ଧାନ ଗବେଷଣା ଶାଖା ଖୋଲିବାକୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆନ୍ତର୍ଜାତିକ ଧାନ ଗବେଷଣା ଅନୁଷ୍ଠାନ ଓ ରାଜ୍ୟ ସରକାରଙ୍କ ସହଭାଗିତାରେ ଓଡ଼ିଶାରେ ଏହି ଅନୁଷ୍ଠାନର ଏକ ଗବେଷଣା ଶାଖା ଖୋଲିବାକୁ ସରକାରଙ୍କ ତରଫରୁ ସମସ୍ତ ପ୍ରକାରର ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ…

Continue reading
ମୁଖ୍ୟ ସଚିବ-ଆଇଟିଇଇଏସ୍ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ବୈଠକ

ଭୁବନେଶ୍ୱର: ସିଙ୍ଗାପୁରସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ ଏଜୁକେସନ ଆଣ୍ଡ ଏଜୁକେସନ ସର୍ଭିସେସ୍ (ଆଇଟିଇଇଏସ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁରେଶ ନଟରାଜନଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଆଜି ଓଡ଼ିଶା ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ସାକ୍ଷାତ କରିବା…

Continue reading
ଦୋଷୀ ସାବ୍ୟସ୍ତ ହେଵା ପରେ କୋର୍ଟରୁ ମାରିଲେ ଚଂପଟ

ଏଟିଏମ୍‌ ଲୁଟ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ କୋର୍ଟ ରୁମ୍‌ରୁ ଚମ୍ପଟ ମାରିଲେ ଦୁଇ ରାଜ୍ୟ ବାହାର ଲୁଟେରା। ଆଜି ଅପରାହ୍ନରେ ଏପରି ଘଟଣା ନବରଙ୍ଗପୁର ଜିଲ୍ଲା ସଦର ମହକୁମାରେ ଘଟିଛି। ଚମ୍ପଟ ମାରିଥିବା ଦୁଇ ଦୋଷୀଙ୍କୁ ଧରିବା ପାଇଁ ପୁଲିସ…

Continue reading
ଅନ୍ୟ ଜାତିରେ ବିବାହ କରିବାରୁ ଭଉଣୀକୁ ହତ୍ୟା କଲେ

ଜଣେ ମହିଳା କନଷ୍ଟେବଳଙ୍କୁ ତାଙ୍କ ଭାଇ ଅତି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ତେଲାଙ୍ଗାନାର ରେଙ୍ଗା ରେଡ୍ଡୀ ଜିଲ୍ଲାରେ ଏହି ହତ୍ୟାକାଣ୍ଡ ଘଟିଛି। ଅନ୍ୟ ଜାତିରେ ବିବାହ କରିବା କାରଣରୁ ଭଉଣୀକୁ ଭାଇ ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ…

Continue reading
ସଂସଦରେ ସମ୍ବିଧାନ ଉପରେ ବିତର୍କ ହେବ

ସଂସଦକୁ ଆସିବ ସମ୍ବିଧାନ ପ୍ରସଙ୍ଗ। ସମ୍ବିଧାନ ଉପରେ ବିତର୍କ ପାଇଁ ଲୋକସଭା ଓ ରାଜ୍ୟସଭାର ସମସ୍ତ ବିରୋଧୀ ଓ ଶାସକ ଦଳର ସାଂସଦମାନେ ଏକମତ ହୋଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଗଣମାଧ୍ୟମକୁ ଦେଇଥିବା ସୂଚନା ଅନୁସାରେ ଡିସେମ୍ବର ୧୩ରୁ…

Continue reading
ଯାତ୍ରାରେ ବଢୁଛି ଅଶ୍ଳୀଳତା, କାର୍ଯ୍ୟାନୁଷ୍ଠାନ ଦାବି କଲେ ବିଧାୟକ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଯାତ୍ରା ପାର୍ଟି ପକ୍ଷରୁ ଲୋକମାନଙ୍କୁ ଆକୃଷ୍ଟ କରିବା ପାଇଁ ଚର୍ଚ୍ଚିତ ଅଭିନେତ୍ରୀମାନଙ୍କୁ ଡାକି ନଚାଉଛନ୍ତି। କିନ୍ତୁ କିଛି ସ୍ଥାନରେ ଦେଖିବାକୁ ମିଳୁଛି କି କଳାକାରମାନେ ଉନ୍ମୁକ୍ତ ନାଚ ପ୍ରଦର୍ଶନ କରି ଅଶ୍ଲୀଳତାର ସୀମା ପାର କରୁଛନ୍ତି। ସୋମବାର…

Continue reading
କୃଷକଙ୍କ ‘ଦିଲ୍ଲୀ ଚଲୋ’ ଯାତ୍ରା ସ୍ଥଗିତ

ଦିଲ୍ଲୀ ଚଲୋ’ ଯାତ୍ରା ସ୍ଥଗିତ ରଖିଛନ୍ତି କୃଷକ। ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିବା କୃଷକମାନେ ‘ଦିଲ୍ଲୀ ଚଲୋ’ ଯାତ୍ରା ସ୍ଥଗିତ ରଖିବାକୁ ରାଜି ହୋଇଛନ୍ତି। ଆଜି ଦିଲ୍ଲୀ-ନୋଏଡା ସୀମା ଏବଂ ଯମୁନା ଏକ୍ସପ୍ରେସୱେରେ ନୋଏଡା ପ୍ରଶାସନ ଏବଂ କୃଷକଙ୍କ ମଧ୍ୟରେ…

Continue reading
ବାତ୍ୟା ପରେ ବନ୍ୟା ସ୍ଥିତି, ରାସ୍ତାରେ ଭାସୁଛି ବସ୍

ବାତ୍ୟା ‘ଫେଙ୍ଗଲ୍’ ଶନିବାର ରାତିରେ ତାମିଲନାଡ଼ୁ ଓ ପୁଡୁଚେରୀ ଉପକୂଳ ଅତିକ୍ରମ କରିସାରିଛି। ହେଲେ ଉଭୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଯାହା ଭୟଙ୍କର ବନ୍ୟାର ରୂପ ନେଲାଣି। ତେବେ ତାମିଲନାଡ଼ୁର କ୍ରିଷ୍ଣାଗିରି ଜିଲ୍ଲା ଗତ…

Continue reading
ମାଟି ତଳେ ପୋତିଥିଲେ ଟଙ୍କା, ମୃତ୍ୟୁ ପୂର୍ବରୁ ବାପା କହିଲେ

ଜୀବନ କଷ୍ଟ ଉପାର୍ଜିତ ଟଙ୍କା ଓ ସୁନାକୁ ଗଛ ମୂଳରେ ମାଟି ତଳେ ପୋତି ରଖିଥିଲେ। ମୃତ୍ୟୁ ପୂର୍ବରୁ ପୁଅ-ବୋହୂ ଓ ନାତି-ନାତୁଣୀଙ୍କୁ ଡାକି କହିଥିଲେ। ତା’ପରେ ଭବ ସଂସାରରୁ ସବୁଦିନ ପାଇଁ ବିଦାୟ ନେଇଥିଲେ ୭୦ ବର୍ଷୀୟ ସୀତାରାମ ମେଲେକା।…

Continue reading
ରାଜଧାନୀରେ ଝୁଲି ପଡ଼ିଲେ ପଥର ମୂର୍ତ୍ତି କାରିଗର

ରାଜଧାନୀ ଭୁବନେଶ୍ୱରରେ ଝୁଲି ପଡ଼ିଲେ ଜଣେ ପଥର ମୂର୍ତ୍ତି କାରିଗର। ହେଲେ ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ପୁଲିସ୍‌ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି। ବାଲେଶ୍ୱର ଜିଲ୍ଲା ଜଳେଶ୍ଵରପୁର ଅଞ୍ଚଳର ୩୪ ବର୍ଷୀୟ ଯୁବକ ଚିତ୍ତରଞ୍ଜନ ମହାରଣା ପେସାରେ…

Continue reading