ୍ଟରେ ୨ଟି ସଂଶୋଧନ କରାଯାଇଛି । ଖୁବଶୀଘ୍ର ୫ ହଜାର…

Continue reading
ଓଡ଼ିଶା ଚାଷୀଙ୍କ ମୁଣ୍ଡପିଛା ଋଣ ବର୍ଷକରେ ବଢ଼ିଛି ୪୬୮୫ ଟଙ୍କା

ଭୁବନେଶ୍ୱର: ଓଡ଼ିଶା ଚାଷୀଙ୍କ ମୁଣ୍ଡପିଛା ଋଣ ବର୍ଷକରେ ବଢ଼ିଛି ୪୬୮୫ ଟଙ୍କା। ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କ ଏକ ପ୍ରଶ୍ନରେ ଏହି ତଥ୍ୟ ଦେଇଛନ୍ତି କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ ରାମନାଥ ଠାକୁର। ସେ କହିଛନ୍ତି ଯେ ୨୦୨୩ ବର୍ଷରେ ଓଡ଼ିଶାରେ ଚାଷୀଙ୍କ…

Continue reading
ଆଜି ଏହି ସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରବିବାର ଲଘୁଚାପ ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଅନ୍ୟପଟେ ବର୍ତ୍ତମାନ ରାଜ୍ୟରେ…

Continue reading
ଓଡ଼ିଶା ସିଟିଜେନ୍ ଆୱାର୍ଡ଼ ୨୦୨୪ ପ୍ରଦାନ : ୯ ବିଶିଷ୍ଟ ବ୍ୟକ୍ତି ସମ୍ମାନିତ

ଶନିବାର ଅନୁଷ୍ଠିତ ହୋଇଯାଇଛି ଓଟିଭିର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ‘ଓଡ଼ିଶା ସିଟିଜେନ୍‌ସ ଆୱାର୍ଡ’। ଓଡ଼ିଶା ସିଟିଜେନ୍‌ସ ଆୱାର୍ଡର ଦ୍ୱାଦଶ ତମ ସଂସ୍କରଣରେ ଚଳିତ ବର୍ଷ ମୋଟ ୯ଟି ବିଭାଗରେ ଜୁରୀ ମେମ୍ବରଙ୍କ ପକ୍ଷରୁ ମନୋନୀତ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନିତ କରାଯାଇଛି। କୃଷି ପାଇଁ…

Continue reading
ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ

ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସେଠାକାର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର…

Continue reading
୧୬ରୁ ଶ୍ରୀମନ୍ଦିର ମରାମତି ଆରମ୍ଭ !

ଆସନ୍ତା ୧୬ ତାରିଖରୁ ରତ୍ନଭଣ୍ଡାର ମରାମତି ପାଇଁ ଆପାତତଃ ଦିନ ଧାର୍ଯ୍ୟ କରିଛି ଏଏସ୍‌ଆଇ। ଏନେଇ ସୂଚନା ଦେଇଛନ୍ତି ଏଏସ୍‌ଆଇ ଅଧୀକ୍ଷକ ଡି.ବି. ଗଡ଼ନାୟକ। ସେ କହିଛନ୍ତି ଯେ ଏକ ଧାର୍ଯ୍ୟ ସମୟ ମିଳିଲା ପରେ ଆସନ୍ତା ୧୬ ତାରିଖରୁ କାମ…

Continue reading
୧୪ ଡିସେମ୍ବରରେ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ବର: ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୪ରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ଏହା ଲଘୁଚାପ ରୂପ ନେବ।…

Continue reading
କାଚ ମଦ ବୋତଲର ବିକଳ୍ପ ବ୍ୟବସ୍ଥା କରନ୍ତୁ ସରକାର: ସନାତନ ମହାକୁଡ଼

ଭୁବନେଶ୍ବର: କାଚ ମଦ ବୋତଲର ବିକଳ୍ପ ବ୍ୟବସ୍ଥା କରିବାକୁ ବିଧାନସଭାରେ ବିଜେଡି ବିଧାୟକ ସନାତନ ମହାକୁଡ଼ ଦାବି କରିଛନ୍ତି । କାଚ ବୋତଲ ବଦଳରେ ଅନ୍ୟ ବିକଳ୍ପ ବ୍ୟବସ୍ଥାରେ ମଦ ବିକ୍ରି ପାଇଁ ସରକାର ଯୋଜନା କରିବା ଆବଶ୍ୟକ ବୋଲି ସେ…

Continue reading
ରାଜ୍ୟରେ ମଦ ବିକ୍ରି ସହିତ ବଢୁଛି ଅବକାରୀ ରାଜସ୍ବ: ଅବକାରୀ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ ବର୍ଷକୁ ବର୍ଷ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଶନିବାର ବିଧାନସଭାରେ ଏକ ପ୍ରଶ୍ନ ନେଇ ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି। ରିପୋର୍ଟ ଅନୁଯାୟୀ, ଏକ ଅଣ-ତାରକା…

Continue reading
ଯେଉଁଠି ଥିଲେ ମଧ୍ୟ ଏହି ଅଞ୍ଚଳର ବିକାଶ କାର୍ଯ୍ୟ କରି ଚାଲିବି: ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଐତିହାସିକ ଓଡ଼ିଶା ଗସ୍ତ ମଙ୍ଗଳବାର ଠାରୁ ଆରମ୍ଭ ହୋଇ ଶନିବାର ଶେଷ ହୋଇଯାଇଛି। ମହାମହିମ ଶ୍ରୀମତୀ ମୁର୍ମୁ ରାଜ୍ୟରେ ୫ ଦିନ ରହି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ଐତିହାସିକ ଦିବସକୁ ସ୍ମରଣୀୟ ରଖିବା ପାଇଁ…

Continue reading