୨୦୨୭ ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ

ଭୁବନେଶ୍ୱର: ଆସନ୍ତା ୨୦୨୭ ଡିସେମ୍ବର ମାସ ସୁଦ୍ଧା ସରିବ ଓଡ଼ିଶାର ବହୁ ପ୍ରତିକ୍ଷୀତ ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ। ଏନେଇ ଶନିବାର ମେଟ୍ରୋ ପ୍ରକଳ୍ପ କାର୍ଯ୍ୟାଳୟରେ ସମୀକ୍ଷା ପରେ ସୂଚନା ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏହି…

Continue reading
ମୋଦୀ ଓ ଶାହଙ୍କ ଗସ୍ତ ବିରୋଧରେ ପ୍ରଦେଶ ଯୁବ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବିରୋଧରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ଶନିବାର ଲୋୟର ପିଏମଜିଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ରଣଜିତ ପାତ୍ରଙ୍କ ନେତୃତ୍ୱରେ ଏକ ବିକ୍ଷୋଭ ଶୋଭାଯାତ୍ରା ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରୁ…

Continue reading
କଂଗ୍ରେସ ଏବେ ପକ୍ଷାଘାତର ଶିକାର ହୋଇଛି: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: କଂଗ୍ରେସ ଦଳର ସତା ଏବେ ହଜିବାରେ ଲାଗିଛି । ସମଗ୍ର ଦେଶରେ କଂଗ୍ରେସ ଏବେ ପକ୍ଷାଘାତର ଶିକାର ହୋଇଛି । ଏପରିକି ନିଜେ ଚାଲିବାର କ୍ଷମତା ହରାଇ ସାରିଛି । ଏବେ ଛୋଟ ଛୋଟ ଆଂଚଳିକ ଦଳର ଆଶାବାଡିକୁ ଧରି…

Continue reading
ରଙ୍ଗ ବଦଳାଇବାରେ ଓସ୍ତାଦ ହେଉଛି ବିଜେଡି : ସୁରେଶ ପୁଜାରୀ

ଭୁବନେଶ୍ୱର: ଆମର ରଙ୍ଗ କେବେହେଲେ ବଦଳି ନାହିଁ । କିନ୍ତୁ ରଙ୍ଗ ବଦଳାଇବାରେ ଓସ୍ତାଦ ହେଉଛି ବିଜେଡି । ରଙ୍ଗ ବଦଳାଇ ବିଜେଡି ୧୯୯୮ରେ ଆମ ସହ ମେଂଟ କରିଥିଲା । ନିଜ ଆବଶ୍ୟକତା ପୁର୍ତି ହୋଇଯିବା ପରେ ଏବଂ ନିଜ…

Continue reading
‘ଆମେ ମାଗିଖିଆ ନୁହଁ’

ବ୍ୟୁରୋ: ପଶ୍ଚିମବଙ୍ଗରୁ ଆଳୁ ଆସିବା ବନ୍ଦ ହେବା ପରେ ସଙ୍କଟ ସୃଷ୍ଟି ହେଲାଣି । ଦର ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟପଟେ ଦର ବୃଦ୍ଧି କଥା ମାନିବାକୁ ନାରାଜ ମନ୍ତ୍ରୀ । ଏଥିସହ ପଶ୍ଚିମବଙ୍ଗରୁ ଆଉ ଆଳୁ ମଗାଯିବନି ଓ…

Continue reading
ପୁଣି ବଢିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ

ବ୍ୟୁରୋ: ଏଣିକି ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ହେବ ୭ଟଙ୍କା ୬୪ ପଇସା । ପୂର୍ବରୁ ୫ ଟଙ୍କା ୯୦ ପଇସା ଥିଲା । ସେହିପରି ଉଚ୍ଚ ପ୍ରାଥମିକ ପିଲାଙ୍କ ପାଇଁ ଖର୍ଚ୍ଚ ହେବ ୧୦ ଟଙ୍କା…

Continue reading
ଥମୁନି ବିବାଦ, ଧନୁଶଙ୍କୁ ଟାର୍ଗେଟ କଲେ ନୟନତାରା

ମୁହାଁମୁହିଁ ହୋଇଛନ୍ତି ଦୁଇ ସାଉଥ ସୁପରଷ୍ଟାର। ଉଭୟଙ୍କ ଭିତରେ ଲାଗିଛି ଶୀତଳଯୁଦ୍ଧ। ଧୁନଷ ଓ ନୟନତାରାଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମୁନି। ଉଭୟଙ୍କ ମଧ୍ୟରେ ଆଇନଗତ ଲଢ଼େଇ ଜାରି ରହିଥିବା ବେଳେ ଆରମ୍ଭ ହୋଇଛି ବାକ୍‌ଯୁଦ୍ଦ। ନିକଟରେ ଧନୁଷ ନୟନତାରାଙ୍କ ବିରୋଧରେ…

Continue reading
ଜଙ୍ଗଲରୁ ପୁଣି ମିଳିଲା ମାଈ ହାତୀଛୁଆର ମୃତଦେହ

କେନ୍ଦୁଝର: କେନ୍ଦୁଝର ବନ ବିଭାଗ କର୍ମଚାରୀ ଶନିବାର ତେଲକୋଇ ରେଞ୍ଜ ଅଞ୍ଚଳରୁ ଏକ ୧୦ ବର୍ଷ ହାତୀର ମୃତଦେହ ଉଦ୍ଧାର କରିଛି। ଶନିବାର ସକାଳେ ତେଲକୋଇ ରେଞ୍ଜ କନ୍ତଲାଇ ଗ୍ରାମ ନିକଟରୁ ଏହି ହାତୀଛୁଆର ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

Continue reading
ହସ୍ପିଟାଲରେ ବିସ୍ଫୋରଣ: ରୋଗୀଙ୍କର ମୃତ୍ୟ

ବଲାଙ୍ଗୀର: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଶୁକ୍ରବାର ରାତିରୁ ବିଜୁଳି ଯୋଗାଣ ବନ୍ଦ ରହିଛି। ଫଳରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରୋଗୀମାନେ ରାତି ଓ ଦିନରେ ଅନ୍ଧାରରେ ଓ୍ବାର୍ଡ୍‌ରେ ରହିଥିଲେ। ଶୁକ୍ରବାର ରାତିରେ ବଦ୍ୟୁତ୍‌ ଶଟ୍‌ସର୍କିଟ ହୋଇ ଟ୍ରାନ୍ସଫର୍ମରରେ…

Continue reading
ମେଟ୍ରୋ ପ୍ରକଳ୍ପକୁୁ ନେଇ ଅପରାଜିତାଙ୍କ ବଡ଼ ସୂଚନା

ଭୁବନେଶ୍ବର: ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ସମୀକ୍ଷା ପରେ ଅପରାଜିତା ଏହି ସୂଚନା ଦେଇଛନ୍ତି। ପ୍ରଥମେ ପର୍ଯ୍ୟାୟରେ ୨୬…

Continue reading