୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ:ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଏବେ ୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ ରହିଛି । ମଙ୍ଗଳବାର ବିଧାନସଭାରେ ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନର ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ମାତ୍ର…

Continue reading
୫ ବର୍ଷରେ ୩୪ଟି କଲରାପତରିଆ ମୃତ

ଭୁବନେଶ୍ୱର: ଗତ ୫ବର୍ଷରେ ୩୪ଟି କଲରାପତରିଆ ବାଘର ମୃତୁ୍ୟ ହୋଇଛି । ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ପରିବେଶ ମନ୍ତ୍ରୀ । ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ୧୭ଟି ବାଘ ଶିକାର ଦ୍ୱାରା ମରିଛନ୍ତି ।…

Continue reading
୩ ବର୍ଷରେ ୨୩୩ ଦାଦନଙ୍କ ମୃତୁ୍ୟ

ଭୁବନେଶ୍ୱର: ବାହାର ରାଜ୍ୟକୁ ଯାଇ ଗତ ୩ ବର୍ଷରେ ୨୩୩ଜଣ ଦାଦଦଙ୍କ ମୃତୁ୍ୟ ହୋଇଛି । ମଙ୍ଗଳବାର ବିଧାନସଭାରେ ଶ୍ରମମନ୍ତ୍ରୀ ଗଶେଶରାମ ସିଂ ଖୁଣ୍ଟିଆ ଲିଖିତ ଉତ୍ତର ରଖି ଏହି ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁଯାୟୀ ଗଞ୍ଜାମରେ ସର୍ବାଧିକ…

Continue reading
ବିଜେଡି ବିଧାୟକ ହାରିବାର କାରଣ କହିଲେ ବଦ୍ରି

ଭୁବନେଶ୍ୱର: ଗୃହରେ ବିଜେଡିର ବରିଷ୍ଠ ବିଧାୟକ ବଦ୍ରି ପାତ୍ରଙ୍କ ବିସ୍ଫୋରକ ବୟାନ। ପାନୀୟଜଳ କଷ୍ଟ ଆକ୍ରୋଶ ଶିକାର ହୋଇ ନିର୍ବାଚନ ହାରିଛନ୍ତି କିଛି ବିଜେଡି ବିଧାୟକ । ଯେଉଁମାନେ କମ୍ ଭୋଟରେ ହାରିଛନ୍ତି, ନିର୍ବାଚନ ପୂର୍ବରୁ ପାନୀୟ ଜଳ ପ୍ରକଳ୍ପ ନସରିବା…

Continue reading
ପ୍ରକଳ୍ପ ଅଛି କିନ୍ତୁ ପିଲାଙ୍କ ପରିସ୍ରା ଠାରୁ କମ ଆସୁଛି ପାଣି:ତାରା

ଭୁବନେଶ୍ୱର: ବିଧାନସଭାରେ ବୋରିଗୁମ୍ମାରେ ୨୦୧୬ ଓ ୧୭ ଜଳ ପ୍ରକଳ୍ପ ନେଇ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀ ପତି ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ପ୍ରକଳ୍ପ ଅଛି କିନ୍ତୁ ପିଲାଙ୍କ ପରିସ୍ରା ଠାରୁ କମ ଆସୁଛି ପାଣି କିନ୍ତୁ ଆଜି…

Continue reading
ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନ ୫ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ସେଠାରୁ ସିଧାସଳଖ ଚନ୍ଦ୍ରଶେଖରପୁର ସ୍ଥିତ ନୀଳାଦ୍ରି ବିହାର ଗସ୍ତ କରି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବାର କାର୍ୟ୍ୟକ୍ରମ…

Continue reading
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି; ୨୦ରେ ଭୋଟ୍‌

ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡିର ପୂର୍ବତନ ସାଂସଦ ସୁଜିତ…

Continue reading
‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ ପାଇଁ ଟାସ୍କ ଫୋର୍ସ

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଆଜି ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି…

Continue reading
ଆସନ୍ତାକାଲିଠୁ ୫ଦିନିଆ ଗସ୍ତରେ ଆସିବେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲିଠୁ ୫ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ବ୍ୟାପକ ପ୍ରସ୍ତୁତି ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଦିନିଆ ଗସ୍ତ ଶେଷକରି ଗତକାଲି…

Continue reading
‘ବିକଶିତ ଭାରତ ଗଠନରେ ଯୁବଶକ୍ତିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର: ଭାରତ ଏକ ଯୁବ ରାଷ୍ଟ୍ର। ଯୁବ ଶକ୍ତି ହେଉଛି ରାଷ୍ଟ୍ରର ଶକ୍ତି। ବିବିଧତାରେ ଏକତା ରାଷ୍ଟ୍ରର ଶ୍ରେଷ୍ଠ ପରିଚୟ। ରାଜ୍ୟ ରାଜ୍ୟ ମଧ୍ୟରେ ସମ୍ପର୍କ ଯେତେ ବୃଦ୍ଧି ପାଇବ ଏବଂ ଜନସାଧାରଣଙ୍କ ମଧ୍ୟରେ ଭାବର ଆଦାନ ପ୍ରଦାନ ଯେତେ ଅଧିକ…

Continue reading