ଏଥର ଧନୁଯାତ୍ରାରେ ନୂଆ କଂସ

ବରଗଡ଼ ଧନୁଯାତ୍ରା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ବସିଥିଲା ପ୍ରସ୍ତୁତି ବୈଠକ। ଆଉ ବୈଠକରେ ସର୍ବସମ୍ମତିକ୍ରମେ ନିଆଗଲା ବଡ଼ ନିଷ୍ପତ୍ତି। ହୃଷିକେଷ ଭୋଇ ହେବେନି ମହାରାଜ କଂସ। ଏଥର ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିବେ ଜଣେ ନୂଆ କଳାକାର। କଂସ…

Continue reading
ସୁଭଦ୍ରା : ତୃତୀୟ ପର୍ୟ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ

ଭୁବନେଶ୍ୱର : ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍ । ଡିସେମ୍ବର ସୁଦ୍ଧା ୧ କୋଟି ମହିଳା ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ତୃତୀୟ ପର୍ୟ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ । ଏଥିପାଇଁ ସମସ୍ତଙ୍କର ଯାଞ୍ଚ ସରିଛି…

Continue reading
ଆୟ ବର୍ହିଭୂତ ସମ୍ପତ୍ତି:ସିଏସ୍‌ଓ ଗିରଫ

ଭୁବନେଶ୍ୱର: କୋଟିପତି ସିଏସ୍‌ଓଙ୍କୁ ବାନ୍ଧିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ସିଏସ୍‌ଓ ସୁରେଶ କୁମାର ପାଣିଗ୍ରାହୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ୟ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ…

Continue reading
ଏବେ ବର୍ଷସାରା ମହାନଦୀ ପଠାରେ ହେବ ମିନି ବାଲି ଯାତ୍ରା:ମନ୍ତ୍ରୀ

କଟକ: ଐତିହାସିକ କଟକ ବାଲିଯାତ୍ରା ପ୍ରତି ରହିଛି ରାଜ୍ୟବାସୀଙ୍କର ଅହେତୁକ ଆକର୍ଷଣ। ବର୍ଷକରେ ଥରେ ପଡ଼ୁଥିବା ଏହି ବାଲିଯାତ୍ରା ବୁଲିବାକୁ ଦୂରଦୂରାନ୍ତରୁ ଲୋକେ ଏଠାକୁ ଆସିଥାନ୍ତି। ମାତ୍ର ଏବେ ଆଉ ବର୍ଷଯାକ ଅପେକ୍ଷା କରିବାକୁ ପଡ଼ିବନି। କାରଣ ବର୍ଷସାରା ମହାନଦୀ ପଠାରେ…

Continue reading
ପଳାଶୁଣି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ମହିଳା ମୃତ

ଭୁବନେଶ୍ବର: ଭୁବନେଶ୍ବର ପଳାଶୁଣି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତା ପାର୍ ହେଉଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଅଜଣାଗାଡ଼ି। ଦୁର୍ଘଟଣାସ୍ଥଳରେ ଚାଲିଗଲା ମହିଳାଙ୍କ ଜୀବନ। ରାସ୍ତା ପଡି ରହିଲା ଖଣ୍ଡବିଖଣ୍ଡିତ ରକ୍ତାକ୍ତ ମୃତଦେହ। ଏନେଇ ପୋଲିସ ଖବର ମିଳିବାପରେ…

Continue reading
ଫାଶୀ ଲଗାଇ ନାବାଳକର ଆତ୍ମହତ୍ୟା

ପାଟଣା: କେନ୍ଦୁଝର ଜିଲା ପାଟଣା ଥାନା ପିଙ୍ଗୁ ପାଟଣା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ଜଣେ ୧୪ବର୍ଷ ନାବାଳକ ଗାଁ ହୁଡ଼ିର ଏକ ବରଗଛରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ ନାବାଳକ ଜଣକ ଗ୍ରାମର ପିର୍ତ୍ତି ମୁର୍ମୁଙ୍କ ପୁଅ ଆକାଶ।…

Continue reading
ଆସୁଛି ବାତ୍ୟା ‘ଫେଙ୍ଗାଲ’, ଓଡ଼ିଶାରେ କେବଳ ବର୍ଷା

ଭୁବନେଶ୍ବର : ବଙ୍ଗୋପସାଗରରେ ଆସୁଛି ଭୀଷଣ ସାମୁଦ୍ରିକ ଝଡ଼। ସମ୍ଭାବ୍ୟ ବାତ୍ୟା ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳରେ ସ୍ଥଳଭାଗ ଛୁଇଁପାରେ ବୋଲି ଅଧିକାଂଶ ଘରୋଇ ପାଣିପାଗ ସଂସ୍ଥା ଆକଳନ କରିଛନ୍ତି। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ରହିବ ନାହିଁ। କେବଳ…

Continue reading
ପୁଣି ଘନେଇଛି ବାତ୍ୟା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ବାତ୍ୟା ଆଶଙ୍କା ଘନେଇଛି । ୨୬ ତାରିଖ ବେଳକୁ ଏଠାରେ ବାତ୍ୟା ସୃଷ୍ଟି ହୋଇପାରେ । କିନ୍ତୁ ଓଡ଼ିଶାକୁ କୌଣସି ପ୍ରଭାବ ନାହିଁ ।ସୁମାତ୍ରା ପାଖ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।…

Continue reading
ଯୁକ୍ତ ୨ ଫର୍ମ ପୂରଣ ଅବଧି ବୃଦ୍ଧି

ଭୁବନେଶ୍ୱର: ଯୁକ୍ତ ୨ ପରୀକ୍ଷା ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି । ଯେଉଁ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଫର୍ମ ପୂରଣ କରି ନାହାନ୍ତି, ସେମାନେ ୬୦୦ ଟଙ୍କା ଜରିମାନା ସହ ୨୦ ତାରିଖରୁ ୨୫ ତାରିଖ ମଧ୍ୟରେ ଫର୍ମ ପୂରଣ…

Continue reading
୨୭ ଯାଏ ଓଏଭି ପ୍ରବେଶିକା ପରୀକ୍ଷା ଆବେଦନ

ଭୁବନେଶ୍ୱର : ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପଞ୍ଜୀକରଣକୁ ଆସନ୍ତା ୨୭ ତାରିଖକୁ ବୃଦ୍ଧି କରାଯାଇଛି । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (ଓଏଭିଇଟି)ଏବଂ ଓଡି଼ଶା ମାଇନିଂ ଆଦର୍ଶ…

Continue reading