ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର: ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରି କହିଛନ୍ତି, ଆଜି ୯୪୧ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇ ପ୍ରତିଶ୍ରୁତି ପାଳନ କରିଛୁ।ନିକଟରେ ୧୬ ହଜାର ୯ ଜଣ ପ୍ରାଥମିକ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲୁ। ଖୁବ୍ଶୀଘ୍ର ୨ ହଜାରରୁ ଊଦ୍ଧର୍ବ ଗୃହରକ୍ଷୀଙ୍କୁ…














