MURDER ସ୍ତ୍ରୀ ଫେରି ଆସିବ ବୋଲି ନରବଳି

ବଲାଙ୍ଗୀର: ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ ସ୍ବୀକାର କରିଛନ୍ତି ଅଭିଯୁକ୍ତ। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି. ଶୁକ୍ରବାର ଏନେଇ ସ୍ଥାନୀୟ ଜିଲା…

Continue reading
RAIN ୬ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ

ଭୁବନେଶ୍ୱର: ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ଅନୁକୂଳ ହେଉଥିବାବେଳେ ୨୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ…

Continue reading
HIRAKUD DAM ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌ ଗେଟ୍‌କୁ ବନ୍ଦ କରାଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ୭ ସ୍ଲୁଇସ୍‌ ଗେଟ୍‌ ଜରିଆରେ…

Continue reading
MURDER ଛୁରା ମାଡରେ ବାପା ମୃତ,ପୁଅ ଗୁରୁତର

ଦେବଗଡ଼:ସାମାନ୍ୟ ବଚସାକୁ କେନ୍ଦ୍ର କରି ଦେବଗଡ଼ ଜିଲ୍ଲା ବାରକୋଟ ଥାନାର ଗୌଡସୁଗୁଡ଼ା ଗ୍ରାମରେ ଆଜି ଯୁବକର ଛୁରା ମାଡରେ ବାପାଙ୍କ ମୃତ୍ୟୁ ଘଟିଥିବାବେଳେ ପୁଅ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତକ ହେଲେ ଗୌଡସୁଗୁଡା ଗ୍ରାମର ଗୌତମ ସାହୁ ଏବଂ ତାଙ୍କ…

Continue reading
SENIOR CITIZEN ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ଦେବଗଡ଼:ବାରକୋଟ ବ୍ଲକର ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଆଜି ବ୍ଲକସ୍ତରୀୟ ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ମଞ୍ଚର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଇଗୋନୋର ଅବସରପ୍ରାପ୍ତ କୁଳପତି ଗୋପୀନାଥ ପ୍ରଧାନ ମୁଖ୍ୟଅତିଥି,ସତ୍ୟଭାମା ମେମୋରିଆଲର ଅଧ୍ୟକ୍ଷ ଯୋଗୀନାଥ…

Continue reading
MURDER CASE ହତ୍ୟା ଘଟଣା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଦେବଗଡ:ମାନ୍ୟବର ଜିଲା ଓ ଦୌରାଜଜ୍ ଦେବାଶିଷ ରାଉତ ଆଜି ଏକ ହତ୍ୟା ମାମଲାର ବିଚାର କରି ପ୍ରମାଣ ଅଭାବରୁ ଅଭିଯୁକ୍ତ ଗୋଲେଖ ଗୋଖରାକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଗତ ୨୦୨୩ ମସିହା ମାର୍ଚ୍ଚ ମାସ ୨୪…

Continue reading
FIRE IN 1 NO MARCKET ୧ ନମ୍ବର ହାଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର : ପୁଣି ରାଜଧାନୀ ଭୁବନେଶ୍ୱରର ୟୁନିଟ୍ ୧ ନମ୍ବର ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଜଳିଗଲା ଅନେକ ଦୋକାନ। ବିଦ୍ୟୁତ୍‌ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ହାଟ ଭିତରେ ଥିବା ଏକ…

Continue reading
NTPC BLAST ଏନଟିପିସିରେ ବିସ୍ଫୋରଣ ; ୫ ଗୁରୁତର

ଅନୁଗୁଳ : ଅନୁଗୁଳ ଜିଲା କଣିହାଁ ବ୍ଲକ ଏନଟିପିସି ତାପଜ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରର ୟୁନିଟ୍ -୧ ବଙ୍କର-ବିରେ ଭୟଙ୍କର ବିସ୍ଫୋରଣ ଘଟିଛି। ବିଳମ୍ବିତ ରାତିରେ ହୋଇଥିବା ଏହି ବିସ୍ଫୋରଣରେ ୫ ଜଣ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ…

Continue reading
online auoto-taxi ଅନ୍‌ଲାଇନ ଅଟୋ-ଟ୍ୟାକ୍ସି ଡ୍ରାଇଭର ସଂଘ ସଭାପତି ଗିରଫ

ଭୁବନେଶ୍ୱର:ସ୍ମାର୍ଟ ସିଟି ଅନ୍‌ଲାଇନ ଅଟୋ ଟ୍ୟାକ୍ସି ଡ୍ରାଇଭର୍ ସଂଘ ସଭାପତି ଦୀନବନ୍ଧୁ ନାୟକଙ୍କୁ ଗିରଫ କରିଛି କମିଶନରେଟ୍‌ ପୋଲିସ। ପୁରୀରୁ ଦୀନବନ୍ଧୁଙ୍କୁ ଗିରଫ କରାଯାଇଥିବା ଭୁବନେଶ୍ବର ଡିସିପି ସୂଚନା ଦେଇଛନ୍ତି।ରାଜଧାନୀରେ ଅଟୋ-ଟ୍ୟାକ୍ସି ଚାଳକଙ୍କ ଆନ୍ଦୋଳନ ସମୟରେ ହିଂସାତ୍ମକ ଘଟଣା ଘଟିବା ପରେ…

Continue reading
Single Window Clearance Authority ୨,୭୮୦ କୋଟିର ୧୪ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ବର : ରାଜ୍ୟରେ ଶିଳ୍ପାୟନ ତଥା ନିଯୁକ୍ତି ସୁଯୋଗ ସୃଷ୍ଟି ଲକ୍ଷ୍ୟରେ ରାଜ୍ୟ ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୯ତମ ରାଜ୍ୟସ୍ତରୀୟ ଏକକ ବାତାୟନ ଅନୁମୋଦନ କର୍ତ୍ତୃପକ୍ଷ ବୈଠକରେ…

Continue reading