ଆଜି ନୌସେନା ଦିବସ

ଭୁବନେଶ୍ୱର: ଆଜି ନୌସେନା ଦିବସ। ପୁରୀ ସମୁଦ୍ରର ଅଥଳ ଜଳରାଶିରେ ରଣ କୌଶଳ ଦେଖାଇବେ ନୌବୀର। ନୌସେନାର ଏହି ପରାକ୍ରମକୁ ଦେଖିବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଏଥିପାଇଁ ପୁରୀ ବ୍ଲୁ ଫ୍ଲାଗ ବିଚରେ ସମସ୍ତ ପ୍ରସ୍ତୁତି ସରିଛି। ଜଳ, ସ୍ଥଳ ଓ…

Continue reading
କାର୍ ଓ ବାଇକ୍ ମୁହାଁମୁହିଁ: ୨ ବାଇକ୍ ଆରୋହୀ ମୃତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ମହଗାଁ ବ୍ରିଜ ନିକଟରେ କାର୍ ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଗତ ବିଳମ୍ବିତ ରାତିରେ ଦୁଇ ଯୁବକ ଏକ…

Continue reading
ଆନ୍ଦୋଳନରୁ ଓହରିଲେ ବ୍ୟବସାୟୀ; ଓଡ଼ିଶାକୁ କେବେ ଆସିବ ଆଳୁ?

ଆନ୍ଦୋଳନରୁ ଓହରିଲେ ପଶ୍ଚିମବଙ୍ଗ ଆଳୁ ବ୍ୟବସାୟୀ। କୃଷି ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ। ଶୀତଳଭଣ୍ଡାର କର୍ମଚାରୀ ମଧ୍ୟ ଆନ୍ଦୋଳନରୁ ଓହରିଲେ। ଆସନ୍ତାକାଲିଠୁ ଶୀତଳ ଭଣ୍ଡାରରୁ ପୂର୍ବପରି ଆଳୁ ବାହାରକୁ ଆସିବ ବୋଲି ସମ୍ଭାବନା କରାଯାଉଛି। ହୋଲସେଲ୍‌ ଓ ରିଟେଲ…

Continue reading
କଳା ତାଲିକା ଭୁକ୍ତ କମ୍ପାନୀକୁ ୩୦୦ କୋଟି ଟଙ୍କାର କାମ ଦେଲେ ରାଜ୍ୟ ସରକାର, ବିଜେଡି ଆଣିଲା ଦୁର୍ନୀତି ଅଭିଯୋଗ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଗଷ୍ଟ ମାସରେ ବିଧାନସଭାରେ ଯେଉଁ କମ୍ପାନୀକୁ କଳା ତାଲିକା ଭୁକ୍ତ ହୋଇଥିବା ସଚୂ ନା ଦେଇଥିଲେ, ସେହି କମ୍ପାନୀକୁ ରାଜ୍ୟ ସରକାର ଅକ୍ଟୋବର ମାସରେ ୩୦୦ କୋଟି ଟଙ୍କାର କାମ ଦେଇଛନ୍ତି, ଯାହା…

Continue reading
ବିଧାୟକଙ୍କ ଦରମା ବୃଦ୍ଧି ପାଇଁ ଗୃହରେ ଦାବି

ବିଧାୟକଙ୍କ ଦରମା ଏବଂ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ ବିଧାନସଭାରେ ଦାବି। ଗୃହରେ ଦାବି ଉଠାଇଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ବଜାର ଦରଦାମ ଏବଂ ସ୍ୱାସ୍ଥ୍ୟଗତ ଖର୍ଚ୍ଚର ଉଦାହରଣ ଦେଇ ଦରମା ଓ ପେନସନ ବୃଦ୍ଧି…

Continue reading
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଫିଲ୍ମ ପ୍ରଯୋଜକ ଏକତା କପୁର

ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ବଲିଉଡ୍‌ ଫିଲ୍ମ ପ୍ରଯୋଜକ ଏକତା କପୁର। ଓଡ଼ିଶା ବିଧାନସଭାରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ‘ଦି ସାବରମତି ରିପୋର୍ଟ’ ଦେଖିବା ପାଇଁ ନିମନ୍ତ୍ରଣ କରିଛନ୍ତି। ଏଥିସହ ରାଜ୍ୟ ସରକାର ‘ଦି ସାବରମତି ରିପୋର୍ଟ’ ଫିଲ୍ମକୁ…

Continue reading
ରାଜଧାନୀରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ କଲେ ରାଷ୍ଟ୍ରପତି

ଅଲ୍‌ଚିକ୍‌ ଭାଷାର ଶ୍ରଷ୍ଠା ହେଉଛନ୍ତି ପଣ୍ଡିତ ରଘୁନାଥ ମୁର୍ମୁ। ଆଜି ତାଙ୍କ ପ୍ରତିମୂର୍ତ୍ତି ରାଜଧାନୀ ଭୁବନେଶ୍ୱରେ ଲୋକାର୍ପିତ ହୋଇଛି। ମହାମହୀମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ କରିଛନ୍ତି। ଆନ୍ତକାଲି ମହାମହୀମ ଶ୍ରୀକ୍ଷେତ୍ର ଯିବେ। ଆଜି ଅପରାହ୍ନରେ…

Continue reading
ଆସନ୍ତାକାଲି ପୁରୀ ପୌରପାଳିକାର ସବୁ ସ୍କୁଲ ବନ୍ଦ

ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ ରହିବ। ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌସେନା ଦିବସ ପାଳନ ହେବାକୁ ଥିବାରୁ ସବୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ପୁରୀ ଜିଲ୍ଲା ପ୍ରଶାସନ। ପୁରୀ ପୌରପାଳିକାରେ ଥିବା ସମସ୍ତ ସରକାରୀ ଓ…

Continue reading
ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ମଞ୍ଜୁର

ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ରଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସୋଶାଲ ମିଡ଼ିଆ ଏକ୍ସରେ କୃତଜ୍ଞତା ଜଣାଇବା ସହ ବିସ୍ତୃତ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ। ଓଡ଼ିଶାରେ…

Continue reading
କେନ୍ଦ୍ର ଜଳ ସମ୍ପଦ ମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ଟିମ୍

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜ୍ୟସଭାର ବିଜେଡି ସାଂସଦ, ବିଧାୟକ, ଓଡିଶାର ପୂର୍ବତନ ମନ୍ତ୍ରୀ, ପୂର୍ବତନ ସାଂସଦ, ପୂର୍ବତନ ସାଂସଦଙ୍କ ସହ ଦେବୀ ମିଶ୍ରଙ୍କ ନେତୃତ୍ୱରେ ବିଜେଡି ପ୍ରତିନିଧି ଦଳ କେନ୍ଦ୍ର ଜଳ ସମ୍ପଦ ମନ୍ତ୍ରୀ ସି ଆର…

Continue reading