ଓଡ଼ିଶାରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ

ଓଡ଼ିଶାରେ ଆଉ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାର ୮ଟି ସମେତ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନକୁ…

Continue reading
ବାଇକକୁ ଧକ୍କା ଦେଇ ଚମ୍ପଟ ମାରିବା ବେଳେ କାରରେ ନିଆଁ ଲାଗିଲା

ବାଇକ୍‌କୁ ଧକ୍କା ଦେଇ ଚମ୍ପଟ ମାରିବା ବେଳେ କାର୍‌ରେ ଲାଗିଲା ନିଆଁ। ଜୀବନ ବିକଳରେ ଗାଡ଼ି ଛାଡ଼ି ଚମ୍ପଟ ମାରିଲେ କାର୍‌ ଚାଳକ ଓ ତାଙ୍କ ସାଥୀ। ଆଜି ଏପରି ଦୁର୍ଘଟଣା ସୁବର୍ଣ୍ଣପୁର ଜିଲ୍ଲାରେ ଘଟିଛି। ନିଆଁ ଲିଭିବା ପରେ ପୁଲିସ୍‌…

Continue reading
ଭୁବନେଶ୍ୱରରେ ନୂଆ ଜୁଡ଼ିସିଆଲ କୋର୍ଟ କମ୍ପ୍ଲେକ୍ସ ଲୋକାର୍ପିତ

ଝଟକିଲା ନୂଆ ନ୍ୟାୟିକ କୋଠା। ଚାରି ଦଶନ୍ଧି ପରେ ଚମକିଲା ଭୁବନେଶ୍ୱର ନୂଆ ଜୁଡିସିଆଲ୍‌ କମ୍ପ୍ଲେକ୍ସ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କରକମଳରେ ଲୋକାର୍ପିତ ହୋଇଛି ଭବ୍ୟ କୋଠା। ରାଜ୍ୟପାଳ ରଘୁବର ଦାସ, ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ…

Continue reading
ବିଧାନସଭାରେ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ପାରିତ : ରାଜ୍ୟବାସୀଙ୍କ ମୁଣ୍ଡରେ ଋଣ ବୋଝ

ଚଳିତବର୍ଷ ଅକ୍ଟୋବର ମାସ ଶେଷସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ମୁଣ୍ଡରେ ୨୦୧୭୭ଟଙ୍କାର ଋଣବୋଝ ରହିଛି । କିନ୍ତୁ ଏହି ଋଣବୋଝ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଯଥେଷ୍ଟ କମ୍ । ତେଣୁ ରାଜ୍ୟର ଋଣଭାର ଓ ମୁଣ୍ଡପିଛା ଋଣକୁ ନେଇ ବିଧାୟକମାନେ ଚିନ୍ତା…

Continue reading
ପ୍ରିନ୍ସିପାଲ୍‌ଙ୍କୁ ଗୁଳି କରି ହତ୍ୟାକଲେ ଦ୍ୱାଦଶ ଶ୍ରେଣୀ ଛାତ୍ର

ଛତରପୁର: ମଧ୍ୟପ୍ରଦେଶର ଛତରପୁର ଜିଲାରେ ଜଣେ ଦ୍ୱାଦଶ ଶ୍ରେଣୀ ଛାତ୍ର ସ୍କୁଲ ପ୍ରିନ୍ସିପାଲ୍‌ଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏଥିସହିତ ଛାତ୍ର ଜଣକ ତାଙ୍କ ସହଯୋଗୀଙ୍କ ସହ ମିଶି ପ୍ରିନ୍ସିପାଲ୍‌ ଏସ୍‌.କେ. ସାକ୍ସେନା (୫୫)ଙ୍କ ସ୍କୁଟର ନେଇ ପଳାଇଛନ୍ତି। ସ୍କୁଲ କ୍ୟାମ୍ପସ୍‌ରେ ଶୁକ୍ରବାର…

Continue reading
ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଅତ୍ୟାଚାର, ମନ୍ଦିର ଭଙ୍ଗାରୁଜାକୁ ତେଜିଲା ବିରୋଧ

ପାରଳାଖେମୁଣ୍ଡି: ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ବିଶ୍ବହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ପକ୍ଷରୁ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଓ ମଠମନ୍ଦିର ଭଙ୍ଗାରୁଜାକୁ ବିରୋଧ କରାଯାଇଛି। ସର୍ବଭାରତୀୟ ହିନ୍ଦୁ ଜାଗରଣ ମଞ୍ଚର ଆହ୍ବାନରେ ଏକ ବିକ୍ଷୋଭ ଶୋଭାଯାତ୍ରା…

Continue reading
ବିଧାନସଭାରେ ନୂଆ ପରୀକ୍ଷା ବିଲ୍ ପାରିତ

ଭୁବନେଶ୍ୱର: ବିଧାନସଭାରେ ଶୁକ୍ରବାର ପାରିତ ହୋଇଛି ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍‌-୨୦୨୪ । ପରୀକ୍ଷାରେ ଅନିୟମିତତା ସହ ତ୍ରୁଟି ରୋକିବାକୁ ରାଜ୍ୟ ସରକାର ଏହି ବିଲ୍‌ ଆଣିଛନ୍ତି। ନୂଆ ବିଲ୍‌ରେ କଠୋର ଦଣ୍ଡବିଧାନ ସହ ଜରିମାନା ବ୍ୟବସ୍ଥା ରହିଛି। ଯଦି କୌଣସି…

Continue reading
ପୋଲାଭରମ୍ ପ୍ରସଙ୍ଗରେ ରାଜ୍ୟ ସରକାର ନୀରବ କାହିଁକି: କଂଗ୍ରେସ

ଭୁବନେଶ୍ବର: ପୋଲାଭରମ୍ ପ୍ରସଙ୍ଗ ନେଇ କଂଗ୍ରେସ ପକ୍ଷରୁ ସରକାରଙ୍କୁ ପ୍ରଶ୍ନ କରାଯାଇଛି। ବିଧାନସଭାରେ ମୁଲତବୀ ପ୍ରସ୍ତାବ ଅଗ୍ରାହ୍ୟ ହେବାରୁ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ପୋଲାଭରମ୍‌ ପ୍ରସଙ୍ଗରେ ଓଡ଼ିଶା ବୁଡୁଥିବାବେଳେ, ଆନ୍ଧ୍ରପ୍ରଦେଶ ହସୁଛି । କିନ୍ତୁ ଓଡ଼ିଶା ସରକାର ନୀରବତା…

Continue reading
କନଷ୍ଟେବଳ ନିଯୁକ୍ତିରେ ବୟସ ସୀମା ୬ ବର୍ଷ କୋହଳ: ଓଡ଼ିଶା ହାଇକୋର୍ଟଙ୍କ ରାୟ

କଟକ: ଓଡ଼ିଶା ହାଇକୋର୍ଟ ଓଡ଼ିଶା ପୁଲିସ ବାହିନୀର ବିଭିନ୍ନ ବାଟାଲିୟନ୍‌ରେ ସିପାହୀ ଓ କନଷ୍ଟେବଳ ନିଯୁକ୍ତି ସମ୍ପର୍କରେ ଏକ ଗୁରୁତ୍ବପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଏହା ଦ୍ବାରା ଆଶାୟୀଙ୍କୁ ବୟସ ସୀମାରୁ ବଡ଼ ଆଶ୍ୱସ୍ତି ମିଳିଛି। ସିପାହୀ ଓ କନଷ୍ଟେବଳ ପଦବୀ…

Continue reading
ଦମ୍ପତିଙ୍କ ଉପରେ ମାଡ଼ିଗଲା ଟ୍ରକ୍

ଦମ୍ପତିଙ୍କ ଉପରେ ମାଡ଼ିଗଲା ଟ୍ରକ୍। ଦୁର୍ଘଟଣାରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି। ପୁରୀ ଜିଲ୍ଲା ଦହିଜଙ୍ଗା ବ୍ରିଜ୍‌ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ମହିଳା ଜଣଙ୍କ ଅଙ୍ଗନବାଡି ସୁପରଭାଇଜର ବୋଲି ଜଣାଯାଇଛି। ସ୍ୱାମୀସ୍ତ୍ରୀ ଆଜି…

Continue reading