ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି

ପୁରୀ : ଜାନୁଆରୀ ଶେଷ ସୁଦ୍ଧା ଶେଷ ହେବ ରତ୍ନଭଣ୍ଡାର ଗଣତି ମଣତି। ରତ୍ନ ଭଣ୍ଡାର ମରାମତି ସହ ଅଳଙ୍କାର ଗଣତିମଣିତି କାମ ମଧ୍ୟ ଶେଷ ହେବ । ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। କାର୍ତ୍ତିକ…

Continue reading
ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର

କଳାହାଣ୍ଡି: ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେଇ ଡାକ୍ତର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । କଳାହାଣ୍ଡି ମେଡିକାଲ କଲେଜର ଡାକ୍ତର ଅଶୋକ ଦାସ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଛି ।…

Continue reading
ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ଓଡ଼ିଶା ପୁଲିସ୍ ହାଉସିଂ ୱେଲଫର୍ କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍‌ର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଛି। ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର…

Continue reading
୩ ହାତୀର ମୃତଦେହ ଉଦ୍ଧାର

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ରେଂଜ ବୁରମାଲ ଜଙ୍ଗଲରୁ ଆଜି ସକାଳେ ୩ଟି ହାତୀର ମୃତଦେହ ଉଦ୍ଧାର କରାଯାଇଛି। ବାରହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର। ଦୁର୍ଭାଗ୍ୟ ବଃଶତ ସେହି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩…

Continue reading
ଉପଜିଲ୍ଲାପାଳ ଘରେ ଭିଜିଲାନ୍ସ ଚଢ଼ାଉ

କାମାକ୍ଷାନଗର:ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଭୁବନେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ…

Continue reading
ବାଲିଯାତ୍ରାରେ ଅଘଟଣ; ନାବାଳକଙ୍କ ଜୀବନ

କଟକ: କଟକ ବାଲିଯାତ୍ରାରେ ଅଘଟଣ ଘଟିଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଯାଇଛି ଜଣେ ନାବାଳକଙ୍କ ଜୀବନ। ମୃତକ ହେଲେ ବିଶ୍ୱ ପ୍ରକାଶ ମନ୍ଥନ। ଘର ଜଗତସିଂହପୁର ଅଞ୍ଚଳରେ। କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ସେ ପଢୁଥିଲେ।ବିଶ୍ୱ…

Continue reading
କଣ୍ଟେନରକୁ ପିଟିଲା ବସ୍‌, ୧୨ରୁ ଅଧିକ ଆହତ

ଜଳେଶ୍ୱର: କଣ୍ଟେନରକୁ ପଛ ପଟୁ ଧକ୍କା ଦେଲା ବସ୍‌ । ବସ୍‌ଟି କେଲକାତାରୁ ଭୁବନେଶ୍ବର ଆସୁଥିଲା । ଉକ୍ତ ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିବା ବେଳେ ତନ୍ମଧ୍ୟରୁ ୧୨ ଜଣଙ୍କ ଠାରୁ ଆହତ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର…

Continue reading
ଡିସେମ୍ବର-ଜାନୁଆରୀ ମଧ୍ୟରେ ଚିଲିକାରେ ପକ୍ଷୀ ଗଣନା

ଭୁବନେଶ୍ବର: ପକ୍ଷୀବିହାର ଚିଲିକା ସମେତ ରାଜ୍ୟର ବିଭିନ୍ନ ସ୍ଥାନକୁ ଆସିବା ଆରମ୍ଭ କଲେଣି ବିଦେଶୀ ପକ୍ଷୀ । ପ୍ରତ୍ୟେକ ବର୍ଷ ଶୀତ ଋତୁରେ ବିଭିନ୍ନ ଦେଶରୁ ହଜାର ହଜାର କିଲୋମିଟର ଦୂରରୁ ବିଭିନ୍ନ ପ୍ରଜାତିର ହଜାର ହଜାର ସଂଖ୍ୟାରେ ବିଦେଶୀ ପକ୍ଷୀ…

Continue reading
ଅଧଘଣ୍ଟା ବଢ଼ିଲା ବାଲିଯାତ୍ରା ସାଂସ୍କୃତିକ କାର୍ୟ୍ୟକ୍ରମ ଅବଧି

କଟକ: ବଢ଼ିଲା ବାଲିଯାତ୍ରା ସଂଧ୍ୟାକାଳୀନ ସାଂସ୍କୃତିକ କାର୍ୟ୍ୟକ୍ରମର ଅବଧି । ଏଣିକି ରାତି ୧୦ଟା ନୁହେଁ, ବରଂ ୧୦ଟା ୩୦ ମିନିଟ ପର୍ୟ୍ୟନ୍ତ ସଂସ୍କୃତିକ କାର୍ୟ୍ୟକ୍ରମ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି…

Continue reading
ମେଡ଼ିକାଲରେ ନିଆଁ ଲାଗି ୧୧ଜଣ ଶିଶୁଙ୍କ ମୃତ୍ୟୁ

ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗିବାର କାରଣ ଜଣାପଡିଛି। ଏହି ଅଗ୍ନିକାଣ୍ଡ କୌଣସି ଷଡ଼ଯନ୍ତ୍ର କିମ୍ବା ମନୁଷ୍ୟକୃତ ନୁହେଁ, ସ୍ୱିଚବୋର୍ଡରୁ ନିଆଁ ବ୍ୟାପି ଏତେ ବଡ଼ ଅଘଟଣ ଘଟିଥିବା ପ୍ରାଥମିକ ଯାଞ୍ଚରୁ ଜଣାପଡିଛି। ଏଥିରେ କୌଣସି ଅବହେଳା କିମ୍ବା ମନୁଷ୍ୟକୃତ ହୋଇନଥିବାରୁ…

Continue reading