ଆଜି ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜି ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଶେଷ ଦିନରେ ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ। ବାଙ୍ଗିରିପୋଷି ରେଳ ଷ୍ଟେସନରେ ୩ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଡାମରା-ନ୍ୟୁ ଜାମଶୋଳା ନୂତନ ରେଳ ଲାଇନ୍, ବାଦାମପାହାଡ-…













