ଗଛରେ ପିଟିହେଲା ପିକଅପ୍: ୨ମୃତ
ଭୟଙ୍କର ଦୁର୍ଘଟଣା। ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତା ପାର୍ଶ୍ୱ ଗଛରେ ପିଟିହେଲା ପିକ୍ଅପ୍। ଗାଡ଼ି ଚାଳକଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ବଲାଙ୍ଗିର ଜିଲ୍ଲାରେ ଘଟିଛି। ଆଜି ଅପରାହ୍ନ ପ୍ରାୟ…
ଭୟଙ୍କର ଦୁର୍ଘଟଣା। ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତା ପାର୍ଶ୍ୱ ଗଛରେ ପିଟିହେଲା ପିକ୍ଅପ୍। ଗାଡ଼ି ଚାଳକଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ବଲାଙ୍ଗିର ଜିଲ୍ଲାରେ ଘଟିଛି। ଆଜି ଅପରାହ୍ନ ପ୍ରାୟ…
ଦେଶର ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଅତି ସାଂଘାତିକ ସ୍ଥିତିରେ ରହିଛି। ବାୟୁ ଗୁଣବତ୍ତା ସୂଚକାଙ୍କ ଅତି ନିମ୍ନ ସ୍ତରରେ ଥିବାରୁ ସହରରେ ଗ୍ରେଡେଡ୍ ରେସପନ୍ସ ଆକ୍ସନ ପ୍ଲାନ ଚତୁର୍ଥ ଚରଣ (GRAP-4) ଜାରି କରାଯାଇଛି। ସ୍ଥିତିକୁ ଦୃଷ୍ଟିରେ ରଖି ନିର୍ମାଣ…
ଯାଜପୁରର ପ୍ରସିଦ୍ଧ ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ଆଜି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆବଶ୍ୟକ ପଡ଼ିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ…
କୋଟି ଓଡ଼ିଆଙ୍କ ଆରାଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କୁ ତାଚ୍ଛଲ୍ୟ! ତାହା ପୁଣି ଖୋଲା ରଙ୍ଗ ମଞ୍ଚରେ। ଯାହାକୁ ନେଇ ହୋଇଛି ହଙ୍ଗାମା। ଷ୍ଟେଜ୍ ଉପରେ ଚେୟାର ବର୍ଷା କଲେ ଦର୍ଶକ। ଯେଉଁଥିପାଇଁ କିଛି ସମୟ ଯାତ୍ରା ବନ୍ଦ କରିବାକୁ ପଡ଼ିଥିଲା। ଏପରି ଚିତ୍ର…
ଭୁବନେଶ୍ଵର : ମଙ୍ଗଳବାର ଠାରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବିଧାନସଭାରେ ୨୪ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ। ଡିସିପିଙ୍କ ନେତୃତ୍ବରେ ୮ ଜଣ ଆଡିସିନାଲ ଡିସିପି, ୨ କମ୍ପାନି ସିଆରପିଏଫ୍, ୨…
ରାଇରଙ୍ଗପୁର: କିଛି ଦିନ ନିରୀକ୍ଷଣରେ ରହିବା ପରେ ଏନକ୍ଲୋଜରରୁ ବାହାରି ଶିମିଳିପାଳ ଜାତୀୟ ଉଦ୍ୟାନର ଘଞ୍ଚ ଜଙ୍ଗଲକୁ ଚାଲିଗଲା ବାଘୁଣୀ ଜୀନତ । ଅଭୟାରଣ୍ୟର କୋର ଅଞ୍ଚଳ ଯମୁନାଘାଟିରେ ଥିବା ଏନକ୍ଲୋଜରରୁ ବାଘୁଣୀ ଜୀନତକୁ ଘଞ୍ଚ ଜଙ୍ଗଲରେ ଛଡାଯାଇଥିବା ନେଇ ଶିମିଳିପାଳ…
ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି। ସେଥିପାଇଁ ୪ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟା ଠାରୁ ରାତି…
ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ। ଏହା ପୂର୍ବରୁ ଆଜି ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସକାଳ ସାଢେ ୧୦ଟାରେ ବସିବ ବୈଠକ। ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ…
ଭୁବନେଶ୍ୱର: ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ…
ଭୁବନେଶ୍ୱର: ବିନା ହେଲମେଟରେ ସ୍କୁଟି ଚଢ଼ି ରାଜରାସ୍ତାରେ ରିଲ୍ସ କରିବା ପଡ଼ିଲା ମହଙ୍ଗା। ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି ଜବତ କରାଯାଇଛି। ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ତାଙ୍କ ଗାଡ଼ିକୁ ଜବତ କରାଯାଇଛି। ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି…